ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ବୁଝାମଣାପତ୍ର ସ୍ଵାକ୍ଷରିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ସ୍ୱାକ୍ଷରିତ ହେଲା ବୁଝାମଣାପତ୍ର। ଦିଲ୍ଲୀ ମେଟ୍ରୋ ରେଲ୍ କର୍ପୋରେସନ ସହ ବୁଝାମଣାପତ୍ର (ଏମଓୟୁ) ସ୍ୱାକ୍ଷର କରିଛନ୍ତି ରାଜ୍ୟ ସରକାର। ସୋମବାର ଦିନ ଭଚୁଆଲ ମାଧ୍ୟରେ...
ଏସସିଏସଟିଆରଟିଆଇ ପକ୍ଷରୁ ଜନଜାତି ଚିତ୍ରକଳା ପ୍ରଦର୍ଶନୀ, ୨୧ ଯାଏଁ ଖୋଲା ରହିବ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ‘ଜନଜାତୀୟ ଗୌରବ ଦିବସ’ ପାଳନ ଅବସରରେ ଭୁବନେଶ୍ୱରସ୍ଥିତ ‘ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ’ (ଏସସିଏସଟିଆରଟିଆଇ) ପକ୍ଷରୁ ଜନଜାତି ଚିତ୍ରକଳା ପ୍ରଦର୍ଶନୀର ଶୁଭାରମ୍ଭ ହୋଇଛି। ନଭେମ୍ବର...
ଅସହ୍ୟ ଦୁର୍ଗନ୍ଧରେ ଅଣନିଶ୍ଵାସୀ ସ୍ମାର୍ଟ ସିଟି ଭୁବନେଶ୍ଵର
ଓଡ଼ିଶାଲାଇଭ୍ ବ୍ୟୁରୋ
ଗାଡ଼କଣ ଡମ୍ପିଂ ୟାର୍ଡ ଦୁର୍ଗନ୍ଧରେ କଲବଲ ହେଲେଣି ରାଜଧାନୀ ବାସିନ୍ଦା। କେବଳ ସ୍ଥାନୀୟ ବାସିନ୍ଦାଙ୍କୁ ନୁହେଁ ଭୁବନେଶ୍ଵର ସାରା ଏହି ଗୁର୍ଗନ୍ଧ ଅଣନିଶ୍ଵାସୀ କଲାଣି।
ଭୁବନେଶ୍ୱର ଗାଡ଼କଣ ଡମ୍ପିଂ ୟାର୍ଡ ଦୁର୍ଗନ୍ଧକୁ ନେଇ...
ଉଦଘାଟନ ହେଲା ନନ୍ଦନକାନନ ରୋପଓ୍ଵେ
ଓଡ଼ିଶାଲାଇଭ୍ ବ୍ୟୁରୋ
ଉଦଘାଟନ ହେଲା ବହୁ ପ୍ରତୀକ୍ଷିତ ନନ୍ଦନକାନନ ରୋପଓ୍ଵେ। ଶୁକ୍ରବାର ଦିନ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ପଦୀପ...
‘ଜନଜାତୀୟ ଗୌରବ ଦିବସ’ କାର୍ଯ୍ୟକ୍ରମ ଅବସରରେ ଏସସିଏସଟିଆରଟିଆଇ ପକ୍ଷରୁ ଜନଜାତି ଚିତ୍ରକଳା ଓ ପ୍ରଦର୍ଶନୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ରାଜ୍ୟସ୍ତରୀୟ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମ ଅବସରରେ ଭୁବନେଶ୍ୱରସ୍ଥିତ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଏସସିଏସଟିଆରଟିଆଇ) ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ କରାଯାଉଛି। ଏହି ଅବସରରେ...
କୃତ୍ରିମ ବୁଦ୍ଧିମତାର ସଠିକ୍ ବ୍ୟବହାର ପ୍ରତି ଗଣମାଧ୍ୟମ ଯତ୍ନବାନ ହେବା ଆବଶ୍ୟକ – ମନ୍ତ୍ରୀ ପ୍ରଦୀପ କୁମାର ଅମାତ
ଓଡ଼ିଶାଲାଇଭ୍ ବ୍ୟୁରୋ
“ଗଣତନ୍ତ୍ରକୁ ସୁଦୃଢ଼ ଓ ସକ୍ରିୟ କରିବାରେ ଗଣମାଧ୍ୟମର ଭୂମିକା ଗୁରୁତ୍ଵପୂର୍ଣ୍ଣ। ବର୍ତ୍ତମାନ ସମୟରେ କୃତ୍ରିମ ବୁଦ୍ଧିମତାର ପ୍ରୟୋଗ ସୁବକ୍ଷେତ୍ରରେ କରାଯାଉଛି। ଏହା ଯୋଗୁଁ କମ୍ ସମୟ ଏବଂ ସମ୍ବଳ ବ୍ୟବହାର କରି...
ଦୁବାଇର ତାନସିକ୍ କମ୍ପାନିରେ ନିଯୁକ୍ତି ପାଇଲେ ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ଶେଷ କରିଥିବା ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ଜାତୀୟ ତଥା ଅନ୍ତର୍ଜାତୀୟ କମ୍ପାନିରେ ନିଯୁକ୍ତି ସୁଯୋଗ ଦିଆଯାଉଛି। ମଙ୍ଗଳବାର ଦିନ ବିଶ୍ୱ...
ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଭୁବନେଶ୍ୱର ମେଟ୍ରୋ...
“ଖେଳାଳିମାନଙ୍କ ପୋଷଣକୁ ଆହୁରି ବଢ଼ାଇବ ମିଲେଟ୍ସ”
ଓଡ଼ିଶାଲାଇଭ୍ ବ୍ୟୁରୋ
ଖେଳାଳିଙ୍କୁ ମିଲେଟ୍ସର ଉପକାରିତା ବିଷୟରେ ସଚେତନ କରିବା ପାଇଁ ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀରେ ସ୍ଵତନ୍ତ୍ର ଅଧିବେଶନ।
କ୍ରୀଡ଼ା କ୍ଷେତ୍ରରେ ଖେଳାଳିମାନଙ୍କ ନ୍ୟୁଟ୍ରିସନ ବା ପୋଷଣର ଏକ ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି। ଉତ୍ତମ...
ବିଶ୍ୱ ଦକ୍ଷତା କେନ୍ଦ୍ରରେ ଆଧୁନିକ ଲାଇବ୍ରେରି ଢାଞ୍ଚାରେ ‘ଶିକ୍ଷା ସାଧନ କେନ୍ଦ୍ର’ର ଲୋକାର୍ପଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ସ୍ୱତନ୍ତ୍ର ରିଡିଙ୍ଗ ପଡ୍ ଓ ଅତ୍ୟାଧୁନିକ ଏଆର୍/ଭିଆର୍ ବ୍ୟବସ୍ଥା
ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିସରରେ ଆଧୁନିକ ଲାଇବ୍ରେରି ଢାଞ୍ଚାରେ ଲର୍ଣ୍ଣିଂ ରିସୋର୍ସ ସେଣ୍ଟର ବା ଶିକ୍ଷା ସାଧନ...





















