ରାଜ୍ୟପାଳ ରଘୁବର ଦାସଙ୍କ ନୟାଗଡ଼ ଗସ୍ତ, ଲୋକଙ୍କୁ ଭେଟିବା ସହ ବିଭିନ୍ନ ଯୋଜନାର କଲେ ସମୀକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ): ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ସୋମବାର ନୟାଗଡ଼ ଜିଲ୍ଲା ଗସ୍ତରେ ଆସି ଲୋକମାନଙ୍କ ସହ କଥା ହେବା ସହ ବିଭିନ୍ନ ଯୋଜନା ବାବଦରେ ପଚାରି ବୁଝିଛନ୍ତି। ଏହାସହ...

ଦଶପଲ୍ଲା ଷ୍ଟେସନରୁ ଗଡ଼ିଲା ଟ୍ରେନ, ଉଦଘାଟନ କଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ

ଓଡ଼ିଶାଲାଇଭ୍ ବ୍ୟୁରୋ ବହୁତ ଦିନର ଅପେକ୍ଷା ପରେ ନୟାଗଡ଼ ଜିଲ୍ଲା ଦଶପଲ୍ଲାରୁ ଗଡ଼ିଲା ଟ୍ରେନ। ଶନିବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ଦଶପଲ୍ଲା ରେଳ ଷ୍ଟେସନର ଉଦଘାଟନ କରିବା ସହ ପତାକା ଦେଖାଇ ଏଠାରୁ...

ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ସାମିଲ ହେବାକୁ କଣ୍ଟିଲୋ ନୀଳମାଧବ ମନ୍ଦିରକୁ ନିମନ୍ତ୍ରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକର୍ପଣ ଉତ୍ସବ। ଏହି ଭବ୍ୟ ସମାରୋହରେ ସାମିଲ ହେବା ଲାଗି ପୁରୀ ଶ୍ରୀମନ୍ଦିରରୁ ନୟାଗଡ଼ ଜିଲ୍ଲା କଣ୍ଟିଲୋ ନୀଳମାଧବ ମନ୍ଦିରକୁ ଆସିଛି ନିୟନ୍ତ୍ରଣ।...

ନୟାଗଡ଼ରେ ଆହତ ଦନ୍ତାହାତୀର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ): ନୟାଗଡ଼ ଜିଲ୍ଲା ରଣପୁର ବନାଞ୍ଚଳରେ ଗୋଟିଏ ଆହତ ଦନ୍ତାହାତୀର ମୃତ୍ୟୁ ହୋଇଛି। ଦନ୍ତାହାତୀଟିର ଗୋଡ଼ରେ ଆଘାତ ଲାଗିଥିବାରୁ ଗତ ୩ ଦିନ ଧରି ନନ୍ଦନକାନନର ବିଜେଶଷଜ୍ଞ ଦଳ...

ଗିରଫ ହେଲେ ନୟାଗଡ଼ ସବ୍‌ ରେଜିଷ୍ଟ୍ରାର ଶାଶ୍ୱତ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ): ନୟାଗଡ଼ ଜିଲ୍ଲା ସବ୍‌ ରେଜିଷ୍ଟ୍ରାର ଶାଶ୍ୱତ ପଟ୍ଟନାୟକଙ୍କୁ ଗୁରୁବାର ଦିନ ଗିରଫ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ତାଙ୍କୁ ଗିରଫ...

ଭିଜିଲାନ୍ସ ଜାଲରେ ନୟାଗଡ଼ ସବ୍‌ ରେଜିଷ୍ଟ୍ରାର ଶାଶ୍ୱତ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ): ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ନୟାଗଡ଼ ଜିଲ୍ଲା ସବ୍‌ ରେଜିଷ୍ଟ୍ରାର ଶାଶ୍ୱତ ପଟ୍ଟନାୟକ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଶାଶ୍ୱତ ପଟ୍ଟନାୟକଙ୍କ ୬ଟି ଠିକଣା...

ନୟାଗଡ଼: ସ୍ତ୍ରୀର କଟାମୁଣ୍ଡ ଧରି ଥାନାରେ ସ୍ବାମୀର ଆତ୍ମସମର୍ପଣ

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ): ସ୍ତ୍ରୀର କଟାମୁଣ୍ଡଧରି ଥାନାରେ ପହଞ୍ଚିଲେ ସ୍ବାମୀ। ଏଭଳି ଚାଞ୍ଚଲ୍ୟକର ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଜିଲ୍ଲା ବାଣିଗୋଛା ଥାନା ବିଡ଼ାପାଜୁ ଗାଁରେ। ବିଡ଼ାପାଜୁ ଗ୍ରାମର ଅର୍ଜୁନ ବାଘ...

ନୟାଗଡ଼: ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ଭାଇ

ଓଡ଼ିଶାଲାଇଭ୍ ବ୍ୟୁରୋ ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଦୁଇ ଭାଇଙ୍କର ମୃତ୍ୟୁ ହୋଇଛି। ସୋମବାର ଦିନ ଏହି ଅଭାବନୀୟ ଘଟଣା ଘଟିଛି ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ ଅଭିମାନପୁର ଗାଁରେ। ମୃତ ଦୁଇଜଣ...

ଅପହଞ୍ଚ ଗାଁ ଦଶପଲ୍ଲା ନିର୍ବାଚନମଣ୍ଡଳୀର ଢିପିସାହି

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ): ନୟାଗଡ଼ ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ମଧ୍ୟରୁ ଦଶପଲ୍ଲା ବିଧାନସଭା ନିର୍ବାଚନମଣ୍ଡଳୀର ଅନେକ ଅଞ୍ଚଳରେ ଏବେ ବି ବିକାଶର ପାଦ ପଡ଼ିନାହିଁ। ଆଜିବି ଅନେକ ଗାଁ ମୌଳିକ ସୁବିଧା...

ନୟାଗଡ଼: ଅପହୃତା ଯୁବତୀ ଉଦ୍ଧାର, ୪ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ): ନୟାଗଡ଼ ସହରର ଏକ ଘରୋଇ କ୍ଲିନିକରେ କାମ କରୁଥିବା ଜଣେ ଯୁବତୀଙ୍କୁ ଅପହରଣ କରିନେବା ଘଟଣାରେ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ନୟାଗଡ଼ ସଦର ଥାନା ପୋଲିସ।...