ଜାନୁଆରି ୧୪ରୁ ଭିତରକନିକାରେ କୁମ୍ଭୀର ଗଣନା, ବନ୍ଦ ରହିବ ଜାତୀୟ ଉଦ୍ୟାନ

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦ୍ରାପଡ଼ା ଜିଲ୍ଲା ଭିତରକନିକା ଜାତୀୟ ଉଦ୍ୟାନରେ କରାଯିବ କୁମ୍ଭୀର ଗଣନା। ଏହା ୨୦୨୫ ଜାନୁଆରି ୧୪ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ସମୟରେ ଭିତରକନିକାକୁ ପର୍ଯ୍ୟଟକଙ୍କ ବନ୍ଦ ରଖାଯିବ।...

ବାତ୍ୟା ବେଳର ସାଥୀ ସାଜିଲେ ଆଶା ଦିଦି ଶିବାନୀ ମଣ୍ଡଳ

ଓଡ଼ିଶାଲାଇଭ୍ ବ୍ୟୁରୋ ବାତ୍ୟାକୁ ଭୟ ନାହିଁ। ଭୀଷଣ ବର୍ଷା ପବନ ସାଙ୍ଗକୁ କାଦୁଅ ମିଶା ରାସ୍ତାକୁ ବି ଖାତିରି ନାହିଁ। ଗୋଟିଏ ଚିନ୍ତା ଲୋକଙ୍କ ସୁରକ୍ଷା। ବାତ୍ୟା ଦାଉରୁ ରକ୍ଷା କରିବାକୁ ଜଣେ ବୃଦ୍ଧାଙ୍କୁ...

ମାଡ଼ି ଆସୁଛି ‘ଦାନା’: କେନ୍ଦ୍ରାପଡ଼ାରେ ଲୋକଙ୍କ ସୁରକ୍ଷା ପାଇଁ ବ୍ୟାପକ ବ୍ୟବସ୍ଥା

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦ୍ରାପଡ଼ା ଜିଲ୍ଲାରେ ବାତ୍ୟା ‘ଦାନା’ ପ୍ରଭାବ ଅଧିକ ରହିବାର ସମ୍ଭାବନା ରହିଛି। ବାତ୍ୟାଟି ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।...

କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କର ଶନିବାର ଦିନ ପରଲୋକ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ।...

କାନିରେ କନକ ଅଞ୍ଜୁଳି ବାନ୍ଧି ଏଠି ମା’ଙ୍କୁ ଦିଆଯାଏ ମେଲାଣି

ଓଡ଼ିଶାଲାଇଭ୍ ବ୍ୟୁରୋ (କେନ୍ଦ୍ରାପଡ଼ାରୁ ନାରାୟଣ ସାହାଣୀ): କେନ୍ଦ୍ରାପଡ଼ା ଜିଲ୍ଲାରେ ଦୁର୍ଗାପୂଜାରେ ଦେଖିବାକୁ ମିଳେ ଏକ ଅନନ୍ୟ ପରମ୍ପରା। ଝିଅକୁ ଯେପରି ଶାଶୂଘରକୁ ବିଦାୟ ଦେଲାବେଳେ ତା କାନିରେ କନକ ଅଞ୍ଜୁଳି ବନ୍ଧାଯାଏ ସେହିପରି ମା’ଦୁର୍ଗାଙ୍କୁ...

କେନ୍ଦ୍ରାପଡ଼ାରେ ଭିନ୍ନ ପରମ୍ପରା: କୁମାରୀ ରୂପରେ ପୂଜା ପାଆନ୍ତି ମା’ ଦୁର୍ଗା

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦ୍ରାପଡ଼ା ସହର ପଟ୍ଟାମୁଣ୍ଡାଇ ଅନ୍ତର୍ଗତ ବଙ୍ଗାଳି ସାହିରେ ଦୁର୍ଗାପୂଜା ଅବସରରେ ମା’ଙ୍କୁ ଭିନ୍ନ ପରମ୍ପରାରେ ପୂଜା କରାଯାଏ। ଦୁର୍ଗାପୂଜା ଆସିଲେ କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ ବଙ୍ଗାଳି ସାହି ହୋଇଉଠେ ଉତ୍ସବ ମୁଖର। ମା’...

ସେପ୍ଟେମ୍ବର ୯ରୁ ଭିତରକନିକାରେ ଦେଶୀୟ ପକ୍ଷୀ ଗଣନା

ଓଡ଼ିଶାଲାଇଭ୍ ବ୍ୟୁରୋ ଭିତରକନିକା ଜାତୀୟ ଉଦ୍ୟାନରେ ସେପ୍ଟେମ୍ବର ୯ ତାରିଖରୁ ଆରମ୍ଭ ହେବ ଦେଶୀୟ ପକ୍ଷୀ ଗଣନା। ଚଳିତବର୍ଷ ଭିତରକନିକାରେ କେଉଁ ପ୍ରଜାତିର ଓ କେତେ ସଂଖ୍ୟାରେ ଦେଶୀୟ ପକ୍ଷୀ ରହିଛନ୍ତି ସେସବୁର ଗଣନା...

୩ ମାସ ପରେ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

ଓଡ଼ିଶାଲାଇଭ୍ ବ୍ୟୁରୋ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ। ୩ ମାସ ଧରି ବନ୍ଦ ରହିବା ପରେ ଗୁରୁବାରଠାରୁ ଖୋଲିଛି ଭିତରକନିକା। ବଉଳା କୁମ୍ଭୀରମାନଙ୍କ ପ୍ରଜନନ ଋତୁ ଆରମ୍ଭରେ ମେ’ ମାସ ୧...

ଆସନ୍ତାକାଲି ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ୩ ମାସ ଧରି ବନ୍ଦ ରହିବା ପରେ ପୁଣି ଏହାକୁ ପର୍ଯ୍ୟଟକଙ୍କ ପାଇଁ ଖୋଲାଯିବ। ବଉଳା କୁମ୍ଭୀରମାନଙ୍କ ପ୍ରଜନନ ଋତୁ ଆରମ୍ଭରେ ଚଳିତ ବର୍ଷ...

କେନ୍ଦ୍ରାପଡ଼ା: ଚାରିଦିନରେ ମାଉସୀ ମା’ ମନ୍ଦିର ଆଗରେ ଲାଗିଲା ବ୍ରହ୍ମ ତାଳଧ୍ଵଜ ରଥ

ଓଡ଼ିଶାଲାଇଭ୍ ବ୍ୟୁରୋ ତିନିଦିନ ଧରି ଅଧାବାଟରେ ଅଟକି ରହିଥିବା କେନ୍ଦ୍ରାପଡ଼ାର ଶ୍ରୀ ବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ଵଜ ରଥ ୪ଦିନରେ ମାଉସୀ ମା’ ମନ୍ଦିର ଆଗରେ ଲାଗିଛି। ମାଉସୀ ମା’ ମନ୍ଦିର ସମ୍ମୁଖରେ ରଥ ପହଞ୍ଚିବା...