ଓଡ଼ିଶାର ଅନନ୍ୟ ହସ୍ତକଳା – ଜଉ କଣ୍ଢେଇ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/AMYQ8Fy69dQ
ଓଡ଼ିଶାର ଏକ ଅନନ୍ୟ ହସ୍ତକଳା ହେଉଛି ଜଉ କଣ୍ଢେଇ। ବାଲେଶ୍ୱର ଜିଲ୍ଲାରେ ପ୍ରସିଦ୍ଧି ଲାଭ କରିଥିବା ଜଉ କଣ୍ଢେଇର ଚାହିଦା ଏବେ ବଢ଼ିବାକୁ ଲାଗିଛି।
ବାଲେଶ୍ୱରରେ ଝିଅ ବାହାଘର ସମୟରେ ଝିଅର ପେଡ଼ିରେ...
ବାଲେଶ୍ଵର: ଅନୁଷ୍ଠିତ ହେଲା ‘ସମୟର ଚକ୍ର’ର ବାର୍ଷିକ ଉତ୍ସବ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵରରୁ ପ୍ରକାଶିତ ମାସିକ ସମ୍ବାଦ ଭିତ୍ତିକ ପତ୍ରିକା ‘ସମୟର ଚକ୍ର’ ର ୧୪ତମ ବାର୍ଷିକ ଉତ୍ସବ ଆୟୋଜିତ ହୋଇଯାଇଛି। ଏହି ଅବସରରେ କବିତା ପାଠ ଓ...
ବାଲେଶ୍ଵର: ପ୍ରତିଷ୍ଠା ଦିବସରରେ ୫୦ ହଜାର ବୃକ୍ଷରୋପଣ କରିବ ସାଉଁର ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟର ପୁରତନ ବିଦ୍ୟାର୍ଥୀ ପରିଷଦ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ଜିଲ୍ଲା ସଦର ବ୍ଲକ ଗେଙ୍ଗୁଟି ପଞ୍ଚାୟତ ଅନ୍ତର୍ଗତ ସାଉଁର ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟର ପୁରାତନ ବିଦ୍ୟାର୍ଥୀ ପରିଷଦର ପ୍ରତିଷ୍ଠା ଦିବସ ଆସନ୍ତା ଜୁଲାଇ ୭...
ବାଲେଶ୍ଵରରେ ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପରିଚାଳନା ମକଡ୍ରିଲ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ସଦର ବ୍ଲକ ଅନ୍ତର୍ଗତ ଜୟଦେବକସବା ଗ୍ରାମ ପଞ୍ଚାୟତର ଜୟଦେବକସବା ପାହି ବାତ୍ୟା ଆଶ୍ରୟସ୍ଥଳୀରେ ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପରିଚାଳନା ମକଡ୍ରିଲ ଅନୁଷ୍ଠିତ ହୋଇଯାଇଛି।
ଏଥିସହିତ ଜିଲ୍ଲାର ସମସ୍ତ...
ଅଣାୟତ ହେଲାଣି ଝାଡ଼ାବାନ୍ତି ସ୍ଥିତି: ଯାଜପୁର ପରେ ଏବେ ବାଲେଶ୍ଵରକୁ ହଇଜା ଡର
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଏଯାଏଁ ଥମିନି ଝାଡ଼ାବାନ୍ତି। ଯାଜପୁର ପରେ ଏବେ ବାଲେଶ୍ଵରରେ ଅଣାୟତ ଝାଡ଼ାବାନ୍ତି ପରିସ୍ଥିତି। ଜିଲ୍ଲାର ୧୬ରୁ ଅଧିକ ବ୍ୟକ୍ତି ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।...
ବାଲେଶ୍ୱର: ‘ଚନ୍ଦ୍ର କୁମାର ମହାନ୍ତି କବିତା ପୁରସ୍କାର’ ପାଇବେ ଶୁଭଶ୍ରୀ ଶୁଭସ୍ମିତା ମିଶ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ଘୋଷଣା ହୋଇଛି ‘ଚନ୍ଦ୍ର କୁମାର ମହାନ୍ତି କବିତା ପୁରସ୍କାର ୨୦୨୫’। ଚଳିତ ବର୍ଷ କବି ଶୁଭଶ୍ରୀ ଶୁଭଶ୍ମିତା ମିଶ୍ର ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଥିବା...
ବାଲେଶ୍ଵର: ପୁରାତନ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ବିଶ୍ଵ ପରିବେଶ ଦିବସରେ ବୃକ୍ଷରୋପଣ କାର୍ଯ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ସଦର ବ୍ଲକ ଅନ୍ତର୍ଗତ ଖାନନଗର କ୍ରିକେଟ ପଡ଼ିଆରେ ସାଉଁ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟର ପୁରାତନ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ବିଶ୍ଵ ପରିବେଶ ଦିବସ ଅବସରରେ...
‘କହ୍ନେଇ କଥା ପୁରସ୍କାର’ ପାଇବେ ଗାଳ୍ପିକ ସରୋଜ ବଳ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଭୁବନେଶ୍ଵରଠାରେ ଜୁନ ୨୫ ତାରିଖରେ ଅନୁଷ୍ଠିତ ହେବ କହ୍ନେଇଲାଲ ଦାସ ଜୟନ୍ତୀ ସମାରୋହ। ଏହି ଅବସରରେ ଯୁବପିଢ଼ିର ପ୍ରମୁଖ କଥାକାର ଭାବେ ସ୍ଵତନ୍ତ୍ର ସ୍ଥାନ ଅଧିକାର...
ବାଲେଶ୍ଵର: ଜିଲ୍ଲାସ୍ତରୀୟ ବରିଷ୍ଠ ନାଗରିକ କର୍ମଶାଳା ଅନୁଷ୍ଠିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ବରିଷ୍ଠ ନାଗରିକମାନଙ୍କ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।
କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ସୁଧାକର ନାୟକ ଯୋଗ ଦେଇଥିବା...
ଉନ୍ମୋଚିତ ହେଲା ଡାକ୍ତର ଚୌଧୁରୀ ସତ୍ୟବ୍ରତ ନନ୍ଦଙ୍କ ପୁସ୍ତକ ‘କହିଥିଲି ଦିନେ’
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ‘ଓଡ଼ିଆ ଭାଷା ବିକାଶ ଆନ୍ଦୋଳନ’ ଆନୁକୂଲ୍ୟରେ ଡାକ୍ତର ଚୌଧୁରୀ ସତ୍ୟବ୍ରତ ନନ୍ଦଙ୍କ ପୁସ୍ତକ ‘କହିଥିଲି ଦିନେ’ ସ୍ଥାନୀୟ ଲକି ଇଣ୍ଟରନ୍ୟାସନାଲ ପ୍ରେକ୍ଷାଳୟରେ ଉନ୍ମୋଚିତ ହୋଇଯାଇଛି।
ଡାକ୍ତର ସତ୍ୟବ୍ରତ...





















