ସୁନା ଗହଣା ଲୁଟ ଘଟଣାରରେ ୩ ଜଣଙ୍କୁ ଗିରଫ କଲା ମୟୂରଭଞ୍ଜ ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ସୁନା ଗହଣା ଲୁଟ ଘଟଣାରେ ୩ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି ମୟୂରଭଞ୍ଜ ଜିଲ୍ଲା ପୋଲିସ। ଗିରଫ ଅଭିଯୁକ୍ତମାନଙ୍କଠାରୁ ବିପୁଳ ପରିମାଣର ସୁନା ଅଳଙ୍କାର, ନଗଦ...

ତୀର୍ଥଯାତ୍ରା ଯୋଜନାରେ ଭ୍ରମଣରେ ଗଲେ ମୟୂରଭଞ୍ଜ ଜିଲ୍ଲାର ୨୪୩ ଜଣ ବରିଷ୍ଠ ନାଗରିକ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ତୀର୍ଥ ଭ୍ରମଣରେ ଯାଇଛନ୍ତି ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ୨୪୩ ଜଣ ବରିଷ୍ଠ ନାଗରିକ। ମୟୂରଭଞ୍ଜ ଜିଲ୍ଲାପାଳ ଭିନୀତ ଭରଦ୍ୱାଜ ସବୁଜ...

ଶିମିଳିପାଳରେ ପାଟ୍ରୋଲିଂ ପାଇଁ ମୁତୟନ ହେବ ୧୪ଟି ଆଧୁନିକ ଗାଡ଼ି

ଓଡ଼ିଶାଲାଇଭ୍ ବ୍ୟୁରୋ ମୟୂରଭଞ୍ଜର ଶିମିଳିପାଳ ଅଭୟାରଣ୍ୟରେ ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ବ୍ୟାପକ କରିବା ଲାଗି ମୁତୟନ ହେବ ଆଧୁନିକ ବାହନ। ଅଭୟାରଣ୍ୟରେ ପାଟ୍ରୋଲିଂ ପାଇଁ ୧୪ଟି ନୂଆ ବୋଲେରୋ କ୍ୟାମ୍ପର୍ସ ଗାଡ଼ି ନିୟୋଜିତ ହେବ। ଓଡ଼ିଶା...

ଓଡ଼ିଶା ଜୁଡିସିଆଲ ସର୍ଭିସ ପରୀକ୍ଷାରେ ସଫଳତା ହାସଲ କରିଛନ୍ତି ବାରିପଦାର ଚେତନ ଲାଢ଼ା

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଦ୍ଵାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ) ପରୀକ୍ଷା ୨୦୨୨ରେ ସଫଳତା ହାସଲ କରିଛନ୍ତି ମୟୂରଭଞ୍ଜର ଚେତନ ଲାଢ଼ା। ଚେତନ ସଫଳତା...

ମାସେ ପରେ ପୁଣି ଖୋଲିଲା ଶିମିଳିପାଳ ଅଭୟାରଣ୍ୟ, ଆନ୍ଦୋଳନରୁ ଓହରିଲେ ସ୍ଥାନୀୟ ଗ୍ରାମବାସୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ଶିମିଳିପାଳ ଅଭୟାରଣ୍ୟ। ଏକ ମାସ ଧରି ଚାଲିଥିବା ସ୍ଥାନୀୟ ଗ୍ରାମବାସୀଙ୍କ ରାସ୍ତାରୋକ ଆନ୍ଦୋଳନ ପ୍ରତ୍ୟାହୃତ ହେବାପରେ ଅଭୟାରଣ୍ୟକୁ ପୁଣି ଖୋଲାଯାଇଛି। ମୟୂରଭଞ୍ଜ...

ବାରିପଦାରେ ପୋଖରୀରେ ବୁଡ଼ି ଭାଇ ଭଉଣୀଙ୍କର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ପୋଖରୀରେ ବୁଡ଼ି ଦୁଇ ଭାଇ ଭଉଣୀଙ୍କର ମୃତ୍ୟୁ ହୋଇଛି। ଏହିଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବାରିପଦା ଥାନା ମହୁଲିଆ ଗାଁ ମଝିସାହିରେ। ମୃତକମାନେ ହେଲେ ସ୍ଵର୍ଗତ ଲବ ମାଝିଙ୍କ...

ବାଦାମପାହାଡ଼ ରେଳ ଷ୍ଟେସନରୁ ୩ଟି ଟ୍ରେନର ଶୁଭାରମ୍ଭ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଦିନ ମୟୂରଭଞ୍ଜ ଜିଲ୍ଲା ବାଦାମପାହାଡ଼ ରେଳ ଷ୍ଟେସନରୁ ୩ଟି ଟ୍ରେନର ଶୁଭାରମ୍ଭ କରିଛନ୍ତି। ଏଥିରେ ଦୁଇଟି ଏକ୍ସପ୍ରେସ ଏବଂ ଗୋଟିଏ ମେମୁ...

କୁଳିଅଣାଠାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା କୁଳିଅଣାଠାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ଉଦଘାଟନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ରାଷ୍ଟ୍ରପତି କହିଥିଲେ, ପିଲାଦିନେ ଘର ନିକଟରେ କୌଣସି ବିଦ୍ୟାଳୟ...

ବାରିପଦାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ସୋମବାର ଦିନ ବାୟୁସେନାର ସ୍ଵତନ୍ତ୍ର ବିମାନରେ ଆସି ବାରିପଦା ପୋଲିସ ପଡ଼ିଆରେ ପହଞ୍ଚିଛନ୍ତି ରାଷ୍ଟ୍ରପତି। ସେଠାରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ...

ନଭେମ୍ବର ୨୦ରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଓଡ଼ିଶା ଆବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ନଭେମ୍ବର ୨୦ ଓ ୨୧ ତାରିଖ ଦୁଇଦିନିଆ ମୟୂରଭଞ୍ଜ ଗସ୍ତରେ ଆସିବେ ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବିଧିବଦ୍ଧ...