ମୟୂରଭଞ୍ଜରେ କୃଷକ ସଚେତନତା ରଥର ଶୁଭାରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲାରେ ଖରିଫ‌ ଧାନ ସଂଗ୍ରହ ନିମନ୍ତେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଏକ କୃଷକ ସଚେତନତା ରଥର ଶୁଭାରମ୍ଭ କରାଯାଇଛି। ଜିଲ୍ଲାପାଳ ହେମକାନ୍ତ ସାଏ ଏହି ସଚେତନତା ରଥର...

ମୟୂରଭଞ୍ଜରେ ଆୟୋଜିତ ହେଲା ଭାରତ-ଇଟାଲୀ ବ୍ୟଞ୍ଜନ ଉତ୍ସବ 

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାରିପଦାସ୍ଥିତ ବେଲଗଡ଼ିଆ ପ୍ୟାଲେସରେ ଭାରତ-ଇଟାଲୀ ବ୍ୟଞ୍ଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏଥିରେ ଉଭୟ ଦେଶର...

ମୟୂରଭଞ୍ଜ: ଶିମିଳିପାଳ ଅଭୟାରଣ୍ୟକୁ ଆସିଲା ବାଘୁଣୀ ‘ଜିନତ’

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଶିମିଳିପାଳ ଅଭୟାରଣ୍ୟର ବ୍ୟାଘ୍ର ପ୍ରକଳ୍ପକୁ ଆସିଲା ୩ ବର୍ଷ ବୟସର ବାଘୁଣୀ ‘ଜିନତ’। ମହାରାଷ୍ଟ୍ରର ତଡ଼ବା ଜଙ୍ଗଲରୁ ଆସିଛି ଜିନତ। ନଭେମ୍ବର ୧୩ ତାରିଖ ଅପରାହ୍ଣ ୪ଟା ସମୟରେ...

ମୟୂରଭଞ୍ଜ: ହାତୀ ଗଣନା ପାଇଁ ବନବିଭାଗ ଅଧିକାରୀ ଓ କର୍ମଚାରୀଙ୍କୁ ସ୍ଵତନ୍ତ୍ର ତାଲିମ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ସମଗ୍ର ରାଜ୍ୟରେ ହାତୀ ଗଣନା କାର୍ଯ୍ୟ ନଭେମ୍ବର ୧୪, ୧୫ ଓ ୧୬ ତାରିଖ ତିନି ଦିନ ବ୍ୟାପୀ କରାଯିବ। ଏଥିପାଇଁ ମୟୂରଭଞ୍ଜ ଜିଲ୍ଲା ବାରିପଦା ବନଖଣ୍ଡ...

ମୟୂରଭଞ୍ଜରେ ସବୁ ପର୍ଯ୍ୟଟନସ୍ଥଳର ବିକାଶ କରାଯିବ – ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ପ୍ରାକୃତିକ ସମ୍ପଦରେ ଭରପୁର ମୟୂରଭଞ୍ଜ ଜିଲ୍ଲାରେ ରହିଥିବା ସମସ୍ତ ପର୍ଯ୍ୟଟସ୍ଥଳଗୁଡ଼ିକର ବିକାଶ କରାଯିବ। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି ବୋଲି କହିଛନ୍ତି...

ପର୍ଯ୍ୟଟକଙ୍କ ପାଇଁ ଆଜିଠାରୁ ପୁଣି ଖୋଲିଲା ଶିମିଳିପାଳ ଅଭୟାରଣ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଆଜି, ମଙ୍ଗଳବାରଠାରୁ ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ଶିମିଳିପାଳ ଅଭୟାରଣ୍ୟ। ଏ ନେଇ ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବ୍ୟାଘ୍ର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରକାଶ ଚାନ୍ଦ ଗୋଗିନେନି...

‘ଦାନା’ ପ୍ରଭାବ: ମୟୂରଭଞ୍ଜ ଜିଲ୍ଲାରେ ବ୍ୟାପକ ଫସଲ ନଷ୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ବାତ୍ୟା ‘ଦାନା’ ପ୍ରଭାବରେ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଛି। ଏବେ ଚିନ୍ତା ବଢ଼ାଇଛି ବନ୍ୟା ଜଳ। ପ୍ରବଳ ବର୍ଷା ଯୋଗୁଁ ଶିମିଳିପାଳ...

ମୟୂରଭଞ୍ଜ: ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାରିପଦାଠାରେ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାରତୀ ହାଁସଦାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ରାଜ୍ୟ ଗୃହ ଓ...

ଆସିଲା ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା

ଓଡ଼ିଶାଲାଇଭ୍ ବ୍ୟୁରୋ ଆସିଲା ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା। ବୁଧବାର ଦିନ ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଲେଖାଏଁ ଆସିଛି। ଦ୍ଵିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ...

ମୟୂରଭଞ୍ଜ: ଝିଙ୍କପାହାଡ଼ି ଗାଁ ପୋଖରୀରୁ ହାତୀ ଛୁଆର ମୃତଦେହ ଉଦ୍ଧାର

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶରେ ଥିବା ନାଫ୍ରି ପଞ୍ଚାୟତ ଅନ୍ତର୍ଗତ ଝିଙ୍କପାହାଡ଼ି ଗାଁ ପୋଖରୀରୁ ଗୋଟିଏ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି। ହାତୀ ଛୁଆଟିର...