ମିଶନ ପଦ୍ମପୁର ବିଧାନସଭା ଉପନିର୍ବାଚନ: ୬ ମନ୍ତ୍ରୀଙ୍କୁ ଦାୟିତ୍ୱ ବାଣ୍ଟିଲା ବିଜେଡି

ଓଡ଼ିଶାଲାଇଭ୍ ବ୍ୟୁରୋ ସରିଲା ଧାମନଗର ବିଧାନସଭା ଉପନିର୍ବାଚନ, ଏବେ ମିଶନ ପଦ୍ମପୁର। ଧାମନଗରରେ ବିଜେଡିର ପରାଜୟ ପରେ ରାଜ୍ୟ ରାଜନୀତିରେ ଆରମ୍ଭ ହୋଇଛି ହଟ୍ଟଚମଟ। ଏଥର କିନ୍ତୁ ପଦ୍ମପୁରରେ ବିଜୟ ଲାଭ କରିବାକୁ ରଣନୀତି...

ଡିସେମ୍ବର ୫ରେ ପଦ୍ମପୁର ବିଧାନସଭା ଉପନିର୍ବାଚନ: ଚାଲିଛି ରାଜନୈତିକ ଅଙ୍କକଷା

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଡିସେମ୍ବର ୫ ତାରିଖରେ ହେବ ପଦ୍ମପୁର ବିଧାନସଭା ଉପନିର୍ବାଚନ ଲାଗି ମତଦାନ। ଏ ନେଇ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନର। ଆସନ୍ତା ୧୦ ତାରିଖରେ ପଦ୍ମପୁର ଉପନିର୍ବାଚନ...

ପାଖେଇ ଆସୁଛି ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା: ୩ ଦିନ ଧରି ଚାଲିବ କଳାକାର ଚୟନ ପ୍ରକ୍ରିୟା

ଓଡ଼ିଶାଲାଇଭ୍ ବ୍ୟୁରୋ ପାଖେଇ ଆସୁଛି ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଚଳିତ ବର୍ଷ ବରଗଡ଼ ଧନୁଯାତ୍ରାକୁ ୭୫ ବର୍ଷ ପୂର୍ଣ୍ଣ ହେବ। ଏହି ଅବସରରେ ବରଗଡ଼ ଧନୁଯାତ୍ରା କମିଟି ପକ୍ଷରୁ ପାଳନ କରାଯିବ ହୀରକ...

ସହଯୋଗର ହାତ ବଢ଼ାଇଲା ‘ଓଡ଼ିଶା ମୋ ପରିବାର’, କୃତ୍ରିମ ଗୋଡ଼ରେ ଏବେ କଲେଜ ଯିବ ବରଗଡ଼ର ଭାର୍ଗବ ଭୂସାଗର

ଓଡ଼ିଶାଲାଇଭ୍ ବ୍ୟୁରୋ (ବରଗଡ଼): ଜନ୍ମରୁ ଭିନ୍ନକ୍ଷମ ହୋଇଥିଲେ ମଧ୍ୟ ଉଚ୍ଚ ଶିକ୍ଷା ପାଇଁ ଆଶା ବାନ୍ଧିଥିଲେ ବରଗଡ଼ ଜିଲ୍ଲା ଅତାବିରା ବ୍ଲକ କୁଲୁଣ୍ଡା ଅଞ୍ଚଳର ଭାର୍ଗବ ଭୂସାଗର। ଅର୍ଥାଭାବ ଯୋଗୁଁ କୃତ୍ରିମ ଅଙ୍ଗ ଲଗାଇବାକୁ...

ପରଲୋକରେ ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂହ ବରିହା

ଓଡ଼ିଶାଲାଇଭ୍ ବ୍ୟୁରୋ ବରଗଡ଼ ଜିଲ୍ଲା ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କର ବିୟୋଗ ଘଟିଛି। ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିବା ସୋମବାର ଦିନ ପରିବାର ପକ୍ଷରୁ ସୂଚନା...

ଡିସେମ୍ବର ୨୭ରୁ ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା

ଓଡ଼ିଶାଲାଇଭ୍ ବ୍ୟରୋ ଆସନ୍ତା ଡିସେମ୍ବର ମାସ ୨୭ ତାରିଖରୁ ଆରମ୍ଭ ହେବ ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା। ଏହା ଡିସେମ୍ବର ୨୭ରୁ ଆରମ୍ଭ ହୋଇ ୨୦୨୩ ମସିହା ଜାନୁଆରୀ ୬ ତାରିଖ ପର୍ଯ୍ୟନ୍ତ ଚାଲିବ।...

ଆମ ଲୋକକଳା ଆମ ସଂସ୍କୃତି – ଦେଶିଆ ନାଟ, ଗଣା ବଜାରେ ଦୁଲୁକିଲା ମଞ୍ଚ

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=7Jo-RxDizvQ] ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ 'ଆମ ଲୋକକଳା ଆମ ସଂସ୍କୃତି’ କାର୍ଯ୍ୟକ୍ରମ ମଙ୍ଗଳବାର ଭୁବନେଶ୍ଵରସ୍ଥିତ ରବୀନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ହୋଇଛି। ଓଡ଼ିଶାର ବିଭିନ୍ନ ଲୋକକଳାର ପ୍ରଚାର...

ସମସ୍ତଙ୍କ ସହଯୋଗ ରହିଲେ ବରଗଡ଼ର ପଞ୍ଚାୟତ ଡିଗ୍ରୀ କଲେଜ ହେବ ରାଜ୍ୟର ଶିକ୍ଷା ହବ୍: ‘ମୋ କଲେଜ’ ଅଧ୍ୟକ୍ଷ

ଓଡ଼ିଶାଲାଇଭ୍ ବ୍ୟୁରୋ  ମୋ କଲେଜ ଅଭିଯାନ ଅଧ୍ୟକ୍ଷ ଆକାଶ ଦାସନାୟକ ଗୁରୁବାର ଦିନ ବରଗଡ଼ସ୍ଥିତ ପଞ୍ଚାୟତ ଡିଗ୍ରୀ କଲେଜ ପରିଦର୍ଶନ କରିଥିଲେ। ମୋ କଲେଜ ଅଭିଯାନ ଅଧୀନରେ ଯୋଡ଼ିହୋଇ ଏହି ଉଚ୍ଚ ଶିକ୍ଷାନୁଷ୍ଠାନର କିପରି...

ନୂଆଁଖାଇ ଜୁହାର୍

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆଁଖାଇ ଜୁହାର୍। ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ଉତ୍ସବ ମୁଖର ପୂରା ପଶ୍ଚିମ ଓଡ଼ିଶା। କରୋନା କଟକଣା ଭିତରେ ପ୍ରଥମେ ଇଷ୍ଟଦେବୀଙ୍କୁ ବର୍ଷର ପ୍ରଥମ ଉତ୍ପାଦିତ ଶସ୍ୟ ଭୋଗ...

ଓଡ଼ିଶାର ଦୁଇ ସ୍କୁଲରୁ ୩୪ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ

ଓଡ଼ିଶାଲାଇଭ୍ ବ୍ୟୁରୋ ବୟସ୍କଙ୍କ ପରେ ଏବେ କରୋନା କବଳରେ ଛୋଟପିଲା ବା ୧୮ ବର୍ଷରୁ କମ୍ ବୟସ୍କ। ଏହି ବର୍ଗର ପିଲାମାନେ ଅଧିକ ସଂକ୍ରମିତ ହେଉଥିବା ଦେଖିବାକୁ ମିଳୁଛି। ଏହି କ୍ରମରେ ରାଜ୍ୟର ଢ଼େଙ୍କାନାଳ...