ମୟୂରଭଞ୍ଜରେ ବଳାଙ୍ଗୀ ସାଂସ୍କୃତିକ ଜାଗରଣ ଯାତ୍ରା ଉଦଘାଟିତ: ଜିଲ୍ଲା ପରିକ୍ରମା କରିବ ମହାରାଜା ଶ୍ରୀରାମ ଚନ୍ଦ୍ର ଜ୍ୟୋତିରଥ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୁରଭଞ୍ଜ ଜିଲ୍ଲା ବାରିପଦା ଶ୍ରୀଜଗନ୍ନାଥ ମନ୍ଦିର ନିକଟରେ ବଙ୍ଗାଳୀ ସାଂସ୍କୃତିକ ଜାଗରଣ ଯାତ୍ରା ଉଦଘାଟିତ ହୋଇଯାଇଛି। ମୟୂରଭଞ୍ଜ ମହାରାଣୀ ରଶ୍ମି ରାଜ୍ୟ ଲକ୍ଷ୍ମୀ ଭଞ୍ଜଦେଓ ମୁଖ୍ୟ ଅତିଥି...
ମୟୂରଭଞ୍ଜ: ଜିଲ୍ଲା ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ର ପରିସରରେ ଅତ୍ୟାଧୁନିକ ପୁନର୍ବାସ କେନ୍ଦ୍ର ଉଦଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ମୟୂରଭଞ୍ଜ ଜିଲ୍ଲା ବାରିପଦାସ୍ଥିତ ଜିଲ୍ଲା ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ର ପରିସରରେ ଅତ୍ୟାଧୁନିକ ପୁନର୍ବାସ କେନ୍ଦ୍ର ଉଦଘାଟିତ...
ବାରିପଦା: ଓମ୍ବାଡସି ସହାୟତାରେ ତକତପୁରସ୍ଥିତ ବୈଷୟିକ ତାଲିମ ଅନୁଷ୍ଠାନର ଆଧୁନିକୀକରଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ତକତପୁରସ୍ଥିତ ଟିଟିଆଇରେ ବୈଷୟିକ ଶିକ୍ଷା ଓ ତାଲିମ ନେଇ ଦେଶ ବିଦେଶର ଶିଳ୍ପ ସଂସ୍ଥା ପାଇଁ ପ୍ରସ୍ତୁତ ହେଉଛନ୍ତି ଯୁବପିଢ଼ି
ଅତ୍ୟାଧୁନିକ ୱେଲ୍ଡିଂରେ ଉତ୍କର୍ଷ କେନ୍ଦ୍ର
ରୋବୋଟିକ୍ ଏବଂ ଭର୍ଚୁଆଲ ୱେଲ୍ଡିଂ ସିମୁଲେଟର୍ସ ବ୍ୟବସ୍ଥା...
ମୟୂରଭଞ୍ଜ: ବାରିପଦାରେ ଅଭିଯୋଗ ଶୁଣିଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାରିପଦା ପୌରପାଳିକା କାର୍ଯ୍ୟାଳୟ ପରିସରରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ...
ସୁନା ବ୍ୟବସାୟୀଙ୍କଠାରୁ ଲୁଟ୍ ଘଟଣା: ୪ ଜଣଙ୍କୁ ଗିରଫ କଲା ବାରିପଦା ପୋଲିସ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାରିପଦା ସହର ଉପକଣ୍ଠ ମଞ୍ଚାବନ୍ଧା ନିକଟରେ ଜାନୁଆରି ୨୧ ତାରିଖ ରାତିରେ ଜଣେ ସୁନା ବ୍ୟବସାୟୀଙ୍କଠାରୁ ଲୁଟ ହୋଇଥିଲା। ଏହି ମାମଲାରେ ଶନିବାର ଦିନ...
ଶିମିଳିପାଳ ଅଭୟାରଣ୍ୟରେ ବେଆଇନ ପ୍ରବେଶ, ୩ ଗିରଫ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଶିମିଳିପାଳ ଅଭୟାରଣ୍ୟ ଭିତରକୁ ଶିକାର ପାଇଁ ବେଆଇନ ଭାବେ ପ୍ରବେଶ କରିବା ଅଭିଯୋଗରେ ୩ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ଦେଶୀ ବନ୍ଧୁକ ଏବଂ ଅନ୍ୟାନ୍ୟ...
ଶିମିଳିପାଳକୁ ପୁଣି ଫେରିଲା ବାଘୁଣୀ ଜିନତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାକୁ ପୁଣି ଆସିଲା ବାଘୁଣୀ ଜିନ୍ନତ। ପଶ୍ଚିମବଙ୍ଗ ଆଲିପୁର ଚିଡ଼ିଆଖାନାରୁ ଜିନତକୁ ବନ ବିଭାଗ ଟିମ୍ ଶିମିଳିପାଳ ଆଣିଛନ୍ତି। ମହାରାଷ୍ଟ୍ରର ତଡ଼ବା ଜଙ୍ଗଲରୁ ଗତ ବର୍ଷ ନଭେମ୍ବର ୧୪ ତାରିଖରେ ମୟୂରଭଞ୍ଜ ଜିଲ୍ଲା...
ମୟୂରଭଞ୍ଜ: ମହୁମାଛି ଆକ୍ରମଣରେ ଗ୍ରାମ୍ୟ ନିର୍ମାଣ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମ୍ୟ ନିର୍ମାଣ ଉପବିଭାଜନ ବିଭାଗର କନିଷ୍ଠ ଯନ୍ତ୍ରୀ ଇଞ୍ଜିନିୟର ବିଶ୍ଵନାଥ ମୁର୍ମୁ ମହୁମାଛି ଆକ୍ରମଣରେ ପ୍ରାଣ ହରାଇଛନ୍ତି।
ବିଶ୍ଵନାଥ ମୁର୍ମୁ ରାଇରଙ୍ଗପୁରସ୍ଥିତ ସରକାରୀ ବାସଭବନରୁ ତିରିଂ...
ବାରିପଦାଠାରେ ଜିଲ୍ଲାସ୍ତରୀୟ ମୟୂରଭଞ୍ଜ ପୁସ୍ତକମେଳା ଉଦଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାରିପଦାସ୍ଥିତ ଛଉ ପଡ଼ିଆଠାରେ ୧୧ତମ ଜିଲ୍ଲାସ୍ତରୀୟ ପୁସ୍ତକ ମେଳା ଅନୁଷ୍ଠିତ ହୋଇଯାଇଛି।
ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୁସ୍ତକ...
ମୟୂରଭଞ୍ଜ ଜିଲ୍ଲାସ୍ତରୀୟ ଯୁବ ଉତ୍ସବରେ ଭାଗ ନେଲେ ୩୦୦ ଛାତ୍ରଛାତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜ ଦେଓ ବିଶ୍ଵବିଦ୍ୟାଳୟ ପରିସରରେ ନେହେରୁ ଯୁବ କେନ୍ଦ୍ର ଦ୍ଵାରା ଜିଲ୍ଲାସ୍ତରୀୟ ଯୁବ ଉତ୍ସବ ଆୟୋଜିତ ହୋଇଯାଇଛି।
ଏହି ଅବସରରେ ଆୟୋଜିତ...





















