ବିଶିଷ୍ଟ ସାହିତ୍ୟିକ ପ୍ରଫେସର ଗଗନେନ୍ଦ୍ର ନାଥ ଦାଶଙ୍କ ଦୁଇଟି ଆତ୍ମଜୀବନୀ ପୁସ୍ତକ ଉନ୍ମୋଚିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଓଡ଼ିଆ ସାହିତ୍ୟର ବିଶିଷ୍ଟ ଭାଷାବିଜ୍ଞାନୀ ଓ ସାହିତ୍ୟ ସମାଲୋଚକ ପ୍ରଫେସର ଗଗନେନ୍ଦ୍ର ନାଥ ଦାଶଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ‘ଶିକ୍ଷାଜୀବୀର କଥା’ ଓ ‘ପିଲାଦିନର କଥା’ ଶୀର୍ଷକ ତାଙ୍କର ଦୁଇଟି ଆତ୍ମଜୀବନୀ ପୁସ୍ତକ ଉନ୍ମୋଚିତ ହୋଇଯାଇଛି।...

୧୪ ମାସ ପରେ ଜେଲରୁ ବାହାରିଲେ ଅର୍ଚ୍ଚନା ନାଗ, ହାଇକୋର୍ଟରୁ ମିଳିଥିଲା ସର୍ତ୍ତମୂଳକ ଜାମିନ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବହୁ ଚର୍ଚ୍ଚିତ ବ୍ଲାକମେଲିଂ ଓ ହନିଟ୍ରାପ୍ ମାମଲାରେ ଗିରଫ ହୋଇଥିବା ଅର୍ଚ୍ଚନା ନାଗ ୧୪ ମାସ ପରେ ଜେଲରୁ ବାହାରିଛନ୍ତି। ତାଙ୍କୁ ଇଡି ମାମଲାରେ ସର୍ତ୍ତମୂଳକ ଜାମିନ ମିଳିବାପରେ ସେ...

‘ଉଡ୍ର’ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମର ଶୁଭାରମ୍ଭ, ଏବେ ବର୍ଷ ସାରା ଚାଲିବ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ‘ଥିଲେ ଦିଅ, ନଥିଲେ ନିଅ’ ଆନ୍ଦୋଳନର ପ୍ରବର୍ତ୍ତକ ବିଶିଷ୍ଟ ସାହିତ୍ୟିକ, ସମାଜସେବୀ, ଶ୍ରମିକନେତା ମାୟାଧର ନାୟକଙ୍କ ଶୀତ ଅଭିଯାନରେ ଅନୁପ୍ରାଣିତ ହୋଇ ‘ଉଡ୍ର’ ଚାରିଟେବୁଲ ଟ୍ରଷ୍ଟ ତରଫରୁ ଚଳିତ ବର୍ଷ...

ବିଶିଷ୍ଟ କଥାଶିଳ୍ପୀ ସୁଶ୍ରୀ ଚିରଶ୍ରୀ ଇନ୍ଦ୍ରସିଂ ପାଇବେ ଚଳିତ ବର୍ଷର ‘ଅଖିଳ କଥା ସମ୍ମାନ’

ଓଡ଼ିଶାଲାଇଭ୍ ବ୍ୟୁରୋ ଅଖିଳ ମୋହନ ଫାଉଣ୍ଡେସନ ପକ୍ଷରୁ ଚଳିତ ବର୍ଷର ‘ଅଖିଳ କଥା ସମ୍ମାନ’ ଓ ‘ଜ୍ଞାନଦା କବିତା ସମ୍ମାନ’ ପାଇଁ ନାମ ଘୋଷଣା କରାଯାଇଛି। ବିଶିଷ୍ଟ କଥାଶିଳ୍ପୀ ସୁଶ୍ରୀ ଚିରଶ୍ରୀ ଇନ୍ଦ୍ରସିଂ ପାଇବେ...

ନନ୍ଦନକାନନରେ ଆନାକୋଣ୍ଡାର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବୁଧବାର ଦିନ ଗୋଟିଏ ଆନାକୋଣ୍ଡାର ମୃତ୍ୟୁ ହୋଇଛି। ଗତକିଛି ଦିନ ହେଲା ଆନାକୋଣ୍ଡାଟି ଅସୁସ୍ଥ ଥିଲା। ୪୬ ନମ୍ବର ଖୁଆଡ଼ରେ ୧୦ଟି ଆନାକୋଣ୍ଡା ଥିଲେ। ଏମାନଙ୍କ ମଧ୍ୟରୁ ଗୋଟିଏ...

ଓଡ଼ିଶା ୱିମେନ୍ ଇନ୍ ମିଡିଆ ଓ କମିଶନରେଟ୍ ପୋଲିସ ପକ୍ଷରୁ ସବୁଜ ଅଭିଯାନ- ‘ସିଡ୍ ବଲ’ ପ୍ରସ୍ତୁତି ଓ...

ଓଡବ୍ଲ୍ୟୁଏମ୍‌ ଏବଂ କମିଶନରେଟ ପୋଲିସ ପକ୍ଷରୁ ରବିବାର ଦିନ ଚନ୍ଦକା ଥାନା ପରିସରରେ ‘ସିଡ୍ ବଲ୍’ ପ୍ରସ୍ତୁତି ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଉତ୍କଳ ବିଶ୍ଵବିଦ୍ୟାଳୟକୁ ‘ଏ ପ୍ଲସ’ ଗ୍ରେଡ ମାନ୍ୟତା

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍କଳ ବିଶ୍ୱବିଦ୍ୟାଳୟକୁ ମିଳିଛି ‘ଏ ପ୍ଲସ’ ଗ୍ରେଡ ମାନ୍ୟତା। ନାକ୍ ପକ୍ଷରୁ ଉତ୍କଳ ବିଶ୍ୱବିଦ୍ୟାଳୟକୁ ଏହି ମାନ୍ୟତା ପ୍ରଦାନ କରାଯାଇଛି। କିଛି ଦିନ ପୂର୍ବରୁ ନାକ୍‌ ଟିମ୍‌ ଗସ୍ତ କରି ଉତ୍କଳ...

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗର କନିଷ୍ଠ ଯନ୍ତ୍ରୀ ସୁନୀଲ କୁମାର ପାଢ଼ୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି କୋଟିପତି କନିଷ୍ଠ ଯନ୍ତ୍ରୀ ସୁନୀଲ କୁମାର ପାଢ଼ୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଗୁରୁବାର ଦିନ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ...

ଏସସିଏସଟିଆରଟିଆଇ ପକ୍ଷରୁ ଚାଲିଥିବା ରାଜ୍ୟସ୍ତରୀୟ ଜନଜାତି କବି ସମ୍ମିଳନୀ ଉଦଯାପିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମ ଅବସରରେ ଭୁବନେଶ୍ୱରସ୍ଥିତ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଏସସିଏସଟିଆରଟିଆଇ) ପକ୍ଷରୁ ଚାଲିଥିବା ରାଜ୍ୟସ୍ତରୀୟ ଜନଜାତି କବି ସମ୍ମିଳନୀ ଉଦଯାପିତ...

ଏସସିଏସଟିଆରଟିଆଇ ପକ୍ଷରୁ ରାଜ୍ୟସ୍ତରୀୟ ଜନଜାତି କବି ସମ୍ମିଳନୀ

ଓଡ଼ିଶାଲାଇଭ୍ ବ୍ୟୁରୋ କବିତା ମାଧ୍ୟମରେ ଆଦିବାସୀ ଜୀବନ, ସଂସ୍କୃତି ଓ ପରମ୍ପରାର ପ୍ରତିଛବି (ଭୁବନେଶ୍ୱର): ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମ ଅବସରରେ ଭୁବନେଶ୍ୱରସ୍ଥିତ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଏସସିଏସଟିଆରଟିଆଇ)...