ମୟୂରଭଞ୍ଜରେ ସବୁ ପର୍ଯ୍ୟଟନସ୍ଥଳର ବିକାଶ କରାଯିବ – ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ପ୍ରାକୃତିକ ସମ୍ପଦରେ ଭରପୁର ମୟୂରଭଞ୍ଜ ଜିଲ୍ଲାରେ ରହିଥିବା ସମସ୍ତ ପର୍ଯ୍ୟଟସ୍ଥଳଗୁଡ଼ିକର ବିକାଶ କରାଯିବ। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି ବୋଲି କହିଛନ୍ତି...
ପର୍ଯ୍ୟଟକଙ୍କ ପାଇଁ ଆଜିଠାରୁ ପୁଣି ଖୋଲିଲା ଶିମିଳିପାଳ ଅଭୟାରଣ୍ୟ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଆଜି, ମଙ୍ଗଳବାରଠାରୁ ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ଶିମିଳିପାଳ ଅଭୟାରଣ୍ୟ। ଏ ନେଇ ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବ୍ୟାଘ୍ର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରକାଶ ଚାନ୍ଦ ଗୋଗିନେନି...
‘ଦାନା’ ପ୍ରଭାବ: ମୟୂରଭଞ୍ଜ ଜିଲ୍ଲାରେ ବ୍ୟାପକ ଫସଲ ନଷ୍ଟ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ବାତ୍ୟା ‘ଦାନା’ ପ୍ରଭାବରେ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଛି। ଏବେ ଚିନ୍ତା ବଢ଼ାଇଛି ବନ୍ୟା ଜଳ।
ପ୍ରବଳ ବର୍ଷା ଯୋଗୁଁ ଶିମିଳିପାଳ...
ମୟୂରଭଞ୍ଜ: ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାରିପଦାଠାରେ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାରତୀ ହାଁସଦାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ରାଜ୍ୟ ଗୃହ ଓ...
ଆସିଲା ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସିଲା ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା। ବୁଧବାର ଦିନ ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଲେଖାଏଁ ଆସିଛି। ଦ୍ଵିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ...
ମୟୂରଭଞ୍ଜ: ଝିଙ୍କପାହାଡ଼ି ଗାଁ ପୋଖରୀରୁ ହାତୀ ଛୁଆର ମୃତଦେହ ଉଦ୍ଧାର
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶରେ ଥିବା ନାଫ୍ରି ପଞ୍ଚାୟତ ଅନ୍ତର୍ଗତ ଝିଙ୍କପାହାଡ଼ି ଗାଁ ପୋଖରୀରୁ ଗୋଟିଏ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି। ହାତୀ ଛୁଆଟିର...
ମୟୂରଭଞ୍ଜ ଜିଲ୍ଲାରେ ବର୍ଷାଜଳ ସଂରକ୍ଷଣ, ଭୂତଳ ଜଳସ୍ତର ବୃଦ୍ଧି ଓ ମୃତ୍ତିକା କ୍ଷୟ ନିୟନ୍ତ୍ରଣ ଲାଗି ବିଶେଷ ପଦକ୍ଷେପ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜ): ବର୍ତ୍ତମାନ ସମୟରେ ସାରା ବିଶ୍ୱରେ ଜଳବାୟୁ ପରିବର୍ତ୍ତନ ବଡ଼ ଆହ୍ୱାନ ସୃଷ୍ଟି କରିଛି। ମୌସୁମୀ ବର୍ଷାରେ ଅନିୟମିତତା ଏବଂ ଜନସଂଖ୍ୟା ବୃଦ୍ଧି ଫଳରେ ଭୂତଳ ଜଳର ବ୍ୟବହାର ବଢ଼ି ଚାଲିଛି।...
ମୟୂରଭଞ୍ଜ ଜିଲ୍ଲାରେ ସଂଯୋଗ ହେଲା ନୂତନ ମତଦାନ କେନ୍ଦ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲାରେ ନିର୍ବାଚନ ପ୍ରକ୍ରିୟାକୁ ସୁବ୍ୟବସ୍ଥିତ କରିବା ଲାଗି ଜିଲ୍ଲା ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସାଏଙ୍କ ତତ୍ତ୍ଵାବଧାନରେ ଏକ ବୈଠକ ଅନୁଷ୍ଠିତ...
ମୟୂରଭଞ୍ଜ ଜିଲ୍ଲାର ଆଇନଶୃଙ୍ଖଳା ବ୍ୟବସ୍ଥାର ସମୀକ୍ଷା କଲେ ପୂର୍ବାଞ୍ଚଳ ଡିଆଇଜି
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ପୂର୍ବାଞ୍ଚଳ ଡିଆଇଜି ସତ୍ୟଜିତ ନାଏକ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରି ଜିଲ୍ଲାର ଆଇନଶୃଙ୍ଖଳା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଏହା ପରେ ସେ ମୟୂରଭଞ୍ଜ ଏସପି ଏସ ସୁଶ୍ରୀ...
ବାରିପଦାରେ ଆୟୋଜିତ ହେଲା ଜିଲ୍ଲାସ୍ତରୀୟ ବିଜ୍ଞାନ ସେମିନାର
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ବାରିପଦାସ୍ଥିତ ମହାରାଣୀ ପ୍ରେମକୁମାରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ବିଜ୍ଞାନ ସେମିନାର ଅନୁଷ୍ଠିତ ହୋଇଯାଇଛି। ମୟୂରଭଞ୍ଜ ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ ମୁଖ୍ୟ...