ଓଡ଼ିଶାର ଆଉ ୫ଟି ଜିଲ୍ଲାରେ ଚାଲିଲା ଲକ୍ଷ୍ମୀ ବସ୍, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ଆଉ ୫ଟି ଜିଲ୍ଲାରେ ଆରମ୍ଭ ହୋଇଛି ଲକ୍ଷ୍ମୀ ବସ୍ ସେବା। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗିର, ବରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ...

ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଶିମିଳିପାଳ ଅଭୟାରଣ୍ୟରେ ଗୋଟିଏ ମହାବଳ ବାଘର ମୃତ୍ୟୁ ହୋଇଛି। ଦୁଦୁରୁଚମ୍ପାଠାରେ ମହାବଳ ବାଘର ମୃତଦେହ ଠାବ କରାଯାଇଛି। ଏ ନେଇ ଶିମିଳିପାଳ ଅଭୟାରଣ୍ୟର କ୍ଷେତ୍ର ନିର୍ଦେଶକ ପ୍ରକାଶ ଚାନ୍ଦ ଗୋଗନେନୀ ସୂଚନା...

ମୟୂରଭଞ୍ଜ: ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲଦଣ୍ଡ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ସ୍ଵତନ୍ତ୍ର ପୋକ୍ସୋ କୋର୍ଟ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଦୋଷୀ ସାବ୍ୟସ୍ତ ହୋଇଥିବା ଲାଡ଼ା ସିକୁଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ...

ପେଟ୍ରୋଲିଂ ବେଳେ ୧୨୦ କିଲୋଗ୍ରାମ ଗଞ୍ଜେଇ ଜବତ କଲା ମୟୂରଭଞ୍ଜ ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ଯଶିପୁର ଥାନା ଅନ୍ତର୍ଗତ ବାଦାମ ଛକ ନିକଟରେ ସୋମବାର ରାତିରେ ପେଟ୍ରୋଲିଙ୍ଗ ସମୟରେ ଗୋଟିଏ କାରରୁ ୧୨୦ କିଲୋଗ୍ରାମ ଗଞ୍ଜେଇ ଜବତ କରିଛି ଯଶିପୁର ଥାନା...

ଶିମିଳିପାଳ ଅଭୟାରଣ୍ୟରୁ ୫ ଜଣ ଅନୁପ୍ରବେଶକାରୀ ଗିରଫ, ବହୁ ଅସ୍ତ୍ରଶସ୍ତ୍ର ଜବତ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଶିକାର କରିବା ଉଦ୍ଦେଶ୍ୟରେ ଶିମିଳିପାଳ ଅଭୟାରଣ୍ୟ ଭିତରକୁ ଅନୁପ୍ରବେଶ କରିଥିବା ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନଙ୍କଠାରୁ ବହୁ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ...

ଶିମିଳିପାଳ ଅଭୟାରଣ୍ୟରେ ହେବ ବିଶ୍ଵର ପ୍ରଥମ କଳାବାଘ ସଫାରି

ଓଡ଼ିଶାଲାଇଭ୍ ବ୍ୟୁରୋ ଶିମିଳିପାଳ ଅଭୟାରଣ୍ୟରେ ହେବ ବିଶ୍ୱର ପ୍ରଥମ କଳାବାଘ (ମେଲାନିଷ୍ଟିକ ବାଘ) ସଫାରି। କଳାବାଘ ସଫାରି ହେବା ନେଇ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଳାବାଘ ସଫାରି ପାଇଁ...

ବାଙ୍ଗିରିପୋଷି ଦ୍ଵାରଶୁଣୀ ଘାଟି ଦୁର୍ଘଟଣା: ମୃତକଙ୍କ ପରିବାର ଲାଗି ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି...

ଓଡ଼ିଶାଲାଇଭ୍ ବ୍ୟୁରୋ ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦ୍ଵାରଶୁଣୀ ଘାଟିରେ ବୁଧବାର ସକାଳେ ଯାତ୍ରାପାର୍ଟି ଟ୍ରକ୍ ଓଲଟି ୬ ଜଣଙ୍କର ମୃତ୍ୟୁକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ମୃତକଙ୍କ ଶୋକସନ୍ତପ୍ତ...

ବାଙ୍ଗିରିପୋଷି ଦ୍ଵାରଶୁଣୀ ଘାଟିରେ ଓଲଟିଲା ଯାତ୍ରାପାର୍ଟି ଟ୍ରକ, ୬ ଜଣଙ୍କର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦ୍ଵାରଶୁଣୀ ଘାଟିରେ ବୁଧବାର ସକାଳେ ଗୋଟିଏ ଯାତ୍ରାପାର୍ଟି ଟ୍ରକ୍ ଓଲଟି ପଡ଼ିବାରୁ ୬ ଜଣଙ୍କର ମୃତ୍ୟୁ ହୋଇଛି। ଏହି ମର୍ମନ୍ତୁତ ଦୁର୍ଘଟଣାରେ ଗୁରୁତର ଆହତ ବ୍ୟକ୍ତିଙ୍କୁ ଚିକିତ୍ସା ପାଇଁ...

ମୟୂରଭଞ୍ଜରେ ଜିଲ୍ଲାସ୍ତରୀୟ କ୍ରୀଡ଼ା ଉତ୍ସବ ଉଦଯାପିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ରାଜ୍ୟ ସରକାରଙ୍କ ଆମ ଓଡ଼ିଶା ନବୀନ ଓଡ଼ିଶା ପକ୍ଷରୁ ମୟୂରଭଞ୍ଜ ଜିଲ୍ଲାରେ ଜାନୁଆରି ୧୭ ତାରିଖରୁ ଆରମ୍ଭ ହୋଇଥିବା ଜିଲ୍ଲାସ୍ତରୀୟ କ୍ରୀଡ଼ା ଉତ୍ସବ ଉଦଯାପିତ ହୋଇଯାଇଛି। ରବିବାର...

ଶିମିଳିପାଳରୁ ୨୩ଟି ଦେଶୀ ବନ୍ଧୁକ ଜବତ କଲା ମୟୂରଭଞ୍ଜ ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରୁ ୨୩ଟି ଦେଶୀ ବନ୍ଧୁକ ଜବତ କରାଯାଇଛି। ଏହି ଘଟଣାରେ ମୋଟ ୮ ଜଣଙ୍କୁ ଗିରଫ କରାଯାଇଥିବାବେଳେ ୯ଟି ଥାନାରେ ୧୪ଟି ମାମଲା...