ବିଶ୍ୱ ଦକ୍ଷତା କେନ୍ଦ୍ରରେ ‘ସ୍କୁଲ ଅଫ୍ ଇଞ୍ଜିନିୟରିଂ’ ବିଭାଗର ସମାବର୍ତ୍ତନ ଉତ୍ସବ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ବିଶ୍ୱ ଦକ୍ଷତା କେନ୍ଦ୍ରର ‘ସ୍କୁଲ ଅଫ୍ ଇଞ୍ଜିନିୟରିଂ’ ବିଭାଗର ତୃତୀୟ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ଦିନ ହୋଇଥିବା ଏହି କାର୍ଯ୍ୟକ୍ରମରେ ୨୦୨୩-୨୪ ବ୍ୟାଚରେ ତାଲିମ ପାଠ୍ୟକ୍ରମ ଶେଷ...

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରୋଡ ସୋ’: ଭୁବନେଶ୍ଵରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି, ଶୁକ୍ରବାର ଦିନ ଭୁବନେଶ୍ଵରରେ ହେବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଶାଳ ରୋଡ ସୋ’। ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ’କୁ ଦୃଷ୍ଟିରେ ରଖି ଭୁବନେଶ୍ଵରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ବିଶେଷ କରି...

କାଲି ପ୍ରଧାନମନ୍ତ୍ରୀଙ୍କ ବିଶାଳ ରୋଡ ସୋ’: ଭୁବନେଶ୍ଵର ପାଇଁ ଜାରି ହେଲା ଟ୍ରାଫିକ୍ କଟକଣା

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି ଦିନ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଶୁକ୍ରବାର ରାତି ୮ଟାରେ ନରେନ୍ଦ୍ର ମୋଦୀଙ୍କର ଭୁବନେଶ୍ଵରଠାରେ ବିଶାଳ ରୋଡ ସୋ’ କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ’...

ବିଶ୍ୱ ଦକ୍ଷତା କେନ୍ଦ୍ରରେ ‘ସ୍କୁଲ ଅଫ୍ ସର୍ଭିସେସ୍’ ବିଭାଗର ସମାବର୍ତ୍ତନ ଉତ୍ସବ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଭୁବନେଶ୍ୱର ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ପରିସରରେ ଥିବା ବିଶ୍ୱ ଦକ୍ଷତା କେନ୍ଦ୍ରର ‘ସ୍କୁଲ ଅଫ୍ ସର୍ଭିସେସ୍’ ବିଭାଗର ତୃତୀୟ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ମଙ୍ଗଳବାର ଦିନ ହୋଇଥିବା ଏହି କାର୍ଯ୍ୟକ୍ରମରେ...

ମେ’ ୧୦ରେ ଭୁବନେଶ୍ଵରରେ ହେବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଶାଳ ରୋଡ ସୋ’

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରରେ ହେବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଶାଳ ରୋଡ ସୋ’। ଆସନ୍ତା ମେ’ ୧୦ ତାରିଖ ସନ୍ଧ୍ୟା ୬ଟାରୁ ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ’ ଆରମ୍ଭ ହେବ। ମାଷ୍ଟରକ୍ୟାଣ୍ଟିନ ଛକଠାରୁ ବାଣୀବିହାର ଛକ...

ସାବଧାନ୍! ମାତିଛନ୍ତି ସାଇବର ଲୁଟେରା, ଅଜଣା ନମ୍ବରରୁ ଆସୁଛି ଧମକପୂର୍ଣ୍ଣ ଫୋନକଲ୍

ଓଡ଼ିଶାଲାଇଭ୍ ବ୍ୟୁରୋ “ତୁମ ନାଁରେ ଡ୍ରଗ୍ସ ପାର୍ସଲ ଆସିଛି, ତେଣୁ ତୁମକୁ ଆରେଷ୍ଟ କରାଯାଇଛି। ଏବେ ତୁମେ ଆମ କଷ୍ଟଡିରେ ଅଛ…” ଏମିତି କିଛି ଧମକପୂର୍ଣ୍ଣ କଲ୍ ଆସୁଛି ଅଜଣା ନମ୍ବରରୁ। ସାଧାରଣ ଲୋକଙ୍କୁ...

ଭୁବନେଶ୍ୱର ଲୋକସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ଅପରାଜିତା ଷଡ଼ଙ୍ଗୀ ଏବଂ ମନ୍ମଥ ରାଉତରାୟ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର ଲୋକସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ଏବଂ ବିଜେଡି ପ୍ରାର୍ଥୀ କ୍ୟାପଟେନ ମନ୍ମଥ ରାଉତରାୟ। ଗୁରୁବାର ଉଭୟ ନେତା ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର...

ମଝି ଆକାଶରେ କୂଆ ପଥର ମାଡ଼: ଭୁବନେଶ୍ୱର ବିମାନବନ୍ଦରରେ ‘ଭିସ୍ତାରା’ ଏୟାରଲାଇନ୍ସ ବିମାନର ଜରୁରୀ ଅବତରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ମଝି ଆକାଶରେ କୂଆ ପଥର ମାଡ଼ ଯୋଗୁଁ ‘ଭିସ୍ତାରା’ ଏୟାରଲାଇନ୍ସର ଏକ ବିମାନର ଭୁବନେଶ୍ୱର ବିମାନବନ୍ଦରେ ଜରୁରୀକାଳୀନ ଅବତରଣ ହୋଇଛି। ବୁଧବାର ଭୁବନେଶ୍ୱରରୁ ନୂଆଦିଲ୍ଲୀ ଯାଉଥିବା ସମୟରେ କାଳବୈଶାଖୀ ପ୍ରଭାବରେ ବିମାନ...

ଭୁବନେଶ୍ଵର ଲୋକସଭା ଆସନ ପାଇଁ ମୁହାଁମୁହିଁ ହେବେ ଅପରାଜିତା-ମନ୍ମଥ

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଏଥର ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ଦଖଲ ପାଇଁ ଜୋରଦାର ହେବ ରାଜନୈତିକ ଲଢ଼େଇ। ନିର୍ବାଚନ ମଇଦାନରେ ମୁହାଁମୁହିଁ ହେବେ ଅପରାଜିତା ଷଡ଼ଙ୍ଗୀ ଏବଂ ମନ୍ମଥ ରାଉତରାୟ। ଭୁବନେଶ୍ଵର ସାଂସଦ ଥିବା ଅପରାଜିତା...

ଏଥର ଲୋକସଭା ଆସନରେ ଲଢ଼େଇ ହେବ ଜୋରଦାର: କେନ୍ଦ୍ରାପଡ଼ା, ସମ୍ବଲପୁର ଓ ଭୁବନେଶ୍ଵରରେ ମୁହାଁମୁହିଁ ହେବେ ହେଭିଓ୍ଵେଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଏଥର ଓଡ଼ିଶାରେ ଲୋକସଭା ନିର୍ବାଚନ ପାଇଁ ଲଢ଼େଇ ହେବ ଜୋରଦାର, ସମ୍ବଲପୁର, କେନ୍ଦ୍ରାପଡ଼ା ଏବଂ ଭୁବନେଶ୍ଵର ଲୋକସଭା ଆସନ ଦଖଲ ଲାଗି ମୁହାଁମୁହିଁ ହେବେ ହେଭିଓ୍ଵେଟ। ଆସନ୍ତା ସାଧାରଣ ନିର୍ବାଚନ ଲାଗି ସରଗରମ...