ମାସକ ମଧ୍ୟରେ ଭୁବନେଶ୍ଵରର ସବୁ ମୁକୁଳା ଡ୍ରେନ ଉପରେ ପଡ଼ିବ ସ୍ଲାବ – ବିଏମସି କମିଶନର
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵର ୟୁନିଟ-୩ ମସଜିଦ କଲୋନୀର ନାବାଳକ ଏସକେ ରାଜେଶ ଡ୍ରେନରେ ଭାସି ପ୍ରାଣ ହରାଇବା ପରେ ଆକ୍ସନ ମୋଡକୁ ଆସିଛି ଭୁବନେଶ୍ଵର ମହାନଗର ନିଗମ (ବିଏମସି)। ମାସକ ଭିତରେ ଭୁବନେଶ୍ଵରରେ ଥିବା...
ଭଙ୍ଗାଗଲା ପ୍ରଣବ ପ୍ରକାଶ ଦାସଙ୍କ ସରକାରୀ ବାସଭବନରେ ନିର୍ମାଣ ହୋଇଥିବା ଅସ୍ଥାୟୀ ଘର
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଭୁବନେଶ୍ଵରସ୍ଥିତ ସରକାରୀ ବାସଭବନ ପରିସରରେ ନିର୍ମାଣ ହୋଇଥିବା ଅସ୍ଥାୟୀ ଘରକୁ ଭଙ୍ଗାଯାଇଛି।
ସରକାରୀ କ୍ଵାର୍ଟର ପରିସରରେ ବିଳାଶପୂର୍ଣ୍ଣ କୋଠା ସହ ଅଣ୍ଡରଗ୍ରାଉଣ୍ଡ ଘର ନିର୍ମାଣ...
ବିଶ୍ୱ ଦକ୍ଷତା କେନ୍ଦ୍ରର ‘ସ୍କୁଲ ଅଫ୍ ଇଞ୍ଜିନିୟରିଂ’ ବିଭାଗରେ ନାମଲେଖା ଲାଗି ଜୁନ୍ ୨୨ରୁ ଅନଲାଇନ ଆବେଦନ
ଓଡ଼ିଶାଲାଇଭ୍ ବ୍ୟୁରୋ
• ‘ପ୍ରିସିସନ ଇଞ୍ଜିନିୟରିଂ’ ସହିତ ମୋଟ ୬ଟି ଅତ୍ୟାଧୁନିକ ପାଠ୍ୟକ୍ରମ• ଅନଲାଇନ ଆବେଦନର ଶେଷ ତାରିଖ ଅଗଷ୍ଟ ୩୦• ଅନ୍ତର୍ଜାତୀୟ ମାନର ପାଠ୍ୟକ୍ରମ, ଅତ୍ୟାଧୁନିକ ଲାବୋରେଟୋରି ଓ ବିଶ୍ୱସ୍ତରୀୟ ତାଲିମ
(ଭୁବନେଶ୍ୱର): ଜାତୀୟ...
ଭୁବନେଶ୍ଵରର ମୁକୁଳା ଡ୍ରେନରେ ଭାସି ନାବାଳକର ମୃତ୍ୟୁ ଘଟଣା: ନଗର ଉନ୍ନୟନ ବିଭାଗକୁ ରିପୋର୍ଟ ଦେଲା ବିଏମସି
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରର ମୁକୁଳା ଡ୍ରେନରେ ଭାସି ନାବାଳକ ମୃତ୍ୟୁ ଘଟଣାକୁ ନେଇ ନଗର ଉନ୍ନୟନ ବିଭାଗକୁ ରିପୋର୍ଟ ଦେଇଛି ଭୁବନେଶ୍ଵର ମହାନଗର ନିଗମ (ବିଏମସି)।
ଜୁନ ୧୮ ତାରିଖରେ ୟୁନିଟ-୩ ମସଜିଦ କଲୋନୀର ୧୦...
କାଳ ହେଲା ଭୁବନେଶ୍ଵରର ମୁକୁଳା ଡ୍ରେନ: ନାଳରେ ଭାସିଯାଇ ନାବାଳକର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
କାଳ ହେଲା ମୁକୁଳା ଡ୍ରେନ। ବର୍ଷା ପାଣିରେ ଭାସିଯାଇ ପ୍ରାଣ ହରାଇଲେ ୧୦ ବର୍ଷର ନାବାଳକ। ଏହି ଅଭାବନୀୟ ଘଟିଣା ଘଟିଛି ରାଜଧାନୀ ଭୁବନେଶ୍ଵରରେ। ମୃତ ନାବାଳକ ହେଉଛନ୍ତି ୟୁନିଟ-୩ ମସଜିଦ...
ଭିଜୁଛି ଓଡ଼ିଶା: ଜୁନ ୨୩ ଯାଏଁ ଆହୁରି ବର୍ଷିବ!
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟ ପ୍ରାୟ ସମସ୍ତ ଜିଲ୍ଲାରେ ମଙ୍ଗଳବାର ଦିନ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ବର୍ଷା ଯୋଗୁଁ ଅହସ୍ୟ ଗରମ ଏବଂ ଗୁଳୁଗୁଳିରୁ ସାମାନ୍ୟ ଆଶ୍ଵସ୍ତି ମିଳିଛି। ଜୁନ ୨୩...
ଓଡ଼ିଶା ଗଣମାଧ୍ୟମ ପରିବାର ପକ୍ଷରୁ ମଙ୍ଗଳବାର ରାମୋଜୀ ରାଓଙ୍କ ସ୍ମୃତିଚାରଣ ନିମନ୍ତେ ବିଶେଷ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ଭାରତୀୟ ଗଣମାଧ୍ୟମ ଏବଂ ମନୋରଞ୍ଜନ ଦୁନିଆର ବାଦ୍ଶାହ ରାମୋଜୀ ରାଓଙ୍କ ସ୍ମୃତିଚାରଣ ପାଇଁ ଜୁନ୍ ୧୮ ତାରିଖ ମଙ୍ଗଳବାର ସନ୍ଧ୍ୟାରେ ଏକ ବିଶେଷ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ଭୁବନେଶ୍ୱରସ୍ଥିତ...
ଭୁବନେଶ୍ୱରରେ ଉଦଘାଟିତ ହେଲା ରଜ ମହୋତ୍ସବ ୨୦୨୪
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରସ୍ଥିତ ଓଡ଼ିଶା ପର୍ଯ୍ୟଟନ ବିକାଶ ନିଗମ (ଓଟିଡିସି) ମୁଖ୍ୟାଳୟରେ ରାଜ୍ୟର ଗଣପର୍ବ ରଜ ମହୋତ୍ସବ ୨୦୨୪ ଉଦଘାଟିତ ହୋଇଯାଇଛି। ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏବଂ ଏକାମ୍ର ବିଧାୟକ ବାବୁ ସିଂ...
ନବୀନ ନିବାସରୁ ହଟିଲା ସୁରକ୍ଷା ବ୍ୟବସ୍ଥା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ନବୀନ ନିବାସରୁ ସୁରକ୍ଷା ବ୍ୟବସ୍ଥା ହଟାଇ ଦିଆଯାଇଛି। ନବୀନ ନିବାସର ଇନର କର୍ଡନ ସୁରକ୍ଷା ବ୍ୟବସ୍ଥାକୁ ପ୍ରତ୍ୟାହାର କରାଯାଇଛି। କେବଳ ବାହାରେ ସୁରକ୍ଷା...
ବିଜେପି ସରକାରରେ ଯୁବ ଚେହେରା ସୂର୍ଯ୍ୟବଂଶୀ ସୂରଜ
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ଓଡ଼ିଶାରେ ବିଜେପି ସରକାର ଗଠନ କରିଛି। ମୋହନ ଚରଣ ମାଝୀଙ୍କ ସରକାରରେ ୮ ଜଣ କ୍ୟାବିନେଟ୍ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ନେଇଛନ୍ତି। ତା’ ଭିତରେ ଯୁବ ଚେହେରା...




















