ଭାରତୀୟ କ୍ରିକେଟ ଟିମର ମ୍ୟାନେଜର ହେଲେ ଓଡ଼ିଶାର ସତବୀର ସିଂ ରିୟର
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ କ୍ରିକେଟ ଟିମର ମ୍ୟାନେଜର ହୋଇଛନ୍ତି ଓଡ଼ିଶାର ସତବୀର ସିଂ ରିୟର। ଦକ୍ଷିଣ ଆଫ୍ରିକାରେ ଚାଲିଥିବା ଟେଷ୍ଟ ସିରିଜ୍ ପାଇଁ ତାଙ୍କୁ ଟିମ ଇଣ୍ଡିଆର ମ୍ୟାନେଜର ପଦ ପାଇଁ ବିସିସିଆଇ ପକ୍ଷରୁ ମନୋନୀତ କରାଯାଇଛି। ଏନେଇ ଓଡ଼ିଶା କ୍ରିକେଟ...
ଜାନୁଆରି ମାସରେ ଉଦଘାଟିତ ହେବ ମାଲକାନଗିରି ବିମାନବନ୍ଦର
ଓଡ଼ିଶାଲାଇଭ୍ ବ୍ୟୁରୋ
ଜାନୁଆରି ମାସରେ ଉଦଘାଟିତ ହେବାକୁ ଯାଉଛି ମାଲକାନଗିରି ବିମାନବନ୍ଦର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଜିଲ୍ଲା ଗସ୍ତ କରି ଏହାର ଉଦଘାଟନ କରିବେ। ଏବେ ବିମାନବନ୍ଦରର କାମ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।...
ମାଲକାନଗିରି ହନ୍ତାଳଗୁଡ଼ା ଘାଟି ଦୁର୍ଘଟଣା: ମୃତକଙ୍କ ପରିବାର ଲାଗି ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି...
ଓଡ଼ିଶାଲାଇଭ୍ ବ୍ୟୁରୋ
ମାଲକାନଗିରି ସ୍ଵାଭିମାନ ଅଞ୍ଚଳର ହନ୍ତାଳଗୁଡ଼ା ଘାଟିରେ ଶନିବାର ଦିନ ଏକ ସିମେଣ୍ଟ ବୋଝେଇ ଟିପ୍ପର ଓଲଟି ପଡ଼ିବାରୁ ୫ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ପରିବାର ଲାଗି ୩ ଲକ୍ଷ...
ମାଲକାନଗିରି ହନ୍ତାଳଗୁଡ଼ା ଘାଟିରେ ଟିପ୍ପର ଓଲଟି ୫ ଜଣଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ମାଲକାନଗିରି ସ୍ଵାଭିମାନ ଅଞ୍ଚଳର ହନ୍ତାଳଗୁଡ଼ା ଘାଟିରେ ଶନିବାର ଦିନ ଏକ ସିମେଣ୍ଟ ବୋଝେଇ ଟିପ୍ପର ଓଲଟି ପଡ଼ିବାରୁ ୫ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଆଉ ୭...
ମାଲକାନଗିରିରେ ‘ଲକ୍ଷ୍ମୀ’ ଯୋଜନାର ଶୁଭାରମ୍ଭ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ‘ଲକ୍ଷ୍ମୀ’ ଯୋଜନାର ଶୁଭାରମ୍ଭ ହୋଇଛି। ଗୁରୁବାର ଦିନ ମାଲକାନଗିରି ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ମାଲକାନଗିରି ଜିଲ୍ଲାରେ ଗୁରୁବାର ଦିନ ଗଡ଼ିଛି ୩୬ଟି ବସ୍। ଏହି...
‘ଲକ୍ଷ୍ମୀ’ ଯୋଜନାକୁ ବିରୋଧ: ଅବିଭକ୍ତ କୋରାପୁଟରେ ବସ୍ ଧର୍ମଘଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟ ସରକାରଙ୍କ ‘ଲକ୍ଷ୍ମୀ’ ଯୋଜନାକୁ ବିରୋଧ କରି ଅବିଭକ୍ତ କୋରାପୁଟ ଜିଲ୍ଲାରେ ବନ୍ଦ ଡାକରା ଦିଆଯାଇଛି। ମାଲକାନଗିରି ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ସୋମବାର ଦିନ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ...
ମାଓବାଦୀ ସଙ୍ଗଠନ ପାଳୁଛନ୍ତି ପିଏଲଜିଏ ସପ୍ତାହ, ଅବିଭକ୍ତ କୋରାପୁଟ ଜିଲ୍ଲାରେ ହାଇଆଲର୍ଟ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): ମାଓବାଦୀମାନେ ପି.ଏଲ.ଜି.ଏ ସପ୍ତାହ ପାଳନ କରିଥିବାରୁ ଅବିଭକ୍ତ କୋରାପୁଟ ଜିଲ୍ଲାରେ ହାଇଆଲର୍ଟ ଜାରି କରିଛି ଜିଲ୍ଲା ପ୍ରଶାସନ। ଛତିଶଗଡ-ଆନ୍ଧ୍ରପ୍ରଦେଶ-ଓଡ଼ିଶାର ସୁରକ୍ଷାକର୍ମୀମାନେ ମାଓବାଦୀ ଗତିବିଧି ଉପରେ କଡ଼ା ନଜର ରଖିଛନ୍ତି। ସୁରକ୍ଷା...
ମାଲକାନଗିରି ଜିଲ୍ଲା ପାଇଁ ୨୫ କୋଟି ଟଙ୍କାର ୬ଟି ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ମାଲକାନଗିରି ସବୁବେଳେ ମୋ ପାଇଁ ସ୍ଵତନ୍ତ୍ର - ମୁଖ୍ୟମନ୍ତ୍ରୀ
"ଜିଲ୍ଲାର ସାମାଜିକ ଓ ଆର୍ଥିକ ସ୍ଥିତି ଆହୁରି ସୁଦୃଢ଼ ହେବ"
ମାଲକାନଗିରି ଜିଲ୍ଲା ପାଇଁ ମଙ୍ଗଳବାର ଦିନ ୨୫ କୋଟି ଟଙ୍କାର...
ରାଜ୍ୟରେ ବଢୁଛି ଶୀତର ପ୍ରକୋପ: ଜି.ଉଦୟଗିରି ସବୁଠୁ ଥଣ୍ଡା ସହର
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ବଢୁଛି ଶୀତର ପ୍ରକୋପ। କୁହୁଡ଼ି ସହିତ ଧିରେ ଧିରେ ଶୀତ ବଢିବାରେ ଲାଗିଛି। ରାଜ୍ୟର ପ୍ରାୟ ୨୦ଟି ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। କନ୍ଧମାଳ...
ବିଧାନସଭାରେ ଆଦିବାସୀ ମହିଳାଙ୍କୁ ଚିତ୍ରକୋଣ୍ଡା ଏସଡିପିଓଙ୍କ ମାଡ଼ ପ୍ରସଙ୍ଗ: ତଦନ୍ତ କରିବ କ୍ରାଇମବ୍ରାଞ୍ଚ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଦିବାସୀ ମହିଳାଙ୍କୁ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଏସଡିପିଓ ଅଂଶୁମାନ ଦ୍ୱିବେଦୀ ମାଡ଼ ମାରିବା ଏବଂ ନିର୍ଯାତନା ଦେବା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ଏ ନେଇ ବିଧାସଭାରେ ସୂଚନା ଦେଇଛନ୍ତି ଗୃହ...





















