ବାରିପଦାରେ ପୋଖରୀରେ ବୁଡ଼ି ଭାଇ ଭଉଣୀଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୋଖରୀରେ ବୁଡ଼ି ଦୁଇ ଭାଇ ଭଉଣୀଙ୍କର ମୃତ୍ୟୁ ହୋଇଛି। ଏହିଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବାରିପଦା ଥାନା ମହୁଲିଆ ଗାଁ ମଝିସାହିରେ। ମୃତକମାନେ ହେଲେ ସ୍ଵର୍ଗତ ଲବ ମାଝିଙ୍କ...
ବାଦାମପାହାଡ଼ ରେଳ ଷ୍ଟେସନରୁ ୩ଟି ଟ୍ରେନର ଶୁଭାରମ୍ଭ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଦିନ ମୟୂରଭଞ୍ଜ ଜିଲ୍ଲା ବାଦାମପାହାଡ଼ ରେଳ ଷ୍ଟେସନରୁ ୩ଟି ଟ୍ରେନର ଶୁଭାରମ୍ଭ କରିଛନ୍ତି। ଏଥିରେ ଦୁଇଟି ଏକ୍ସପ୍ରେସ ଏବଂ ଗୋଟିଏ ମେମୁ...
କୁଳିଅଣାଠାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା କୁଳିଅଣାଠାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ଉଦଘାଟନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ଏହି ଅବସରରେ ରାଷ୍ଟ୍ରପତି କହିଥିଲେ, ପିଲାଦିନେ ଘର ନିକଟରେ କୌଣସି ବିଦ୍ୟାଳୟ...
ବାରିପଦାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ସୋମବାର ଦିନ ବାୟୁସେନାର ସ୍ଵତନ୍ତ୍ର ବିମାନରେ ଆସି ବାରିପଦା ପୋଲିସ ପଡ଼ିଆରେ ପହଞ୍ଚିଛନ୍ତି ରାଷ୍ଟ୍ରପତି। ସେଠାରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ...
ନଭେମ୍ବର ୨୦ରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଓଡ଼ିଶା ଆବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ନଭେମ୍ବର ୨୦ ଓ ୨୧ ତାରିଖ ଦୁଇଦିନିଆ ମୟୂରଭଞ୍ଜ ଗସ୍ତରେ ଆସିବେ ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବିଧିବଦ୍ଧ...
ଗାଡ଼ି ଯାଞ୍ଚ ବେଳେ ୨୯ କେଜି ଗଞ୍ଜେଇ ସହ ୧୨ ଲକ୍ଷ ଟଙ୍କା ଜବତ କଲା ମୟୂରଭଞ୍ଜ ପୋଲିସ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ପୋଲିସ ଓଡ଼ିଶା-ପଶ୍ଚିମବଙ୍ଗ ସୀମାରେ ଗାଡ଼ି ଯାଞ୍ଚ କରୁଥିବାବେଳେ ଗୋଟିଏ ଗାଡ଼ିରୁ ୨୯ କିଲୋଗ୍ରାମ ଗଞ୍ଜେଇ ଜବତ କରିଛି। ଏହା ସହ ସମ୍ପୃକ୍ତ...
ଶିମିଳିପାଳରେ ସର୍ଚ୍ଚ ଅପରେସନ: ୭୧ଟି ଦେଶୀ ବନ୍ଧୁକ ଜବତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ପାଦଦେଶରୁ ପୁଣି ୭୧ଟି ବେଆଇନ ଦେଶୀ ବନ୍ଧୁକ ଜବତ ହୋଇଛି। ଦ୍ଵିତୀୟ ପର୍ଯ୍ୟାୟ ସର୍ଚ୍ଚ ଅପରେସନ ବେଳେ ଜିଲ୍ଲା ପୋଲିସକୁ ମିଳିଛି ଏହି...
ଚାଲାଣ ବେଳେ ମୟୂରଭଞ୍ଜରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ବେଆଇନ ଭାବେ ଗଞ୍ଜେଇ ଚାଲାଣ ହେଉଥିବାବେଳେ ମୟୂରଭଞ୍ଜ ଜିଲ୍ଲା ଅବକାରୀ ବିଭାଗ ହାବୁଡ଼ରେ ପଡ଼ିଛି। ଗଞ୍ଜେଇ ଚାଲାଣ କରିବା ଅଭିଯୋଗରେ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ...
ବାଙ୍ଗିରିପୋଷିରେ ମର୍ମନ୍ତୁଦ ଦୁର୍ଘଟଣା: ଦୁଇ ଟ୍ରକ୍ ମଝିରେ ଚାଲିଗଲା ୨ ମହିଳାଙ୍କ ଜୀବନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦୁଇଟି ଟ୍ରକ୍ ମଝିରେ ଗୋଟିଏ କାର୍ ଚାପି ହୋଇଯିବାରୁ ଦୁଇଜଣ ମହିଳାଙ୍କର ମୃତ୍ୟୁ ହୋଇଛି। ଏହି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଘାଟି ନିକଟରେ। ଏହି ଦୁର୍ଘଟଣାରେ ୫...
ଶିମିଳିପାଳ ଅଭୟାରଣ୍ୟରେ ଆରମ୍ଭ ହେଲା ବାଘ ଗଣନା ପ୍ରକ୍ରିୟା
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟ ଏବଂ ଏହାର ପାଦଦେଶରେ ଚଳିତ ବର୍ଷ ପାଇଁ ବାଘ ଗଣନା ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ନେଇ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ...





















