ବିଧାନସଭାରେ ଆଦିବାସୀ ମହିଳାଙ୍କୁ ଚିତ୍ରକୋଣ୍ଡା ଏସଡିପିଓଙ୍କ ମାଡ଼ ପ୍ରସଙ୍ଗ: ତଦନ୍ତ କରିବ କ୍ରାଇମବ୍ରାଞ୍ଚ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଦିବାସୀ ମହିଳାଙ୍କୁ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଏସଡିପିଓ ଅଂଶୁମାନ ଦ୍ୱିବେଦୀ ମାଡ଼ ମାରିବା ଏବଂ ନିର୍ଯାତନା ଦେବା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ଏ ନେଇ ବିଧାସଭାରେ ସୂଚନା ଦେଇଛନ୍ତି ଗୃହ...
ଓଏନଜିସି ପବନହଂସ ହେଲିକପ୍ଟର ଦୁର୍ଘଟଣାରେ ଓଡ଼ିଆ ଭୂତତ୍ତ୍ଵବିତ୍ ସତ୍ୟମ୍ବଦ ପାତ୍ରଙ୍କ ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆରବସାଗରରେ ଓଏନଜିସି ପବନହଂସ ହେଲିକପ୍ଟର ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଜଣେ ଓଡ଼ିଆ ଯୁବକ ରହିଛନ୍ତି। ସେ ହେଉଛନ୍ତି ମାଲକାନଗିରି ଜିଲ୍ଲାର ସତ୍ୟମ୍ବଦ ପାତ୍ର। ସତ୍ୟମ୍ବଦ ଓଏନଜିସିରେ...
ସ୍ୱାଭିମାନ ଅଞ୍ଚଳରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳ ଗସ୍ତରେ ଯାଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିଛନ୍ତି। ଗସ୍ତ ସମୟରେ ପାନୀୟଜଳ ନିମନ୍ତେ ମେଗା ପ୍ରକଳ୍ପ,...
ଓଡ଼ିଶାରେ ତେଲ ଦର ଆକାଶ ଛୁଆଁ – ମାଲକାନଗିରି ପରେ ଏବେ କାଲିମେଳାରେ ସର୍ବାଧିକ ରେକର୍ଡ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦେଶରେ କମୁନି ତେଲ ତାତି। ଅଶୋଧିତ ତେଲ ଉତ୍ପାଦନ କମ୍ ଯୋଗୁଁ ହୁ ହୁ ହୋଇ ବଢ଼ିବାରେ ଲାଗିଛି ତେଲ ଦର। ଏହାର ପ୍ରଭାବରେ ଦେଶର ବିଭିନ୍ନ ରାଜ୍ୟଗୁଡ଼ିକରେ ତେଲ ଦର...
ସପ୍ତାହେ ହେଲା ବଢୁଛି ତେଲ ଦର – ମାଲକାନଗିରିରେ ପେଟ୍ରୋଲ ଓ ଡିଜେଲ ଦର ଆକାଶ ଛୁଆଁ
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରାୟ ଏକ ସପ୍ତାହ ହେବ ତେଲ ଦର ବଢ଼ିବାରେ ଲାଗିଛି। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଉତ୍ପାଦନ କମ୍ ଯୋଗୁଁ ରାଜ୍ୟରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇବାରେ ଲାଗିଛି।...
ପୁଣି ବଢ଼ିଲା ତେଲ ଦର – ମାଲକାନଗିରିରେ ପେଟ୍ରୋଲ ଲିଟର ସର୍ବାଧିକ ୧୦୮.୦୯ ଟଙ୍କା
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ପୁଣି ବଢିଲା ତେଲ ଦର। କ୍ରମାଗତ ଭାବେ ଆଜି ଦ୍ୱିତୀୟ ଦିନରେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ଘଟିଛି। ପେଟ୍ରୋଲ ଲିଟର ପିଛା ୨୫ ପଇସା ବଢ଼ିଥିବାବେଳେ ଡିଜେଲ...
ଆସୁଛି ବାତ୍ୟା, ଦକ୍ଷିଣ ଓଡ଼ିଶାର ୭ ଜିଲ୍ଲାରେ ହୋଇପାରେ ପ୍ରବଳ ବର୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଗଭୀର ଅବପାତରେ ପରିଣତ ହେବାପରେ ଆଉ କିଛି ଘଣ୍ଟା ମଧ୍ୟରେ ଏହା ଘନିଭୂତ ହୋଇ ବାତ୍ୟାର ରୂପ ନେବ। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ୭...
ଗିରଫ ହେଲେ ମୋଟୁ ଥାନା ଆଇଆଇସି – ବାସଭବନରୁ ମିଳିଲା ୨୪ ଲକ୍ଷରୁ ଅଧିକ ଟଙ୍କାର ସେଲ ଡିଡ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ମାଲକାନଗିରି ଜିଲ୍ଲା ମୋଟୁ ଥାନା ଆଇଆଇସି ସୁଶାନ୍ତ ସାହୁ ଗିରଫ ହୋଇଛନ୍ତି। ଏନେଇ ଗୁରୁବାର ଭିଜିଲାନ୍ସ ପକ୍ଷରୁ ଟୁଇଟର ମାଧ୍ୟମରେ ସୂଚନା ଦିଆଯାଇଛି। ସେ ବୁଧବାର ନଖରାସ୍ଥିତ ଘରକୁ ଫେରୁଥିବା ସମୟରେ...
ଓଡ଼ିଶାରେ ତେଲ ଦର ଆକାଶ ଛୁଆଁ – ମାଲକାନଗିରିରେ ପେଟ୍ରୋଲ ଲିଟର ସର୍ବାଧିକ ୧୦୦ଟଙ୍କା ୫୬ପଇସା
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ପେଟ୍ରୋଲ ଦର ଆକାଶ ଛୁଆଁ। କରୋନା ପରିସ୍ଥିତିରେ ମଧ୍ୟ ଦେଶରେ ତେଲ ଦର ବୃଦ୍ଧି ପାଇବାରେ ଲାଗିଛି। ମାଲକାନଗିରି ଜିଲ୍ଲାରେ ସର୍ବାଧିକ ପେଟ୍ରୋଲ ଦର ଲିଟର ପିଛା ୧୦୦ଟଙ୍କା ୫୬ପଇସା...
ମାଲକାନଗିରି – ସିଲେରୁ ନଦୀରେ ବୁଡ଼ିଗଲା ଦୁଇଟି ଡଙ୍ଗା, ଚାଲିଗଲା ୮ ଜୀବନ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବିଶାଖାପାଟଣାରୁ ଯଶୋବନ୍ତ ନାରାୟଣପାଢୀ): କରୋନା କଟକଣାଜନିତ ଲକଡାଉନ, ସଟଡାଉନ୍ ପାଇଁ କାମ ବନ୍ଦ ଥିବାରୁ ହାଇଦ୍ରାବାଦରେ କାମ କରୁଥିବା କିଛି ଶ୍ରମିକ ପରିବାରକୁ ନେଇ ମାଲକାନଗିରି ଜିଲ୍ଲାରେ ଥିବା ନିଜ ଗାଁକୁ ଫେରୁଥିଲେ।...