ବାଲେଶ୍ଵର: ବିଶିଷ୍ଟ କଥାକାର ବସନ୍ତ ଶତପଥୀଙ୍କ ଶ୍ରାଦ୍ଧ ଦିବସ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ଜିଲ୍ଲା ଫକୀରମୋହନ ସାହିତ୍ୟ ପରିଷଦ ଆନୁକୂଲ୍ୟରେ ବିଶିଷ୍ଟ କଥାକାର ବସନ୍ତ ଶତପଥୀଙ୍କ ୩୧ ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ପରିଷଦ ସଭାପତି ଡକ୍ଟର ସୁବାସ...

ବାଲେଶ୍ଵର: ଫକୀରମୋହନ ବିଶ୍ୱବିଦ୍ୟାଳୟରେ ‘ସାମାଜିକ ନ୍ୟାୟର ପୁନଃ ବ୍ୟାଖ୍ୟା: ଏକ ସାମ୍ବିଧାନିକ ଆଦେଶ’ ପ୍ରସଙ୍ଗରେ ଜାତୀୟ ସେମିନାର ଅନୁଷ୍ଠିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵରସ୍ଥିତ ଫକୀରମୋହନ ବିଶ୍ୱବିଦ୍ୟାଳୟରେ 'ସାମାଜିକ ନ୍ୟାୟର ପୁନଃ ବ୍ୟାଖ୍ୟା: ଏକ ସାମ୍ବିଧାନିକ ଆଦେଶ' ପ୍ରସଙ୍ଗକୁ ନେଇ ଜାତୀୟ ସେମିନାର ଅନୁଷ୍ଠିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସନ୍ତୋଷ...

ବାଲେଶ୍ୱର ପ୍ରେସ କ୍ଲବର ରୌପ୍ୟ ଜୟନ୍ତୀ ଅନୁଷ୍ଠିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵର କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ପ୍ରେସ୍ କ୍ଲବର ରୌପ୍ୟ ଜୟନ୍ତୀ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ କ୍ଲବ ସଭାପତି ବିପ୍ଳବ କୁମାର ମହାନ୍ତି ଅଧ୍ୟକ୍ଷତା କରିବା ସହ ୨୫ ବର୍ଷ...

ବାଲେଶ୍ଵର: ଭାରତୀୟ ଜ୍ଞାନ ପ୍ରଣାଳୀର ନୂତନ ଦିଗନ୍ତ ପ୍ରସଙ୍ଗରେ ଫକୀର ମୋହନ ବିଶ୍ୱବିଦ୍ୟାଳୟରେ ଜାତୀୟ ସମ୍ମିଳନୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵରସ୍ଥିତ ଫକୀର ମୋହନ ବିଶ୍ଵବିଦ୍ୟାଳୟର ସ୍ନାତକୋତ୍ତର ସଂସ୍କୃତ ବିଭାଗ ଓ ମହାବିଦ୍ୟାଳୟ ଉନ୍ନୟନ ପରିଷଦର ମିଳିତ ସହଯୋଗରେ 'ଭାରତୀୟ ଜ୍ଞାନ ପ୍ରଣାଳୀର ନୂତନ ଦିଗନ୍ତ' ପ୍ରସଙ୍ଗରେ...

ବାଲେଶ୍ଵର: ‘ଉତ୍କଳା’ ମଞ୍ଚରେ ଅନୁଷ୍ଠିତ ହେଲା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଖାସ୍ ତୁମ ପାଇଁ’

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ଜିଲ୍ଲା ରେମୁଣାସ୍ଥିତ ନୋସି ବିଜିନେସ୍ ପାର୍କରେ ଥିବା 'ଉତ୍କଳା' ମୁକ୍ତମଞ୍ଚରେ ନୋସି କଲଚରାଲ ଏକାଡେମି ଦ୍ୱାରା ନିଆରା ସାଂସ୍କୃତିକ କାର୍ଯ୍ୟକ୍ରମ 'ଖାସ୍ ତୁମ ପାଇଁ'...

ବାଲେଶ୍ଵର: ସ୍ୱାଧୀନତା ସଂଗ୍ରାମୀ ଡକ୍ଟର ରବୀନ୍ଦ୍ର ମୋହନ ଦାସଙ୍କ ୧୧୪ ତମ ଜୟନ୍ତୀ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵରସ୍ଥିତ ଫକୀର ମୋହନ ବିଶ୍ଵବିଦ୍ୟାଳୟ ପରିସରରେ ସ୍ୱାଧୀନତା ସଂଗ୍ରାମୀ ଡକ୍ଟର ରବୀନ୍ଦ୍ର ମୋହନ ଦାସଙ୍କ ୧୧୪ତମ ଜୟନ୍ତୀ ପାଳିତ ହୋଇଯାଇଛି। ଫକୀର ମୋହନ ବିଶ୍ଵବିଦ୍ୟାଳୟ ଓ...

ଗିରଫ ହେଲେ ରେମୁଣା ତହସିଲଦାର ବିଦ୍ୟାଧର ପତି

ଓଡ଼ିଶାଲାଇଭ୍ ବ୍ୟୁରୋ ଗିରଫ ହେଲେ ବାଲେଶ୍ଵର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ବିଦ୍ୟାଧର ପତିଙ୍କୁ ଗିରଫ କରିଛି ଭିଜିଲାନ୍ସ। ମଙ୍ଗଳବାର ଦିନ ବିଦ୍ୟାଧର ପତିଙ୍କ...

ଭିଜିଲାନ୍ସ ଜାଲରେ ରେମୁଣା ତହସିଲଦାର ବିଦ୍ୟାଧର ପତି

ଓଡ଼ିଶାଲାଇଭ୍ ବ୍ୟୁରୋ ଭିଜିଲାନ୍ସ ଜାଲରେ ବାଲେଶ୍ଵର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତି। ଆୟ ବହିର୍ଭୂତ ସମ୍ପତ୍ତିଠୁଳ କରିବା ଅଭିଯୋଗରେ ବିଦ୍ୟାଧର ପତିଙ୍କ ୭ଟି ଠିକଣା ଉପରେ ଚଢ଼ଉ କରିଛି ଭିଜିଲାନ୍ସ। ତହସିଲଦାର ବିଦ୍ୟାଧର...

ବାଲେଶ୍ଵର: ବଳାଙ୍ଗୀ ଡିଗ୍ରୀ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ସୁନହଟସ୍ଥିତ ବଳାଙ୍ଗୀ ଡିଗ୍ରୀ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ମହାବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ରତ୍ନାକର ସିଂହଙ୍କ ପୌରୋହିତ୍ୟରେ...

ଫକୀରମୋହନ ବିଶ୍ଵବିଦ୍ୟାଳୟରେ ‘ବିକଶିତ ଭାରତ’ ପ୍ରସଙ୍ଗରେ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵରସ୍ଥିତ ଫକୀରମୋହନ ବିଶ୍ଵବିଦ୍ୟାଳୟରେ 'ବିକଶିତ ଭାରତ' ପ୍ରସଙ୍ଗରେ ଏକ ୨ ଦିନିଆ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଛି। ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ...