କଣ୍ଟାମାଳରୁ କଲରାପତରିଆ ବାଘ ଛାଲ ସହ ୨ ଜଣଙ୍କୁ ଗିରଫ କଲା ବଲାଙ୍ଗିର ବନ ବିଭାଗ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବନାଞ୍ଚଳର ଫଟାମୁଣ୍ଡା ଗ୍ରାମରେ ବେଆଇନ ଭାବେ କଲତରିଆ ବାଘ ଛାଲ ବିକ୍ରି ପାଇଁ ଡିଲ୍ ହେଉଥିଲାବେଳେ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ବଲାଙ୍ଗିର...

ବୌଦ୍ଧରେ ପୁଣି ମାଓବାଦୀ ପୋଷ୍ଟର

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧରେ ପୁଣି ଲାଗିଲା ମାଓବାଦୀ ପୋଷ୍ଟର। ଗଞ୍ଜେଇ ଚାଷକୁ ପ୍ରତ୍ସାହନ ଦେଉଥିବା ପୋଲିସକୁ ଟାର୍ଗେଟ କରି ଏହି ପୋଷ୍ଟର ଲଗାଯାଇଛି। ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ...

ବୌଦ୍ଧ-କନ୍ଧମାଳ ସୀମାନ୍ତରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୩ ଯବାନ ଗୁରୁତର

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ଜିଲ୍ଲାରେ ପୁଣି ମାଓବାଦୀ ନିଜର ଉପସ୍ଥିତି ଜାହିର କରିଛନ୍ତି। ବୌଦ୍ଧ-କନ୍ଧମାଳ ସୀମାନ୍ତ ମନମୁଣ୍ଡା ଥାନା ଶଗଡ଼ା ଫାଣ୍ଡି ଅନ୍ତର୍ଗତ ବାତେପଙ୍ଗା ଜଙ୍ଗଲରେ ସର୍ଚ୍ଚ ଅପରେସନ ଚାଲିଥିଲା...

ଆରମ୍ଭ ହୋଇଛି ବୌଦ୍ଧ ମହୋତ୍ସବ, ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକୁଛି ସହର

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ଆରମ୍ଭ ହୋଇଛି ବୌଦ୍ଧ ମହୋତ୍ସବ। ଜିଲ୍ଲା ଗଠନର ୩୦ ବର୍ଷ ପୂର୍ତ୍ତି ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ବୌଦ୍ଧ ମହୋତ୍ସବର ଆୟୋଜନ କରାଯାଇଛି। ଏହା ସହିତ ପଲ୍ଲିଶ୍ରୀ...

୩୦ ବର୍ଷରେ ପାଦ ଥାପିଛି ବୌଦ୍ଧ ଜିଲ୍ଲା

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ୩୦ ବର୍ଷରେ ପାଦ ଥାପିଛି ବୌଦ୍ଧ ଜିଲ୍ଲା। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରୟାସରେ ୧୯୯୪ ମସିହା ଜାନୁଆରି ୨ ତାରିଖରେ ଅଭିବକ୍ତ କନ୍ଧମାଳ ଜିଲ୍ଲାରୁ ଅଲଗା...

ବୌଦ୍ଧ: ରୋଶନି ଟ୍ରେଡର୍ସରେ ଜିଏସଟି ଚଢ଼ଉ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ଜିଏସଟି ଠିକିବା ଅଭିଯୋଗରେ ବୌଦ୍ଧ ସହର ପୋଡ଼ାପଡ଼ା ସ୍ଥିତ ରୋଶନି ଟ୍ରେଡର୍ସରେ ସମ୍ବଲପୁର ଜିଏସଟି ବିଭାଗ ପକ୍ଷରୁ ଶୁକ୍ରବାର ଦିନ ଚଢ଼ଉ କରାଯାଇଛି। ରୋଶନି ଟ୍ରେଡର୍ସର ମାଲିକ...

ଡିସେମ୍ବର ୨୨ରେ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ସ୍ଥାପନ ହେବ ଶୁଭସ୍ତମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ୨୦୨୪ ମସିହା ଜାନୁଆରି ୧୫ ତାରିଖରୁ ଆରମ୍ଭ ହେବ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଏଥିଲାଗି ଡିସେମ୍ବର ୨୨ ତାରିଖରେ ସ୍ଥାପନ ହେବ ଶୁଭମ୍ତମ୍ଭ। ବରଗଡ଼ର ହାଟପଦାସ୍ଥିତ ଧନୁଯାତ୍ରା ସଞ୍ଚାର ମଣ୍ଡଳୀ...

ଟ୍ରାନ୍ସଫର୍ମର ଚୋର ଗ୍ୟାଙ୍ଗର ୪ ଅଭିଯୁକ୍ତଙ୍କୁ ଗିରଫ କଲା ବୌଦ୍ଧ ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ଟ୍ରାନ୍ସଫର୍ମର ଚୋରି କରୁଥିବା ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି ବୌଦ୍ଧ ଜିଲ୍ଲା ପୁରୁଣାକଟକ ପୋଲିସ। ଏହି ଗ୍ୟାଙ୍ଗରେ ସାମିଲ ଥିବା ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ...

ବୌଦ୍ଧରେ ମାଓ କ୍ୟାମ୍ପ ଧ୍ୱଂସ, ଦ୍ଵିତୀୟ ଦିନରେ ଜାରି ରହିଛି ସର୍ଚ୍ଚ ଅପରେସନ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ନଳୀକୁପା ଜଙ୍ଗଲରେ ଶନିବାର ଦ୍ଵିତୀୟ ଦିନରେ ଜାରି ରହିଛି ମାଓ ଦମନ ଅଭିଯାନ। ଏସଓଜି ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ...

ମାଓବାଦୀ ଦମନ ଅଭିଯାନ: ବୌଦ୍ଧ ଓ କନ୍ଧମାଳରେ ଜୋରଦାର ଚାଲିଛି ସର୍ଚ୍ଚ ଅପରେସନ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ଶଗଡ଼ା ଅଞ୍ଚଳର ନଳୀକୁପା ଗାଁ ନିକଟ ସୁବର୍ଣ୍ଣଗିରି ଓ ପେନାଜୋର ଜଙ୍ଗଲରେ ଗୁରୁବାର ଦିନ ଏସଓଜି ଯବାନ ଏବଂ ମାଓବାଦୀଙ୍କ...