ଝାରସୁଗୁଡ଼ା ଉପନିର୍ବାଚନ: ୩ ବରିଷ୍ଠ ନେତାଙ୍କୁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେଡି
ଓଡ଼ିଶାଲାଇଭ୍ ବ୍ୟୁରୋ
ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛି ବିଜେଡି। ଦଳ ପକ୍ଷରୁ ସର୍ବପ୍ରଥମେ ପ୍ରାର୍ଥୀ ଘୋଷଣା କରାଯିବା ପରେ ମଙ୍ଗଳବାର ଦିନ ତିନି ଜଣ ବରିଷ୍ଠ ନେତାଙ୍କୁ ଉପନିର୍ବାଚନ...
ବାପା ଥିଲେ ଆଜି ବହୁତ ଖୁସି ହେଇଥାନ୍ତେ – ଦୀପାଳି ଦାସ
ଓଡ଼ିଶାଲାଇଭ୍ ବ୍ୟୁରୋ
[youtube https://www.youtube.com/watch?v=te1W4y-CG84]
“ଆଜି ମୋ ପାଇଁ ଏବଂ ଆମ ପରିବାର ଲାଗି ବହୁତ ବଡ଼ ଦିନ। ବାପା ଚାହୁଁଥିଲେ ମୁଁ ରାଜନୀତିକୁ ଆସେ ବୋଲି, ଆଜି ତାଙ୍କ ସ୍ଵପ୍ନ ପୂରଣ ହେଲା। କିନ୍ତୁ...
ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ: ଦୀପାଳି ଦାସଙ୍କୁ ପ୍ରାର୍ଥୀ ଘୋଷଣା କଲା ବିଜେଡି
ଓଡ଼ିଶାଲାଇଭ୍ ବ୍ୟୁରୋ
ଦୀପାଳି ଦାସଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କଲା ବିଜୁ ଜନତା ଦଳ (ବିଜେଡି)। ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ଲାଗି ଶୁକ୍ରବାର ଦିନ ସର୍ବପ୍ରଥମେ ପ୍ରାର୍ଥୀ ଘୋଷଣା କରିଛି ବିଜେଡି।
ଦୀପାଳି ଦାସ ହେଉଛନ୍ତି...
ମେ’ ୧୦ରେ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ। ଆସନ୍ତା ମେ’ ୧୦ ତାରିଖରେ ହେବ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ। ଏ ନେଇ ବୁଧବାର ଦିନ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ...
ନବ ଦାସ ହତ୍ୟା ମାମଲା: ଅଭିଯୁକ୍ତ ଗୋପାଳଙ୍କୁ ନିମହାନ୍ସ ନେବା ଲାଗି ହୋଇଥିବା କ୍ରାଇବ୍ରାଞ୍ଚର ଆବେଦନ ଖାରଜ
ଓଡ଼ିଶାଲାଇଭ୍ ବ୍ୟୁରୋ
ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳ ଦାସଙ୍କ ମାନସିକ ସ୍ଥିତି ଯାଞ୍ଚ କରିବା ପାଇଁ ବେଙ୍ଗାଳୁରୁ ନେବାକୁ ଆବେଦନ କରାଯାଇଥିଲା। କିନ୍ତୁ କ୍ରାଇବ୍ରାଞ୍ଚର ଏହି ଆବେଦନକୁ ଶୁକ୍ରବାର...
ସରିଲା ରିମାଣ୍ଡ ଅବଧି, ଜେଲ୍ ଗଲେ ଅଭିଯୁକ୍ତ ଗୋପାଳ ଦାସ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜେଲ ଗଲେ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଅଭିଯୁକ୍ତ ଗୋପାଳ କୃଷ୍ଣ ଦାସ। ରିମାଣ୍ଡ ଅବଧି ଶେଷ ହେବା ପରେ ସୋମବାର ଦିନ କଡ଼ା ସୁରକ୍ଷା ମଧ୍ୟରେ ଗୋପାଳଙ୍କୁ ଝାରସୁଗୁଡ଼ା...
ନବ ଦାସଙ୍କ ଦ୍ୱାଦଶାହ କାର୍ଯ୍ୟରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
ମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁକୁ ଆଜି ୧୨ ଦିନ। ଗୁରୁବାର ଦିନ ଝାରସୁଗୁଡ଼ା ସରବାହାଲ ହାଇସ୍କୁଲ ପଡ଼ିଆଠାରେ ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ କରାଯାଇଛି। ଦ୍ୱାଦଶାହ କାର୍ଯ୍ୟରେ...
କାହା ରାସ୍ତାରେ କଣ୍ଟା ଥିଲେ ନବ କିଶୋର ଦାସ?
ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ
ପୋଲିସ୍ ଏଏସଆଇଙ୍କ ଗୁଳିମାଡ଼ରେ ମନ୍ତ୍ରୀ ନବ କିଶୋର ଦାସଙ୍କ ମୃତ୍ୟୁ ରାଜନୀତି କରିଡ଼ରରେ ସୃଷ୍ଟି କଲା ଅନେକ ପ୍ରଶ୍ନ।
ରାଜ୍ୟ ରାଜନୀତିର ଜଣାଶୁଣା ଚେହେରା, ବରିଷ୍ଠ ରାଜନେତା ତଥା ମନ୍ତ୍ରୀ ନବ...
ପଞ୍ଚଭୂତରେ ଲୀନ ହେଲେ ନବ ଦାସ
ଓଡ଼ିଶାଲାଇଭ୍ ବ୍ୟୁରୋ
ପଞ୍ଚଭୂତରେ ଲୀନ ହେଲେ ନବ ଦାସ। ଝାରସୁଗୁଡ଼ା ଜିଲ୍ଲା ଖେରୁଆଲ ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି। ପୁଅ ବିଶାଳ ଦାସ...
ବ୍ରଜରାଜନଗରରେ ଉଡ଼ିଲା ବିଜେଡିର ବିଜୟ ଧ୍ଵଜା, ଦ୍ଵିତୀୟରେ କଂଗ୍ରେସ
ଓଡ଼ିଶାଲାଇଭ୍ ବ୍ୟୁରୋ
ବ୍ରଜରାଜନଗରରେ ପୁଣି ଜନତାଙ୍କ ଭରସା ଜିତିବାରେ ସଫଳ ହୋଇଛି ବିଜେଡି। ବ୍ରଜରାଜନଗର ବିଧାନସଭା ଉପନିର୍ବାଚନରେ ବିପୁଳ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି। କଂଗ୍ରେସ ଏଠାରେ ଦ୍ଵିତୀୟ...





















