ଜନ୍ମ ଜୟନ୍ତୀରେ ବିଜୁ ବାବୁଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ବିଜୁ ବାବୁଙ୍କୁ ମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେ ନିଜର...
ଆଜି ଶତାବ୍ଦୀ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜୟନ୍ତୀ
ଓଡ଼ିଶାଲାଇଭ୍ ବ୍ୟୁରୋ
https://youtu.be/zwF5uykPmjQ
ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ବାର୍ଷିକୀ ଅବସରରେ ଓଡ଼ିଶାଲାଇଭ୍ର ଶ୍ରଦ୍ଧାଞ୍ଜଳି।
ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବ୍ୟକ୍ତିତ୍ୱ ଓ କର୍ମମୟ ଜୀବନର ପରିସୀମା ଥିଲା ଅନେକ ବ୍ୟାପକ। ଓଡ଼ିଶା...
ଓଡ଼ିଶାରେ ବଢ଼ି ଚାଲିଛି ତାତି: ୩୯ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ସାରା ଓଡ଼ିଶାରେ ଏବେ ବଢ଼ି ଚାଲିଛି ଖରାର ପ୍ରକୋପ। ଧୀରେ ଧୀରେ ତାତି ବଢ଼ିବାରେ ଲାଗିଛି। ଅଧିକାଂଶ ଅଞ୍ଚଳରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି। ମଙ୍ଗଳବାର ୯ଟି ସହରର ତାପମାତ୍ରା...
ବିଜୁ ବାବୁଙ୍କ ଜୟନ୍ତୀ ଉତ୍ସବରେ ଯୋଗଦେବାକୁ ନବୀନଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀ ଉତ୍ସବରେ ଯୋଗଦେବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମାର୍ଚ୍ଚ ୫ରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ...
ବାଲେଶ୍ଵର: ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ୧୫ ଦିନିଆ ପ୍ରଶିକ୍ଷଣ ଶିବିର ଉଦଯାପିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଫକୀରମୋହନ ବିଶ୍ଵବିଦ୍ୟାଳୟ ଅଧୀନ ବିଭିନ୍ନ ମହାବିଦ୍ୟାଳୟରେ ଅଧ୍ୟୟନରତ ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀଙ୍କ ପାଇଁ ଉତ୍କର୍ଷ କେନ୍ଦ୍ର ଏବଂ ବାୟୋ-ଉତ୍ସ ପରିଚାଳନା କେନ୍ଦ୍ର ଦ୍ଵାରା ଆୟୋଜିତ ୧୫...
କିଟ୍ରେ ନେପାଳ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା: ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ଏନଏଚଆରସି
ଓଡ଼ିଶାଲାଇଭ୍ ବ୍ୟୁରୋ
କିଟ୍ କ୍ୟାମ୍ପସରେ ନେପାଳ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ଥମିବାର ନାଁ ନେଉନି। ଏହି ଘଟଣାକୁ ୧୭ ଦିନ ବିତିଥିବା ବେଳେ ଏପର୍ଯ୍ୟନ୍ତ ସଠିକ ତଦନ୍ତ ହୋଇପାରି ନାହିଁ। ଏହି ଘଟଣାର ଟିକିନିଖି...
ଓଡ଼ିଶାରେ ପଞ୍ଚାୟତିରାଜ ଦିବସ ପାଳନକୁ ନେଇ ଘନଉଛି ରାଜନୀତି: ବିଜେପି ଉପରେ ବର୍ଷିଲା ବିଜେଡ଼ି
ଓଡ଼ିଶାଲାଇଭ୍ ବ୍ୟୁରୋ
ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ପାଳନ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏହାକୁ ନେଇ ତେଜିବାରେ ଲାଗିଛି ରାଜନୀତି। ସରକାରଙ୍କୁ ତୀବ୍ର ସମାଲୋଚନା କରିଛି ବିରୋଧୀ ବିଜେଡି।...
ହାର୍ଟ ଆଟାକ୍ ଚିକିତ୍ସା ପରେ କେମିତି ନେବେ ଯତ୍ନ?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=UnujYas1jlw
ଥରେ ହାର୍ଟ ଆଟାକ୍ର ଚିକିତ୍ସା ପରେ ଯଦି ହାର୍ଟର ଯତ୍ନ ନିଆ ନଯାଏ, ପୁଣି ଥରେ ହାର୍ଟ ଆଟାକ୍ ହେବାର ଆଶଙ୍କା ରହିଛି। ତେଣୁ ହାର୍ଟ ଆଟାକ୍ର ଚିକିତ୍ସା ପରେ...
ବିଦେଶୀ ମହିଳାଙ୍କ ଜଙ୍ଘରେ ମହାପ୍ରଭୁ ଜଗନ୍ନାଥଙ୍କ ଟାଟୁ ଘଟଣା: ଦୁଇ ଅଭିଯୁକ୍ତ ଗିରଫ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜଣେ ବିଦେଶୀ ମହିଳାଙ୍କ ଜଙ୍ଘରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଟାଟୁ କୁଟେଇବାକୁ ନେଇ ତେଜୁଛି ବିବାଦ। ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ। ଗିରଫ ଅଭିଯୁକ୍ତ ହେଲେ...
ଭୁବନେଶ୍ଵର: ଆଇସିଏସଏସଏସଆର ପକ୍ଷରୁ ସାହିତ୍ୟ ସନ୍ଧ୍ୟା ଓ କବିତା ଆସର ଅନୁଷ୍ଠିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(କୃଷ୍ଣ କୁମାର ମହାନ୍ତି): ଆଇସିଏସଏସଏସଆର ଆନୁକୂଲ୍ୟରେ ଭୁବନେଶ୍ଵର ସହିଦନଗରସ୍ଥିତ ଜେହୋବା ଗ୍ରୁପ ସମ୍ମିଳନୀ କକ୍ଷଠାରେ ଏକ ସାହିତ୍ୟ ସନ୍ଧ୍ୟା ଓ କବିତା ଆସର ଅନୁଷ୍ଠିତ ହୋଇଯାଇଛି।
ଅବସରପ୍ରାପ୍ତ ଆଇଏଏସ ଅଫିସର ତଥା ସାହିତ୍ୟିକ...





















