ସରିଲା ପ୍ରଚାର, ଦିନକ ପରେ ଝାରସୁଗୁଡ଼ା ଉପନିର୍ବାଚନ ଲାଗି ପଡ଼ିବ ଭୋଟ

ଓଡ଼ିଶାଲାଇଭ୍ ବ୍ୟୁରୋ ସରିଲା ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ଲାଗି ପ୍ରଚାର କାର୍ଯ୍ୟ। ଆଉ ଦିନକ ପରେ ଉପନିର୍ବାଚନ ଲାଗି ହେବ ମତଦାନ। ଉପନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି ଝାରସୁଗୁଡ଼ା। ଆସନ୍ତା ୧୦ ତାରିଖରେ ମତଦାନ କରିବେ...

ଝାରସୁଗୁଡ଼ା ଉପନିର୍ବାଚନ ଲାଗି ଆଜି ସରୁଛି ପ୍ରଚାର, ଭୋଟରଙ୍କୁ ମନେଇବାକୁ ପ୍ରାର୍ଥୀ କରୁଛନ୍ତି ଶେଷ ପ୍ରୟାସ

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ଲାଗି ସୋମବାର ହେଉଛି ପ୍ରଚାରର ଶେଷ ଦିନ। ଶେଷ ଦିନରେ ଭୋଟରଙ୍କୁ ମନେଇବାକୁ ପ୍ରାର୍ଥୀ କରୁଛନ୍ତି ଶେଷ ପ୍ରୟାସ। ଆଜି ବିଭିନ୍ନ ଦଳର ପ୍ରାର୍ଥୀଙ୍କ ପ୍ରଚାରରେ କମ୍ପୁଛି...

ଝାରସୁଗୁଡ଼ା ଉପନିର୍ବାଚନ: ଦୀପାଳିଙ୍କ ପାଇଁ ପ୍ରଚାର କଲେ ନବୀନ

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ା ଉପନିର୍ବାଚନ ପାଖେଇ ଆସୁଥିବାବେଳେ ଏବେ ଜୋର ଧରିଛି ପ୍ରଚାର। ଏହି ପରିପ୍ରେକ୍ଷୀରେ ରବିବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରସୁଗୁଡ଼ା ଗସ୍ତ କରି ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ...

କମ୍ପୁଛି ଝାରସୁଗୁଡ଼ା: ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଭୋଜପୁରୀ ଅଭିନେତା ମନୋଜ ତିଓ୍ଵାରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ନିର୍ବାଚନ ପ୍ରଚାରରେ କମ୍ପୁଛି ଝାରସୁଗୁଡ଼ା। ପ୍ରଚାରରେ ଲାଗିପଡ଼ିଛନ୍ତି ଷ୍ଟାର କାମ୍ପେନର। ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ପାଇଁ ପ୍ରଚାର କରିବାକୁ ମଇଦାନକୁ ଓହ୍ଲାଇଛନ୍ତି ବିଜେପି ସାଂସଦ ତଥା ଭୋଜପୁରୀ ଅଭିନେତା ମନୋଜ...

ଝାରସୁଗୁଡ଼ା ଉପନିର୍ବାଚନ: ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ କମ୍ପୁଛି ପ୍ରଚାର ମଇଦାନ। ଭୋଟରଙ୍କୁ ମନେଇବାକୁ ଲାଗିପଡ଼ିଛନ୍ତି ପ୍ରାର୍ଥୀମାନେ। ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ପ୍ରଚାର କରିବାକୁ ମଇଦାନକୁ ଓହ୍ଲାଇବେ ଦଳର ସଭାପତି ନବୀନ...

ଉପନିର୍ବାଚନ ପୂର୍ବରୁ ବିଜେପିକୁ ଝଟ୍‌କା: ବିଜେଡିରେ ସାମିଲ ହେଲେ ଝାରସୁଗୁଡ଼ା ଜିଲ୍ଲା ବିଜେପି ସଭାପତି ମଙ୍ଗଳ ସାହୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ଝଟ୍‌କା। ଉପନିର୍ବାଚନ ପାଇଁ ବିଜେପି ସମର୍ଥନ ଯୋଗାଡ଼ କରୁଥିବାବେଳେ ବୁଧବାର ଦିନ ଦଳ ଛାଡ଼ି ବିଜେଡିରେ ସାମିଲ ହୋଇଛନ୍ତି ଝାରସୁଗୁଡ଼ା ଜିଲ୍ଲା ବିଜେପି...

ଉପନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା, ଇସ୍ତଫା ଦେଲେ ଝାରସୁଗୁଡ଼ା ଜିଲ୍ଲା କଂଗ୍ରେସ ସଭାପତି ଅଶୋକ ମିଶ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଛି ବଡ଼ ଝଟକା। ଝାରସୁଗୁଡ଼ା ଜିଲ୍ଲା କଂଗ୍ରେସ ସଭାପତି ଅଶୋକ ମିଶ୍ର ସୋମବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର...

ଝାରସୁଗୁଡ଼ା ଉପନିର୍ବାଚନ: ମଇଦାନରେ ପ୍ରତିଦ୍ଵନ୍ଦ୍ଵିତା କରିବେ ୯ ପ୍ରାର୍ଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ସୋମବାର ଦିନ ପ୍ରାର୍ଥିପତ୍ର ପ୍ରତ୍ୟାହାର ପ୍ରକ୍ରିୟା ଶେଷ ହୋଇଛି। ଏବେ ଉପନିର୍ବାଚନରେ ପ୍ରତିଦ୍ଵନ୍ଦ୍ଵିତା କରିବା ପାଇଁ ୯ ଜଣ ପ୍ରାର୍ଥୀଙ୍କ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇଛି।...

ଝାରସୁଗୁଡ଼ା ଉପନିର୍ବାଚନ ଲାଗି ଆଜି ଆସିବ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ଲାଗି ସୋମବାର ଦିନ ଆସିବ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା। ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ସନ୍ଧ୍ୟା ସୁଦ୍ଧା ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବା...

ଝାରସୁଗୁଡ଼ା ଉପନିର୍ବାଚନ ଲାଗି ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ ବିଧାନସଭା ଉପନିର୍ବାଚନ ଲାଗି ଗୁରୁବାର ଦିନ ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କଲା ବିଜେପି। ଦଳପକ୍ଷରୁ ଆଜି ଏହି ତାଲିକା ପ୍ରକାଶ କରାଯାଇଛି। ବିଜେପି ପ୍ରାର୍ଥୀ ଟଙ୍କଧର...