ଭୁବନେଶ୍ଵରରୁ ଜୟପୁରକୁ ଉଡ଼ିବ ଦ୍ଵିତୀୟ ବିମାନ, ନଭେମ୍ବର ୬ରୁ ସେବା ଆରମ୍ଭ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜଧାନୀ ଭୁବନେଶ୍ଵରରୁ କୋରାପୁଟ ଜିଲ୍ଲା ଜୟପୁର ସହରକୁ ଉଡ଼ିବ ଦ୍ଵିତୀୟ ବିମାନ। ଆସନ୍ତା ନଭେମ୍ବର ୬ ତାରିଖରୁ ଏହି ବିମାନ ସେବା ଆରମ୍ଭ ହେବ। ଏ ନେଇ ବିମାନ ସେବା ଯୋଗାଉ...
ବୋରିଗୁମ୍ମାରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ଲୋକ ମହୋତ୍ସବ ‘ପରବ’
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ଲୋକ ମହୋତ୍ସବ ‘ପରବ-୨୦୨୩’। ବୋରିଗୁମ୍ମାର ଅଧିଷ୍ଠାତ୍ରୀ ଦେବୀ ମା’ ଭୈରବୀଙ୍କ ମନ୍ଦିରରେ ପୂଜାର୍ଚ୍ଚନା ସହ ଏହି ଲୋକ ମହୋତ୍ସବ ପାଇଁ...
ସାଇବର ଠକେଇର ପର୍ଦାଫାସ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ଜୟପୁର ପୋଲିସ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): ବଡ଼ ଧରଣର ସାଇବର ଠକେଇର ପର୍ଦାଫାସ କରିଛି ଜୟପୁର ସଦର ଥାନା ପୋଲିସ। ଲୋକଙ୍କୁ ପ୍ରଲୋଭିତ କରି ସେମାନଙ୍କ ନାଁରେ ଜାଲ ଦସ୍ତାବିଜ ପ୍ରସ୍ତୁତ କରି ଆକାଉଣ୍ଟ ଖୋଲିବା ଏବଂ...
ଜୟପୁର: କାଠ ଫାଳିଆରେ ପିଟି ସ୍ତ୍ରୀକୁ ହତ୍ୟା କରିବା ଅଭିଯୋଗରେ ସ୍ଵାମୀ ଗିରଫ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): କାଠ ଫାଳିଆରେ ପିଟି ପିଟି ସ୍ତ୍ରୀକୁ ହତ୍ୟା କରିବା ଅଭିଯୋଗରେ ସ୍ୱାମୀକୁ ଗିରଫ କରିଛି ପୋଲିସ। ଏହି ଅଭାବନୀୟ କାଣ୍ଡ ଘଟିଛି ଜୟପୁର ସହର ଡଙ୍ଗାଗୁଡ଼ାରେ। ଗିରଫ ଅଭିଯୁକ୍ତ ହେଉଛନ୍ତି...
ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ କୁଇ ଓ ଦେଶିଆ ଭାଷା ଉପରେ ପ୍ରଶିକ୍ଷଣ ଶିବିରର ଶୁଭାରମ୍ଭ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକମାନଙ୍କ ପାଇଁ କୁଇ ଓ ଦେଶିଆ ଭାଷା ଉପରେ ତିନିଦିନିଆ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଛି। ସୋମବାର ବିଶ୍ୱବିଦ୍ୟାଳୟର କୁଳପତି...
ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଜାପାନୀ ଭାଷା ସାର୍ଟିଫିକେଟ ପାଠ୍ୟକ୍ରମର ଶୁଭାରମ୍ଭ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଜାପାନୀ ଭାଷା ସାର୍ଟିଫିକେଟ୍ ପାଠ୍ୟକ୍ରମର ଶୁଭାରମ୍ଭ ହୋଇଛି। ବିଶ୍ୱବିଦ୍ୟାଳୟର ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କୁଳପତି ପ୍ରଫେସର ଚକ୍ରଧର ତ୍ରିପାଠୀ ଏହି ପାଠ୍ୟକ୍ରମର ଶୁଭାରମ୍ଭ କରିଥିଲେ।...
‘ଲକ୍ଷ୍ମୀ’ ଯୋଜନାକୁ ବିରୋଧ: ଅବିଭକ୍ତ କୋରାପୁଟରେ ବସ୍ ଧର୍ମଘଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟ ସରକାରଙ୍କ ‘ଲକ୍ଷ୍ମୀ’ ଯୋଜନାକୁ ବିରୋଧ କରି ଅବିଭକ୍ତ କୋରାପୁଟ ଜିଲ୍ଲାରେ ବନ୍ଦ ଡାକରା ଦିଆଯାଇଛି। ମାଲକାନଗିରି ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ସୋମବାର ଦିନ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ...
କୋରାପୁଟର କେସେଲା ଘାଟିରୁ ଖସିଲା ବାଇକ୍, ୩ ଜଣଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଅନ୍ତର୍ଗତ ଲଙ୍ଗୋଲବେଡ଼ା ପଞ୍ଚାୟତ ନିକଟ କେସେଲା ଘାଟିରୁ ଏକ ବାଇକ୍ ଭାରସାମ୍ୟ ହରାଇ ତଳକୁ ଖସିପଡ଼ିବାରୁ ୩ ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ଆନ୍ଧ୍ରପ୍ରଦେଶର...
ଜରତି-ମାନବର ରେଳ ଧାରଣା ଉପରେ ଧସିଲା ମାଟି ଅତଡ଼ା: କୋରାପୁଟରୁ ଜଗଦଲପୁରକୁ ଚଳାଚଳ କରୁଥୁବା ସମସ୍ତ ଟ୍ରେନ୍ ବାତିଲ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): ଜରତି ଓ ମାନବର ରେଳ ଧାରଣା ଉପରକୁ ପଥର ଓ ମାଟି ଅତଡ଼ା ଧସିବାରୁ ଜୟପୁର ଓ କୋରାପୁଟ ମଧ୍ୟରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି। ରବିବାର ଦିନ ୮ଟି...
ଶିକ୍ଷକ ସାଜିଲେ ଉପଜିଲ୍ଲାପାଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅଚାନକ ଗସ୍ତ କଲେ, ସ୍କୁଲ ଶିକ୍ଷକ ସାଜି ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ଜୟପୁର ଉପଜିଲ୍ଲାପାଳ
(ଜୟପୁର): ପ୍ରଶାସକରୁ କିଛି ଘଣ୍ଟା ପାଇଁ ଶିକ୍ଷକ ସାଜିଥିଲେ ଉପଜିଲ୍ଲାପାଳ। ପିଲାଙ୍କୁ ପାଠ ପଢ଼ାଇଲେ, ପ୍ରଶ୍ନ ବି...





















