କଟକ ଦଶହରାରେ କେମିତି ଆରମ୍ଭ ହେଲା ଚାନ୍ଦିମେଢ଼?

ଓଡ଼ିଶାଲାଇଭ୍ ବ୍ୟୁରୋ ଐତିହ୍ୟ ସହର କଟକରେ ବହୁ କାଳରୁ ଚାଲିଆସୁଛି ଦେବୀ ପୂଜାର ପରମ୍ପରା। କଟକ ଦଶହରା ଏବଂ ଚାନ୍ଦିମେଢ଼ ପଛରେ ରହିଛି ଏକ ସୁନ୍ଦର ଇତିହାସ। ତ୍ରୟୋଦଶ ଶତାବ୍ଦୀରେ କଟକରେ ବାରବାଟୀ ଦୁର୍ଗ ନିର୍ମାଣ ସହ ଏଠାକାର ରକ୍ଷାକର୍ତ୍ତ୍ରୀ ଭାବେ ମା’ ଗଡ଼ଚଣ୍ଡୀଙ୍କୁ ସ୍ଥାପନ କରାଯାଇ ପୂଜା କରାଯାଉଛି। ଶାରଦୀୟ...

କଟକ-ଭୁବନେଶ୍ଵର କ୍ୟାପିଟାଲ ରିଜିଅନ ରିଂ ରୋଡକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ-ଭୁବନେଶ୍ଵର କ୍ୟାପିଟାଲ ରିଜିଅନ ରିଂ ରୋଡକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ ମିଳିଛି। ୮ ହଜାର ୩୦୭ କୋଟି ଟଙ୍କା ବ୍ୟୟରେ କଟକ-ଭୁବନେଶ୍ଵର ପାଇଁ ନିର୍ମାଣ ହେବ ୬ ଲେନ ବିଶିଷ୍ଟ ରିଂ...

ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ହରିହର ନନ୍ଦଙ୍କ ତୈଳଚିତ୍ର ଉନ୍ମୋଚିତ

ଓଡ଼ିଶାଲାଇଭ୍ ବ୍ୟୁରୋ (କୃଷ୍ଣ କୁମାର ମହାନ୍ତି): ‘ଉତ୍କଳ ସାହିତ୍ୟ ସମାଜ’ ପକ୍ଷରୁ ବିଶିଷ୍ଟ ସାରସ୍ୱତ ସାଧକ ତଥା ରାଷ୍ଟ୍ରବାଦୀ ସଂଗଠକ ହରିହର ନନ୍ଦଙ୍କ ତୈଳଚିତ୍ର କଟକସ୍ଥିତ ଶତାବ୍ଦୀ ଭବନଠାରେ ଉନ୍ମୋଚିତ ହୋଇଯାଇଛି। ଉତ୍କଳ ସାହିତ୍ୟ ସମାଜର...

କଟକ ଦହିବରା ଭାରି ସୁଆଦିଆ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=aaC9hy6hynw ଓଡ଼ିଶାର ସାଂସ୍କୃତିକ ରାଜଧାନୀ କଟକ। ପରମ୍ପରା, ଐତିହ୍ୟଠୁ ଆରମ୍ଭ କରି ଖାନା ଖଜାନା ପର୍ଯ୍ୟନ୍ତ ଏଠି ସବୁଥିରେ ଦେଖିବାକୁ ମିଳେ କିଛି ନା କିଛି ସ୍ୱତନ୍ତ୍ରତା। ସେଥିମଧ୍ୟରୁ ଚଟପଟି ଖାଦ୍ୟ ମଧ୍ୟରେ...

କଟକର ଐତିହାସିକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଓଡ଼ିଶାଲାଇଭ୍ ବ୍ୟୁରୋ କଟକର ଐତିହାସିକ ବାଲିଯାତ୍ରାକୁ ମିଳିଳା ଜାତୀୟ ମାନ୍ୟତା। ଏ ନେଇ ସଂସ୍କୃତି ମନ୍ତ୍ରାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଦୀର୍ଘ ଦିନ ଧରି ବାଲିଯାତ୍ରାକୁ ଜାତୀୟ ମାନ୍ୟତା ପ୍ରଦାନ ପାଇଁ ଯେଉଁ...

କଟକ: ସଂସ୍କୃତି ମନ୍ତ୍ରାଳୟ ତରଫରୁ ନେତାଜୀଙ୍କ ଜୟନ୍ତୀ ଅବସରରେ ସ୍ୱତନ୍ତ୍ର ପୁସ୍ତକ ପ୍ରଦର୍ଶନୀ

ଓଡ଼ିଶାଲାଇଭ୍ ବ୍ୟୁରୋ (କୃଷ୍ଣ କୁମାର ମହାନ୍ତି): ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୮ତମ ଜୟନ୍ତୀ ଅବସରରେ କଟକ ବାରବାଟୀ ଦୁର୍ଗଠାରେ ନେତାଜୀଙ୍କ ଉପରେ ସ୍ୱତନ୍ତ୍ର ପୁସ୍ତକ ପ୍ରଦର୍ଶନୀ ଆୟୋଜିତ ହୋଇଯାଇଛି। ପରାକ୍ରମ ଦିବସ ଉପଲକ୍ଷେ ସଂସ୍କୃତି...

ରାୟଗଡ଼ା ଟ୍ରିପଲ ମର୍ଡର ମାମଲା: ୯ ହତ୍ୟାକାରୀଙ୍କ ଫାଶୀଦଣ୍ଡକୁ କୋହଳ କରି ଆଜୀବନ କାରାଦଣ୍ଡ ଦେଲେ ଓଡ଼ିଶା ହାଇକୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ହାଇକୋର୍ଟଙ୍କ ବଡ଼ ରାୟ। ଗତ ୨୦୧୬ ମସିହା ସେପ୍ଟେମ୍ବର ମାସରେ ରାୟଗଡ଼ା ଜିଲ୍ଲା ପୁଟାସିଂ ଥାନା କିତୁଂ ଗାଁରେ ଘଟିଥିବା ଟ୍ରିପଲ ମର୍ଡର ମାମଲାର ବିଚାର କରି ୯ ଜଣ...

ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ଯୁବ ସାରସ୍ଵତ ସମାବେଶ ଅନୁଷ୍ଠିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଯୁବ ସାରସ୍ଵତ ସମାବେଶରେ ଡକ୍ଟର ଆଲୋକ ବରାଳଙ୍କୁ ଯୁବ ଗବେଷକ ସମ୍ମାନ ଓ ରବୀନ୍ଦ୍ର କୁମାର ମହାପାତ୍ରଙ୍କୁ ଯୁବ କଣ୍ଠଶିଳ୍ପୀ ପୁରସ୍କାର (କୃଷ୍ଣ କୁମାର ମହାନ୍ତି): ଓଡ଼ିଶାର ପ୍ରାଚୀନ ସାରସ୍ଵତ ଅନୁଷ୍ଠାନ ଉତ୍କଳ...

ଆଜି ବଡ଼ଓଷା: ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ ଜିଲ୍ଲା ଆଠଗଡ଼ ଧବଳେଶ୍ୱର ପୀଠରେ ବୁଧବାର ଦିନ ପାଳନ ହେଉଛି ବଡ଼ଓଷା ପର୍ବ। ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର। ଏହି ଅବସରରେ ମହାଦେବଙ୍କ ନିକଟରେ ଲାଗି ହୁଏ ସ୍ୱତନ୍ତ୍ର...

କଟକ ଲଜ୍ଜା: ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ୭ ଜଣଙ୍କୁ ଗିରଫ କଲା ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ ସାରା ରାଜ୍ୟକୁ ଲଜ୍ଜିତ କରିଛି କଟକ କଲେଜ ଛାତ୍ରୀ ଗଣଦୁଷ୍କର୍ମ ଘଟଣା। ଜଣେ କଲେଜ ଛାତ୍ରୀଙ୍କ ଆପତ୍ତିଜନକ ଫଟୋ ଓ ଭିଡିଓ ତାଙ୍କ ପୁରୁଷ ବନ୍ଧୁ ଓ ତାଙ୍କ ସାଙ୍ଗମାନେ ଉତ୍ତୋଳନ...