କୋଟଗଡ଼ରେ ମାଓବାଦୀଙ୍କ ତାଣ୍ଡବ: ପୋଲିସ ଇନଫର୍ମର ସନ୍ଦେହରେ ଜଣକୁ ହତ୍ୟା
ଓଡ଼ିଶାଲାଇଭ୍ ବ୍ୟୁରୋ
(ଫୁଲବାଣୀରୁ ସଦାଶିବ ପାତ୍ର): କନ୍ଧମାଳ ଜିଲ୍ଲାରେ ପୁଣି ସକ୍ରିୟ ହୋଇ ଉଠିଛନ୍ତି ଲାଲ ବାହୀନି। ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ଅତି ନିର୍ମମ ଭାବେ ଗୁଳି କରି ହତ୍ୟା କରିଛନ୍ତି ସଶସ୍ତ୍ର...
ଜି.ଉଦୟଗିରି ସବୁଠୁ ଥଣ୍ଡା ସହର, ୫ ଡିଗ୍ରୀ ରାତ୍ରି ତାପମାତ୍ରା ରେକର୍ଡ
ଓଡ଼ିଶାଲାଇଭ୍ ବ୍ୟୁରୋ
କିଛି ଦିନର ବ୍ୟବଧାନ ପରେ ପୁଣି ଫେରିଲା ଶୀତ। ଆସନ୍ତା ୨ ଦିନରେ ଓଡ଼ିଶାର ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରି ଖସିବା ନେଇ ସୂଚନା ଦେଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର।...
ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇଲେ କନ୍ଧମାଳର ମେଧାବୀ ଛାତ୍ର ଇଫୁ ମଲ୍ଲିକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଇଫୁଙ୍କୁ ଉପହାର ଦେଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀଙ୍କ ସହ ସେଲଫି ନେଲେ ଇଫୁ
ଡାକ୍ତର ହେବେ କନ୍ଧମାଳର ମେଧାବୀ ଛାତ୍ର ଇଫୁ ମଲ୍ଲିକ। ତାଙ୍କ ସ୍ଵପ୍ନ ପୂରଣ କରିବା ପାଇଁ ରାଜ୍ୟ ସରକାର...
ଗରିବ ମେଧାବୀ ମେଡିକାଲ ଛାତ୍ରଙ୍କ ପାଠପଢ଼ା ଖର୍ଚ୍ଚ ବହନ କଲେ ରାଜ୍ୟ ସରକାର
ଓଡ଼ିଶାଲାଇଭ୍ ବ୍ୟୁରୋ
କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳର ମେଧାବୀ ଛାତ୍ର ଇଫୁ ମଲ୍ଲିକ। କୋରାପୁଟସ୍ଥିତ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଏମ୍ବିବିଏସ୍ରେ ନାମ ଲେଖାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି।...
ଯବାନ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ: ୨ ମହିଳା ମାଓବାଦୀ ମୃତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଫୁଲବାଣୀରୁ ସଦାଶିବ ପାତ୍ର): କନ୍ଧମାଳ ଓ ବୌଦ୍ଧ ଜିଲ୍ଲା ସୀମାନ୍ତ ଗୋଚ୍ଛାପଡ଼ା ଥାନା ମାଟାକୁପା ସଂରକ୍ଷିତ ଜଙ୍ଗଲରେ ମଙ୍ଗଲବାର ଯବାନ ଓ ମାଓବଦୀଙ୍କ ମଧ୍ୟରେ ଜୋରଦାର ଗୁଳି ବିନିମୟ ହୋଇଛି। ଏଥିରେ...
ଫୁଲବାଣୀ ସରକାରୀ ଆଇଟିଆଇରେ ନେହେରୁ ଯୁବ କେନ୍ଦ୍ର ତରଫରୁ ଆନ୍ତର୍ଜାତିକ ସ୍ଵେଚ୍ଛାସେବୀ ଦିବସ ପାଳିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଫୁଲବାଣୀରୁ ସଦାଶିବ ପାତ୍ର): ଫୁଲବାଣୀ ସରକାରୀ ଆଇଟିଆଇ ପରିସରରେ ଆନ୍ତର୍ଜାତିକ ସ୍ଵେଚ୍ଛାସେବୀ ଦିବସ ପାଳିତ ହୋଇଯାଇଛି। ନେହେରୁ ଯୁବ କେନ୍ଦ୍ର ତରଫରୁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ବିଭିନ୍ନ କଲେଜ ଛାତ୍ରଛାତ୍ରୀ...
ଫୁଲବାଣୀ: ପର୍ଯ୍ୟଟକଙ୍କ କାର ଧକ୍କାରେ ବୃଦ୍ଧ ଦମ୍ପତିଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଫୁଲବାଣୀରୁ ସଦାଶିବ ପାତ୍ର): ପର୍ଯ୍ୟଟକଙ୍କ କାର ଧକ୍କାରେ ଚାଲିଗଲା ବୃଦ୍ଧ ଦମ୍ପତିଙ୍କ ଜୀବନ। ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ୫୯ ନମ୍ବର ଜାତୀୟ ରାଜପଥ କିରିକୁଟି ହାଇସ୍କୁଲ ନିକଟ ଡୁଡୁବାଡ଼ି ପୋଲ ଉପରେ...
ଯକ୍ଷ୍ମା ମୁକ୍ତ ପାଇଁ କନ୍ଧମାଳକୁ ପୋଷ୍ୟ ଭାବେ ଗ୍ରହଣ କଲା କିସ୍ ଫାଉଣ୍ଡେସନ୍
ଓଡ଼ିଶାଲାଇଭ୍ ବ୍ୟୁରୋ
(ଫୁଲବାଣୀରୁ ସଦାଶିବ ପାତ୍ର): ୨୦୨୫ ସୁଦ୍ଧା ଦେଶକୁ ଯକ୍ଷ୍ମା ମୁକ୍ତ କରିବା ପାଇଁ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଛି ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଅଭିଯାନ ‘ଟିବି ହାରେଗା ଦେଶ ଜିତେଗା’।...
ବନ୍ଧୁକ ଛାଡ଼ି ବଧୂ ସାଜିଲେ ଦୁଇ ମହିଳା ମାଓବାଦୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଫୁଲବାଣୀରୁ ସଦାଶିବ ପାତ୍ର): କାଲି ଯେଉଁ ହାତରେ ବନ୍ଧୁକ ଧରୁଥିଲେ ଆଜି ସେ ହାତରେ ମେହେନ୍ଦି ଲାଗିଛି। ଦିନେ ଦୁର୍ଦ୍ଦାନ୍ତ ମାଓବାଦୀ ଭାବେ ପରିଚିତ ଥିବା ନନ୍ଦିନୀ ଏବଂ କରୁଣାଙ୍କୁ ଆଜି...
ଖସୁଛି ପାରଦ, ଥରୁଛି କନ୍ଧମାଳ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଫୁଲବାଣୀରୁ ସଦାଶିବ ପାତ୍ର): କନ୍ଧମାଳରେ ଦିନକୁ ଦିନ ପାରଦ ଖସୁଥିବାରୁ ପ୍ରବଳ ଶୀତରେ ଥରୁଛନ୍ତି ଜିଲ୍ଲାବାସୀ। ଫୁଲବାଣୀ ସମେତ ସମଗ୍ର କନ୍ଧମାଳ ଜିଲ୍ଲାର ଲୋକେ ଶୀତ ପ୍ରକୋପରୁ ରକ୍ଷା ପାଇବାକୁ ନିଆଁ...