ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ: ସକାଳ ୯ଟା ସୁଦ୍ଧା ୯.୭୫ ପ୍ରତିଶତ ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ବୁଧବାର ମତଦାନ ଚାଲିଛି। ସକାଳ ୯ଟା ସୁଦ୍ଧା ୯.୭୫ ପ୍ରତିଶତ ମତଦାନ ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସୂଚନା...

ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ୨୫୩ଟି ବୁଥରେ ଚାଲିଛି ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ବୁଧବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଶାନ୍ତିଶୃଙ୍ଖଳାର ସହ ମତଦାନ ଲାଗି ବୁଥଗୁଡ଼ିକରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ମୋଟ ୨୫୩ଟି...

ଆଜି ଝାରସୁଗୁଡ଼ା ଉପନିର୍ବାଚନ ଲାଗି ପଡ଼ିବ ଭୋଟ, ସକାଳ ୭ଟାରୁ ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ଲାଗି ହେବ ମତଦାନ। ମୋଟ ୯ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨ ଲକ୍ଷ ୨୧ ହଜାର ୭୧୯ ଭୋଟର। ବୁଧବାର ସକାଳ ୭ଟାରେ ହେବ...

ଆସନ୍ତାକାଲି ସକାଳ ୭ଟାରୁ ଝାରସୁଗୁଡ଼ା ଉପନିର୍ବାଚନ ଲାଗି ହେବ ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାତି ପାହିଲେ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ଲାଗି ହେବ ମତଦାନ। ମୋଟ ୯ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨ ଲକ୍ଷ ୨୧ ହଜାର ୭୧୯ ଭୋଟର। ବୁଧବାର ସକାଳ ୭ଟାରେ...

ସରିଲା ପ୍ରଚାର, ଦିନକ ପରେ ଝାରସୁଗୁଡ଼ା ଉପନିର୍ବାଚନ ଲାଗି ପଡ଼ିବ ଭୋଟ

ଓଡ଼ିଶାଲାଇଭ୍ ବ୍ୟୁରୋ ସରିଲା ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ଲାଗି ପ୍ରଚାର କାର୍ଯ୍ୟ। ଆଉ ଦିନକ ପରେ ଉପନିର୍ବାଚନ ଲାଗି ହେବ ମତଦାନ। ଉପନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି ଝାରସୁଗୁଡ଼ା। ଆସନ୍ତା ୧୦ ତାରିଖରେ ମତଦାନ କରିବେ...

ଝାରସୁଗୁଡ଼ା ଉପନିର୍ବାଚନ ଲାଗି ଆଜି ସରୁଛି ପ୍ରଚାର, ଭୋଟରଙ୍କୁ ମନେଇବାକୁ ପ୍ରାର୍ଥୀ କରୁଛନ୍ତି ଶେଷ ପ୍ରୟାସ

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ଲାଗି ସୋମବାର ହେଉଛି ପ୍ରଚାରର ଶେଷ ଦିନ। ଶେଷ ଦିନରେ ଭୋଟରଙ୍କୁ ମନେଇବାକୁ ପ୍ରାର୍ଥୀ କରୁଛନ୍ତି ଶେଷ ପ୍ରୟାସ। ଆଜି ବିଭିନ୍ନ ଦଳର ପ୍ରାର୍ଥୀଙ୍କ ପ୍ରଚାରରେ କମ୍ପୁଛି...

ଝାରସୁଗୁଡ଼ା ଉପନିର୍ବାଚନ: ଦୀପାଳିଙ୍କ ପାଇଁ ପ୍ରଚାର କଲେ ନବୀନ

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ା ଉପନିର୍ବାଚନ ପାଖେଇ ଆସୁଥିବାବେଳେ ଏବେ ଜୋର ଧରିଛି ପ୍ରଚାର। ଏହି ପରିପ୍ରେକ୍ଷୀରେ ରବିବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରସୁଗୁଡ଼ା ଗସ୍ତ କରି ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ...

କମ୍ପୁଛି ଝାରସୁଗୁଡ଼ା: ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଭୋଜପୁରୀ ଅଭିନେତା ମନୋଜ ତିଓ୍ଵାରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ନିର୍ବାଚନ ପ୍ରଚାରରେ କମ୍ପୁଛି ଝାରସୁଗୁଡ଼ା। ପ୍ରଚାରରେ ଲାଗିପଡ଼ିଛନ୍ତି ଷ୍ଟାର କାମ୍ପେନର। ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ପାଇଁ ପ୍ରଚାର କରିବାକୁ ମଇଦାନକୁ ଓହ୍ଲାଇଛନ୍ତି ବିଜେପି ସାଂସଦ ତଥା ଭୋଜପୁରୀ ଅଭିନେତା ମନୋଜ...

ଝାରସୁଗୁଡ଼ା ଉପନିର୍ବାଚନ: ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ କମ୍ପୁଛି ପ୍ରଚାର ମଇଦାନ। ଭୋଟରଙ୍କୁ ମନେଇବାକୁ ଲାଗିପଡ଼ିଛନ୍ତି ପ୍ରାର୍ଥୀମାନେ। ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ପ୍ରଚାର କରିବାକୁ ମଇଦାନକୁ ଓହ୍ଲାଇବେ ଦଳର ସଭାପତି ନବୀନ...

ଉପନିର୍ବାଚନ ପୂର୍ବରୁ ବିଜେପିକୁ ଝଟ୍‌କା: ବିଜେଡିରେ ସାମିଲ ହେଲେ ଝାରସୁଗୁଡ଼ା ଜିଲ୍ଲା ବିଜେପି ସଭାପତି ମଙ୍ଗଳ ସାହୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ଝଟ୍‌କା। ଉପନିର୍ବାଚନ ପାଇଁ ବିଜେପି ସମର୍ଥନ ଯୋଗାଡ଼ କରୁଥିବାବେଳେ ବୁଧବାର ଦିନ ଦଳ ଛାଡ଼ି ବିଜେଡିରେ ସାମିଲ ହୋଇଛନ୍ତି ଝାରସୁଗୁଡ଼ା ଜିଲ୍ଲା ବିଜେପି...