କୋରାପୁଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୩ ଜଣଙ୍କର ଜୀବନ ଗଲା
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଛକ ନିକଟରେ ଶୁକ୍ରବାର ଭୋର ସମୟରେ ଗୋଟିଏ କାର୍ ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେବା ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ...
କୋରାପୁଟରେ ବଲିଉଡ ଦିଭା ପ୍ରିୟଙ୍କା ଚୋପ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
କୋରାପୁଟ ଜିଲ୍ଲାରେ ପହଞ୍ଚିଛନ୍ତି ବଲିଉଡ ଦିଭା ପ୍ରିୟଙ୍କା ଚୋପ୍ରା। ସାଉଥ ସୁପରଷ୍ଟାର ମହେଶ ବାବୁ ମଧ୍ୟ ସାଙ୍ଗରେ ଅଛନ୍ତି। ଏସଏସ ରାଜାମୌଲୀଙ୍କ ହାଇ ବଜେଟର ସିନେମା ‘ଏସଏସଏମବି-୨୯’ ର ସୁଟିଂ ପାଇଁ...
ଅଧାରେ ରହିଲା ଗୁପ୍ତେଶ୍ୱର ଦର୍ଶନ: କୋରାପୁଟର ସୁକନାଳ ଘଟିରେ ବସ୍ ଓଲଟି ଚାଲିଗଲା ୩ ଜଣଙ୍କର ଜୀବନ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): ଅଧାରେ ରହିଲା ଗୁପ୍ତେଶ୍ୱର ଦର୍ଶନ। କୋରାପୁଟର ସୁକନାଳ ଘଟିରେ ବସ୍ ଓଲଟି ପଡ଼ିବାରୁ ୩ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ବସ୍ର ଡ୍ରାଇଭର, ଜଣେ ମହିଳା ଓ ଶିଶୁ...
ଗିରଫ ହେଲେ ବୋରିଗୁମ୍ମା ତହସିଲ ଏଆରଆଇ ସୁରେନ୍ଦ୍ର କୁମାର ତନ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଗିରଫ ହେଲେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ତହସିଲର ଏଆରଆଇ ସୁରେନ୍ଦ୍ର କୁମାର ତନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ସୁରେନ୍ଦ୍ର କୁମାର ତନ୍ତିଙ୍କୁ ଗିରଫ କରିଛି ଭିଜିଲାନ୍ସ।
ଗୁରୁବାର ଦିନ...
ଭିଜିଲାନ୍ସ ଜାଲରେ ବୋରିଗୁମ୍ମା ତହସିଲ ଏଆରଆଇ ସୁରେନ୍ଦ୍ର କୁମାର ତନ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି କୋରାପୁଟ ଜିଲ୍ଲା ବୋରିଗୁମ୍ମା ତହସିଲର ଏଆରଆଇ ସୁରେନ୍ଦ୍ର କୁମାର ତନ୍ତି। ଆୟ ବହିର୍ଭୂତ ସମ୍ପତ୍ତିଠୁଳ କରିବା ଅଭିଯୋଗରେ ସୁରେନ୍ଦ୍ର କୁମାର ତନ୍ତିଙ୍କ ୮ଟି ଠିକଣା ଉପରେ...
ଜାତୀୟ ସ୍ତରରେ ଶ୍ରେଷ୍ଠ ଜିଲ୍ଲାପରିଷଦ ଭାବେ ପୁରସ୍କୃତ ହେଲା କୋରାପୁଟ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): ଦେଶର ପଞ୍ଚାୟତିରାଜ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ କରାଯାଇଛି। ଏଥିରେ ଶ୍ରେଷ୍ଠ ଜିଲ୍ଲା ପଞ୍ଚାୟତ(ଜିଲ୍ଲାପରିଷଦ) ଭାବେ ପୁରସ୍କୃତ ହୋଇଛି କୋରାପୁଟ। ନାନାଜୀ ଦେଶମୁଖ ସର୍ବୋତ୍ତମ...
ଖୋଲିଲା ପୁଟସିଲ ଇକୋ ରିଟ୍ରିଟ୍, କୋରାପୁଟକୁ ଛୁଟିବ ପର୍ଯ୍ୟଟକଙ୍କ ସୁଅ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ କୋରାପୁଟ ଜିଲ୍ଲାକୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ନିଆଯାଉଛି ପଦକ୍ଷେପ। ଏହିକ୍ରମରେ କୋରାପୁଟ ଜିଲ୍ଲା ପ୍ରଶାସନ ଏବଂ ପର୍ଯ୍ୟଟନ ବିଭାଗର ମିଳିତ ଉଦ୍ୟମରେ ସେମିଳିଗୁଡ଼ା ବ୍ଲକ...
କୋରାପୁଟ: ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେଲା ପାରମ୍ପରିକ ବିହନ ସଂରକ୍ଷଣ ଓ ଗବେଷଣା କ୍ଷେତ
ଓଡ଼ିଶାଲାଇଭ୍ ବ୍ୟୁରୋ
କୋରାପୁଟ ଲାଣ୍ଡିଗୁଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କୋରାପୁଟର କ୍ୟାମ୍ପସରେ ପାରମ୍ପରିକ କିଷମର ବିହନ ସଂରକ୍ଷଣ ଓ ଗବେଷଣା କ୍ଷେତ ଉଦଘାଟିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଚକ୍ରଧର ତ୍ରିପାଠୀ ଆନୁଷ୍ଠାନିକ ଭାବେ...
କୋରାପୁଟ: ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ମାଝୀଙ୍କ ପରଲୋକ
ଓଡ଼ିଶାଲାଇଭ୍ ବ୍ୟୁରୋ
କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ମାଝୀଙ୍କ ପରଲୋକ ଘଟିଛି। ସୋମବାର ବିଳମ୍ବିତ ରାତିରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୨ ବର୍ଷ ବୟସ...
ମା’ ମଉଳୀ ଦେବୀ ମନ୍ଦିରରୁ ଆରମ୍ଭ ହେଲା କୋରାପୁଟର ଲୋକ ମହୋତ୍ସବ ‘ପରବ ୨୦୨୪’
ଓଡ଼ିଶାଲାଇଭ୍ ବ୍ୟୁରୋ
ଚଳିତ ବର୍ଷ କୋରାପୁଟ ଜିଲ୍ଲା ସେମିଳିଗୁଡ଼ା ବ୍ଲକ ଅନ୍ତର୍ଗତ ଦୁଧାରୀର ମଉଳୀ ମା' ମନ୍ଦିର ପ୍ରାଙ୍ଗଣରୁ ଆରମ୍ଭ ହୋଇଛି ରାଜ୍ୟସ୍ତରୀୟ ଲୋକ ମହୋତ୍ସବ ‘ପରବ-୨୦୨୪। ସେମିଳିଗୁଡ଼ା ବ୍ଲକର ଅଧିଷ୍ଠାତ୍ରୀ ଦେବୀ ମା'...





















