ସରିଲା କଟକର ଐତିହାସିକ ବାଲିଯାତ୍ରା: ବ୍ୟବସାୟ ୧୦୦ କୋଟି ଟପିଲା

ଓଡ଼ିଶାଲାଇଭ୍ ବ୍ୟୁରୋ ସରିଲା କଟକର ଐତିହାସିକ ବାଲିଯାତ୍ରା। ଗତ ନଭେମ୍ବର ୨୭ ତାରିଖରୁ ୯ ଦିନ ଧରି ଚାଲିଥିବା ଏହି ବାଲିଯାତ୍ରାରେ ରେକର୍ଡ ବ୍ୟବସାୟ ହୋଇଛି। ଏଥର ବାଲିଯାତ୍ରାରେ ୧୦୦ କୋଟି ଟଙ୍କରୁ ଊର୍ଦ୍ଧ୍ଵ...

ବିଧାୟକ ବିଜୟ ଶଙ୍କର ଦାସଙ୍କ ବିବାହ ଆବେଦନ ଖାରଜ

ଓଡ଼ିଶାଲାଇଭ୍ ବ୍ୟୁରୋ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କୁ ମିଳିଲା ବଡ଼ ଝଟକା। ବିଜୟ ଶଙ୍କରଙ୍କ ବିବାହ ଆବେଦନକୁ ଖାରଜ କରିଛନ୍ତି କଟକ ବିବାହ ପଞ୍ଜୀକରଣ ଅଧିକାରୀ। ବିବାହ ପାଇଁ କରାଯାଇଥିବା ଆବେଦନପତ୍ରରେ ତ୍ରୁଟି...

ଆଜି ସରିବ କଟକର ଐତିହାସିକ ବାଲିଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି, ମଙ୍ଗଳବାର ଦିନ ସରିବ କଟକର ଐତିହାସିକ ବାଲିଯାତ୍ରା। ଶେଷଦିନରେ ବାଲିଯାତ୍ରା ପଡ଼ିଆରେ ଅସମ୍ଭବ ଭିଡ଼ ବଢ଼ିବାର ସମ୍ଭାବନା ରହିଛି। ତେଣୁ ଭିଡ଼ ନିୟନ୍ତ୍ରଣ ପାଇଁ ପୋଲିସ ଏବଂ ଜିଲ୍ଲା ପ୍ରଶାସନ...

ଆଉ ଗୋଟିଏ ଦିନ ଚାଲିବ କଟକର ଐତିହାସିକ ବାଲିଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ନୁହେଁ, ଆସନ୍ତାକାଲି ଶେଷ ହେବ କଟକର ଐତିହାସିକ ବାଲିଯାତ୍ରା। ଲୋକଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଆହୁରି ଗୋଟିଏ ଦିନ ବାଲିଯାତ୍ରାର ଅବଧିକୁ ବଢ଼ାଇଛନ୍ତି ରାଜ୍ୟ ସରକାର। ଗତ ନଭେମ୍ବର ୨୭ ତାରିଖରୁ...

କଟକ ସବରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ ହାଜର ହେଲେନି ସୋମାଲିକା ଦାଶ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡି ବିଧାୟକ ବିଜୟ ଶଙ୍କର ଦାସ ବିବାହ ବିବାଦ ମାମଲାରେ ଆସିଛି ନୂଆ ମୋଡ଼। ଗୁରୁବାର ଦିନ କଟକ ସବରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ ହାଜର ହୋଇଥାନ୍ତେ ସୋମାଲିକା ଦାଶ, କିନ୍ତୁ ସେ ଆସିଲେନି।...

ଆଜିଠୁ ଆରମ୍ଭ କଟକର ଐତିହାସିକ ବାଲିଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ସୋମବାରଠାରୁ ଆରମ୍ଭ ହେଉଛି ଐତିହାସିକ କଟକ ବାଲିଯାତ୍ରା। ନୌବାଣିଜ୍ୟ ପରମ୍ପରାର ସ୍ମୃତି ଓ ସ୍ମାରକୀ ବହନ କରୁଥିବା ଐତିହାସିକ ବାଲିଯାତ୍ରା ଆଜି ସନ୍ଧ୍ୟାରେ ଉଦଘାଟିତ ହେବ। ଐତିହାସିକ ବାଲିଯାତ୍ରାକୁ ଜାକଜମକରେ ପାଳନ କରିବା...

ବିବାହ ପଞ୍ଜିକରଣ କାର୍ଯ୍ୟାଳୟରେ ହାଜର ହେଲେ ସୋମାଲିକା, ଆସିଲେନି ବିଜୟ ଶଙ୍କର

ଓଡ଼ିଶାଲାଇଭ୍ ବ୍ୟୁରୋ କଟକସ୍ଥିତ ବିବାହ ପଞ୍ଜିକରଣ କାର୍ଯ୍ୟାଳୟରେ ହାଜର ହେଲେ ସୋମାଲିକା ଦାଶ। କିନ୍ତୁ ହାଜର ହୋଇନାହାନ୍ତି ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଏବଂ ତାଙ୍କ ବାନ୍ଧବୀ। ବିବାହ ବିବାଦକୁ ନେଇ ତିନିଜଣଙ୍କୁ...

ଅଫେରା ରାଇଜେ ସ୍ଵରୂପ ନାୟକ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ

ଓଡ଼ିଶାଲାଇଭ୍ ବ୍ୟୁରୋ ଅଫେରା ରାଇଜରେ ଏବେ ଓଡ଼ିଶାର ବିଶିଷ୍ଟ ସଙ୍ଗୀତ ନିର୍ଦେଶକ ସ୍ଵରୂପ ନାୟକ। ଶନିବାର ଦିନ କଟକସ୍ଥିତ ସତୀଚଉରା ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ସ୍ଵରୂପ ନାୟକଙ୍କ...

କଟକ ଐତିହାସିକ ବାଲିଯାତ୍ରା ପାଇଁ ଅକ୍ଟୋବର ୩୦ରୁ ଆରମ୍ଭ ହେବ ପ୍ଲଟ ବୁକିଂ ପ୍ରକ୍ରିୟା

ଓଡ଼ିଶାଲାଇଭ୍ ବ୍ୟୁରୋ କଟକର ଐତିହାସିକ ବାଲିଯାତ୍ରା ଆସନ୍ତା ନଭେମ୍ବର ୨୭ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହା ଆସନ୍ତା ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଅକ୍ଟୋବର ୩୦ରୁ ଆରମ୍ଭ ହେବ ପ୍ଲଟ...

ବଦଳିଲେ କଟକ ଜିଲ୍ଲାପାଳ: ଭବାନୀ ଶଙ୍କର ଚୟନୀଙ୍କ ସ୍ଥାନ ନେଲେ ନରହରି ସେଠୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବଦଳିଲେ କଟକ ଜିଲ୍ଲାପାଳ। କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କୁ ମିଳିଛି ନୂଆ ଦାୟିତ୍ଵ। ଉଚ୍ଚଶିକ୍ଷା ବିଭାଗ ନିର୍ଦେଶକ ଭାବେ ତାଙ୍କୁ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ଏବେ କଟକର ନୂଆ...