କଂଗ୍ରେସ ଆଣିଲା ସାଂଘାତିକ ଅଭିଯୋଗ – ପାଇଖାନା ଟଙ୍କା ଚଳୁ କରୁଛନ୍ତି ସରକାରୀ ବାବୁ

ଓଡ଼ିଶାଲାଇଭ୍ ବ୍ୟୁରୋ ନବରଙ୍ଗପୁର ଜିଲ୍ଲାରେ ସ୍ୱଚ୍ଛ ଭାରତ ମିଶନ ଆଳରେ କୋଟି କୋଟି ଟଙ୍କା ବାଟମାରଣା ହେଉଥିବା ଅଭିଯୋଗ ଆଣିଛି ଜିଲ୍ଲା କଂଗ୍ରେସ। (ନବରଙ୍ଗପୁରରୁ ଗୌରାଙ୍ଗ ପାତ୍ର): ସ୍ୱଚ୍ଛ ଭାରତ ମିଶନରେ ସରକାର ଲୋକଙ୍କୁ ପାଇଖାନା...

ନବରଙ୍ଗପୁରରେ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ – ଅଧା ପଡିଥିବା ପ୍ରକଳ୍ପକୁ ଶୀଘ୍ର ସାରିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ଓଡ଼ିଶାଲାଇଭ୍ ବ୍ୟୁରୋ (ନବରଙ୍ଗପୁରରୁ ଗୌରାଙ୍ଗ ପାତ୍ର): ନବରଙ୍ଗପୁର ଜିଲ୍ଲାପାଳ ଡକ୍ଟର ଅଜିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ବୁଧବାର ଜିଲ୍ଲାରେ ନୋଡାଲ ଅଧିକାରୀମାନଙ୍କ ସହ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ସ୍ଥାନୀୟ ମିଶନ ଶକ୍ତି...

ନବରଙ୍ଗପୁର ଜିଲ୍ଲା ମିଡିଆ ୟୁନିୟନ ପକ୍ଷରୁ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ନବରଙ୍ଗପୁରରୁ ଗୌରାଙ୍ଗ ପାତ୍ର): ନବରଙ୍ଗପୁର ଜିଲ୍ଲା ମିଡିଆ ୟୁନିୟନ ପକ୍ଷରୁ ସୋମବାର ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ ହୋଇଛି। ସ୍ଥାନୀୟ ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ୟୁନିୟନ ସଭାପତି ସୁଶାନ୍ତ...

ନବରଙ୍ଗପୁର: ସାହିତ୍ୟିକ ଭାଗୀରଥି ପାତ୍ରଙ୍କ ୮୨ ତମ ଜୟନ୍ତୀ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ନବରଙ୍ଗପୁରରୁ ଗୌରାଙ୍ଗ ପାତ୍ର): ନବରଙ୍ଗପୁର ଜିଲ୍ଲାର ସାହିତ୍ୟିକ ଭାଗୀରଥି ପାତ୍ରଙ୍କ ୮୨ ତମ ଜନ୍ମ ଜୟନ୍ତୀ ପାଳିତ। ଗୁରୁବାର ନବରଙ୍ଗପୁରର ସ୍ଥାନୀୟ ତୃପ୍ତି ହୋଟେଲ ପରିସରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନବରଙ୍ଗପୁର: ଡାକ୍ତରଙ୍କ ବଦଳି ବାତିଲ କରିବା ନେଇ ଧାରଣାରେ ବସିଲେ ଗ୍ରାମବାସୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ନବରଙ୍ଗପୁରରୁ ଗୌରାଙ୍ଗ ପାତ୍ର): ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କ ବଦଳି ନେଇ ଜନ ଅସନ୍ତୋଷ ତେଜିବାରେ ଲାଗିଛି। ଏଥିପାଇଁ ବୁଧବାର ତେନ୍ତୁଳିଖୁଣ୍ଟି ମାନବ ସେବା ଗ୍ରୁପର ମୁଖ୍ୟ ଅଖିଳ...

ଅବହେଳିତ ଅବସ୍ଥାରେ ପାପଡାହାଣ୍ଡି ଶିଶୁ ଉଦ୍ୟାନ, ଖତ ଖାଇଲାଣି ଲକ୍ଷାଧିକ ଟଙ୍କାର ଉପକରଣ

ଓଡ଼ିଶାଲାଇଭ୍‌ ବ୍ୟୁରୋ (ନବରଙ୍ଗପୁରରୁ ଗୌରାଙ୍ଗ ପାତ୍ର): ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ସଦର ମହକୁମାଠାରେ ଥିବା ଶିଶୁ ଉଦ୍ୟାନ ଏବେ ଅବହେଳିତ ହୋଇପଡ଼ିଛି। ଉଦ୍ୟାନରେ ଲକ୍ଷାଧିକ ଟଙ୍କାର ଉପକରଣ ଖତ ଖାଇଲାଣି। କିନ୍ତୁ ଏ...

ନବରଙ୍ଗପୁର: ଟ୍ରାକ୍ଟର ସାଇଲେନ୍ସରରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଧାନ ନଷ୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ (ନବରଙ୍ଗପୁରରୁ ଗୌରାଙ୍ଗ ପାତ୍ର): ନବରଙ୍ଗପୁର ଜିଲ୍ଲା ପାପଡ଼ା‌ହାଣ୍ଡି ବ୍ଲକ୍ ନିକଟସ୍ଥ ତୁମ୍ଵର୍ଲା ଗାଁରେ ଟ୍ରାକ୍ଟର ସାଇଲେନ୍ସରରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଧାନ ନଷ୍ଟ ହୋଇଛି। ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି...

ନବରଙ୍ଗପୁରରେ ଜିଲ୍ଲାସ୍ତରୀୟ ଖରିଫ୍ ଧାନ ସଂଗ୍ରହ କମିଟି ବୈଠକ

ଓଡ଼ିଶାଲାଇଭ୍ ବ୍ୟୁରୋ (ନବରଙ୍ଗପୁରରୁ ଗୌରାଙ୍ଗ ପାତ୍ର): ନବରଙ୍ଗପୁରରେ ବୁଧବାର ଜିଲ୍ଲାସ୍ତରୀୟ ଖରିଫ୍ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଛି। ନବରଙ୍ଗପୁର ମିଶନ ଶକ୍ତି ସଭା ଗୃହରେ ହୋଇଥିବା ଏହି ବୈଠକରେ ଜିଲ୍ଲାପାଳ ଡକ୍ଟର...

ନବରଙ୍ଗପୁରରେ ଇନ୍ଦିରାଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ – ଚାଷୀ ବିଧେୟକ ବିଲ୍ ବିରୁଦ୍ଧରେ କଂଗ୍ରେସର ସତ୍ୟାଗ୍ରହ

ଓଡ଼ିଶାଲାଇଭ୍ ବ୍ୟୁରୋ (ନବରଙ୍ଗପୁରରୁ ଗୌରାଙ୍ଗ ପାତ୍ର): ଆଜି ସର୍ବଭାରତୀୟ ସ୍ତରରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଏବଂ ଭାରତରତ୍ନ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୪୬ ତମ ଜନ୍ମ ଜୟନ୍ତୀ ପାଳନ କରାଯାଇଛି।...

ନବରଙ୍ଗପୁର: ଧାନ ଅମଳରେ ଦାଉ ସାଧିଛି ବର୍ଷା, କ୍ଷେତରେ ପଡ଼ିରହିଛି ପାଚିଲା ଧାନ

ଓଡ଼ିଶାଲାଇଭ୍ ବ୍ୟୁରୋ (ନବରଙ୍ଗପୁରରୁ ଗୌରାଙ୍ଗ ପାତ୍ର): ନବରଙ୍ଗପୁର ଜିଲ୍ଲାରେ ଏବେ ଧାନ ଅମଳ ସମୟ ପାଖେଇ ଆସୁଥିବା ବେଳେ ବର୍ଷା ଦାଉ ସାଧିଛି। ଚାଷୀକୁଳ ଅମଳ ପାଇଁ ସଜବାଜ ହେଉଛନ୍ତି, କିନ୍ତୁ ବର୍ଷା ଯୋଗୁଁ...