ବିଧାନସଭାରେ ଆଗତ ହେଲା ଅତିରିକ୍ତ ବଜେଟ୍: ସ୍ଵାସ୍ଥ୍ୟ ଏବଂ ଶିକ୍ଷାକୁ ଗୁରୁତ୍ଵ
ଓଡ଼ିଶାଲାଇଭ୍ ବ୍ୟୁରୋ
ଗୁରୁବାରଠାରୁ ଆରମ୍ଭ ହୋଇଥିବା ବିଧାନସଭା ଶୀତ ଅଧିବେଶନର ପ୍ରଥମ ଦିନରେ ଉପସ୍ଥାପିତ ହୋଇଛି ୨୦୨୨-୨୩ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ। ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ମଧ୍ୟରେ ବଜେଟ ଉପସ୍ଥାପନ କରିଛନ୍ତି ପଞ୍ଚାୟତରାଜ...
ତୁଟୁନି କୋଟିଆ ବିବାଦ, କେବେ ହେବ ସ୍ଥାୟୀ ସମାଧାନ?
ଓଡ଼ିଶାଲାଇଭ୍ ବ୍ୟୁରୋ
କୋରାପୁଟ ଜିଲ୍ଲାର କୋଟିଆ ଗ୍ରାମ ପୁଞ୍ଜ ଉପରେ ଆନ୍ଧ୍ର ସରକାର କ୍ରମାଗତ ଭାବେ ଆଧିପତ୍ୟ ଜାହିର କରିଆସୁଛନ୍ତି। କେତେ ବର୍ଷ ହେଲା କୋଟିଆ ବିବାଦ ଆରମ୍ଭ ହୋଇଛି ଏବଂ ଏହାର ସ୍ଥାୟୀ...
ଆଜିଠୁ ଆରମ୍ଭ ହେଲା ବିଧାନସଭା ଶୀତ ଅଧିବେଶନ, ଆରମ୍ଭରୁ ଦିବଙ୍ଗତ ସଦସ୍ୟଙ୍କୁ ଦିଆଗଲା ଶ୍ରଦ୍ଧାଞ୍ଜଳି
ଓଡ଼ିଶାଲାଇଭ୍ ବ୍ୟୁରୋ
ଗୁରୁବାରଠାରୁ ଆରମ୍ଭ ହୋଇଛି ବିଧାନସଭାର ଶୀତ ଅଧିବେଶନ। ଏହି ଅଧିବେଶନରେ ମୋଟ ୩୩ଟି କାର୍ଯ୍ୟ ଦିବସ ରହିଛି। ଅଧିବେସନର ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ ଆଗତ କରାଯିବ।...
ଆସନ୍ତାକାଲିଠାରୁ ବିଧାନସଭା ଶୀତ ଅଧିବେଶନ, କଡ଼ାକଡ଼ି ହେବ ସୁରକ୍ଷା ବ୍ୟବସ୍ଥା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲିଠାରୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ। ଏହି ଅଧିବେଶନ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ ୩୩ଟି କାର୍ଯ୍ୟ ଦିବସ ରହିବା ନେଇ ସ୍ଥିର ହୋଇଛି।
ତ୍ରିସ୍ତରୀୟ ସୁରକ୍ଷା...
ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା, ଖୋଲିବେ ଅର୍ଚ୍ଚନାଙ୍କ ଗୁମର!
ଓଡ଼ିଶାଲାଇଭ୍ ବ୍ୟୁରୋ
ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ବ୍ଲାକମେଲିଂ ଓ ଟଙ୍କା ମାଗିବା ଘଟଣାର ଅନ୍ୟତମ ଅଭିଯୁକ୍ତ ଶ୍ରଦ୍ଧାଞ୍ଜଳି ବେହେରା ବୁଧବାର ଦିନ ଭୁବନେଶ୍ୱର ସ୍ଥିତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ହାଜର ହୋଇଛନ୍ତି।...
ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲା: ଇଡିରେ ଦ୍ୱିତୀୟ ଦିନ ହାଜର ହେଲେ ଅକ୍ଷୟ ପରିଜା
ଓଡ଼ିଶାଲାଇଭ୍ ବ୍ୟୁରୋ
ଅଚ୍ଚର୍ନା ନାଗ ବ୍ଲାକମେଲିଂ ମାମଲାରେ ବୁଧବାର ଦିନ ପୁଣି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ରେ ହାଜର ହେଲେ ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜା। ଆଜି ଶ୍ରଦ୍ଧାଞ୍ଜଳି ବେହେରା ଏବଂ ଅକ୍ଷୟ ପରିଜାଙ୍କୁ...
ଭୁବନେଶ୍ୱରରୁ ବିଦେଶକୁ ସିଧାସଳଖ ବିମାନ ଉଡାଣ, ଟେଣ୍ଡର ଆହ୍ୱାନ କଲେ ରାଜ୍ୟ ସରକାର
ଓଡ଼ିଶା ଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରୁ ବିଦେଶକୁ ସିଧାସଳଖ ବିମାନ ଚଳାଚଳ ପାଇଁ ରାଜ୍ୟ ସରକାର ଟେଣ୍ଡର ଆହ୍ୱାନ କରିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରୁ ସିଙ୍ଗାପୁର, ବ୍ୟାଙ୍କକ୍, ଦୁବାଇକୁ ବିମାନ ସେବା ପାଇଁ ଟେଣ୍ଡର ଆହ୍ୱାନ କରାଯାଇଛି।...
ପାର୍କିଂ ସ୍ଥଳକୁ ଅନ୍ୟ କାର୍ଯ୍ୟରେ ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ ନେବ ବିଏମସି
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରେ ପାର୍କିଂ ଓ ଟ୍ରାଫିକ ସମସ୍ୟାର ସମାଧାନ ପାଇଁ ବିଏମସି ବଡ଼ ନିଷ୍ପତ୍ତି ନେଇଛି। ପାର୍କିଂ ସ୍ଥଳକୁ କେହି ଅନ୍ୟ କାର୍ଯ୍ୟରେ ବ୍ୟବହାର କରିପାରିବେ ନାହିଁ। କୋଠା ହେଉ କି ଆପାର୍ଟମେଣ୍ଟ,...
ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲା: ଇଡିରେ ହାଜର ହେଲେ ଅକ୍ଷୟ ପରିଜା
ଓଡ଼ିଶାଲାଇଭ୍ ବ୍ୟୁରୋ
ଇଡି କାର୍ଯ୍ୟାଳୟରେ ମଙ୍ଗଳବାର ଦିନ ହାଜର ହୋଇଛନ୍ତି ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜା। ଅର୍ଚ୍ଚନା ନାଗ ବ୍ଲାକମେଲିଂ କରି ଟଙ୍କା ମାଗିବା ଘଟଣାରେ ସେ ଇଡି କାର୍ଯ୍ୟାଳୟରେ ହାଜର ହୋଇଛନ୍ତି।...
ଓଡ଼ିଶା ପାଇଁ ନୂଆ ସମ୍ଭାବନା ନେଇ ଆସୁଛି ଷ୍ଟାର୍ଟଅପ୍ – ଦେବାଶିଷ ପଟ୍ଟନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
[youtube https://www.youtube.com/watch?v=d3SuysOasb0]
ଟାଇ ଭୁବନେଶ୍ଵର ଚାପ୍ଟର ପକ୍ଷରୁ ଆୟୋଜିତ ‘ହଲ୍ ଅଫ୍ ଫେମ୍ ୨.o’ ଅବସରରେ ଓଡ଼ିଶାରେ ଷ୍ଟାର୍ଟଅପର ନୂଆ ସମ୍ଭାବନା, ସଫଳତା ଏବଂ ନିବେଶ ଆଦି ବିଷୟରେ ଓଡ଼ିଶାଲାଇଭର ମୁଖ୍ୟ ସମ୍ପାଦକ...



















