‘ଷ୍ଟାର୍ଟଅପ୍ ଷ୍ଟୋରି’ – ଜାଣନ୍ତୁ ଯୁବ ଓଡ଼ିଆ ଉଦ୍ୟୋଗୀ ଆଶିଷ ମହାପାତ୍ରଙ୍କ ସଫଳତାର କାହାଣୀ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=Z5u89fn4eJQ ଓଡ଼ିଶାଲାଇଭ୍ ପ୍ରସ୍ତୁତ ‘ଷ୍ଟାର୍ଟଅପ୍ ଷ୍ଟୋରି’ ଭିଡିଓ ସିରିଜରେ ଯୁବ ଓଡ଼ିଆ ଉଦ୍ୟୋଗୀ ତଥା ‘ଅଫ୍‌ବିଜିନେସ୍’ର ସହପ୍ରତିଷ୍ଠାତା ଓ ସିଇଓ ଆଶିଷ ମହାପାତ୍ରଙ୍କ ସହ ସୁବ୍ରତ ବାଗ୍‌ଚୀଙ୍କ ବାର୍ତ୍ତାଳାପ ଆସନ୍ତୁ ଦେଖିବା। ‘ଓଡ଼ିଶାଲାଇଭ୍’ର ଓ୍ୱେବ ସିରିଜ୍‌...

ଓଡ଼ିଶାରେ ଏପ୍ରିଲ ମାସରୁ ପାର୍ଟ ପ୍ଲଟ ପଞ୍ଜୀକରଣ – ରାଜସ୍ୱ ମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏପ୍ରିଲ ମାସରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ। ଏନେଇ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଡ୍ରାଫ୍ଟ ପ୍ରସ୍ତୁତ କରାଯାଇ ରାଜସ୍ୱ ବିଭାଗକୁ ଦିଆଯାଇଛି।...

ନବ ଦାସ ହତ୍ୟା ମମଲା: ଆଜି କ୍ରାଇମବ୍ରାଞ୍ଚରେ ହାଜର ହେଲେନି ଦୀପାଳି ଦାସ

ଓଡ଼ିଶାଲାଇଭ୍ ବ୍ୟୁରୋ ପୂର୍ବତନ ସ୍ଵାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାରେ ପୁଣି ଖୋଳତାଡ଼ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ। ଏହି ମାମଲାକୁ ନେଇ ସ୍ଵର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସ ଓ ପୁଅ ବିଶାଳ...

‘ଓଡ଼ିଆ ବିଭବ’ ଡିଜିଟାଲ ପାଠାଗାରରେ ୧୫ ହଜାର ବହି ସଂରକ୍ଷିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିର ସମୟରେ ଡିଜିଟାଇଜେସନ ଆଡ଼କୁ ଅଗ୍ରସର ହେଉଛି ଭାରତ। ଗୋଟିଏ କ୍ଲିକ୍‌ରେ ଦୁନିଆ ଯାକର ଖବର ମିଳିଯାଉଛି। ଏଭଳି ସମୟରେ ‘ଓଡ଼ିଆ ବିଭବ’ ୱେବ୍‌ସାଇଟ୍ ଡିଜିଟାଲ ପାଠାଗାର ଏକ ନୂଆ ସାଧନ...

ସୁସ୍ଥ ରହିବା ପାଇଁ କେଉଁ ଖାଦ୍ୟ ଖାଇବା ଆବଶ୍ୟକ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=suyacv6W_as&t=184s ବର୍ତ୍ତମାନ ସମୟରେ ମଣିଷ ଏକ ବ୍ୟସ୍ତବହୁଳ ଜୀବନ ଦେଇ ଗତି କରୁଛି। ଭୋକ ଲାଗିଲା ମାତ୍ରେ ପୋଷଣଯୁକ୍ତ ଖାଦ୍ୟ ପରିବର୍ତ୍ତେ ବାହାର ତେଲ ମସଲା ଯୁକ୍ତ ଖାଦ୍ୟ ଖାଉଛନ୍ତି। ଫଳରେ...

ଭୁବନେଶ୍ୱରରେ ‘ଓଡ଼ିଶା ଅପରେଟିଭ୍ ଆର୍ଥ୍ରୋସ୍କୋପି କୋର୍ସ ୨୦୨୫’ର ଶୁଭାରମ୍ଭ  

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରରେ ‘ଓଡ଼ିଶା ଅପରେଟିଭ୍ ଆର୍ଥ୍ରୋସ୍କୋପି କୋର୍ସ ୨୦୨୫’ର (ଓଓଏସି) ଶୁଭାରମ୍ଭ ହୋଇଛି। ଓଡ଼ିଶା ଆର୍ଥ୍ରୋସ୍କୋପି ସୋସାଇଟି ଏବଂ କଳିଙ୍ଗ ହସ୍ପିଟାଲର ମିଳିତ ଆନୁକୁଲ୍ୟରେ ଏହାର ଆୟୋଜନ  କରାଯାଉଛି। ରବିବାର ଉପମୁଖ୍ୟମନ୍ତ୍ରୀ କନକ...

ଓଡ଼ିଶାରେ ବଢ଼ି ଚାଲିଛି ତାତି: ୩୭ ଡିଗ୍ରୀ ଉପରେ ୧୦ ସହର

ଓଡ଼ିଶାଲାଇଭ୍ ବ୍ୟୁରୋ ସାରା ଓଡ଼ିଶାରେ ଏବେ ଉପରମୁହାଁ ହେବାରେ ଲାଗିଛି ପରାଦ। ଧୀରେ ଧୀରେ ତାତି ବଢ଼ିବାରେ ଲାଗିଛି। ଅଧିକାଂଶ ଅଞ୍ଚଳରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି। ରବିବାର ୧୦ ସହରର ତାପମାତ୍ରା...

ସମୟ ପୂର୍ବରୁ ପ୍ରସବ କାହିଁକି ହୁଏ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=Db1iF0zXS4I ୩୭ ସପ୍ତାହ ପୂର୍ବରୁ ପ୍ରସବ ହେବାକୁ ପ୍ରିଟର୍ମ ଡେଲିଭରି କୁହାଯାଏ। ସାଧାରଣତଃ ଗର୍ଭାବସ୍ଥାରେ ଉଚ୍ଚରକ୍ତଚାପ, ମୋଟାପଣ ବା ଅନ୍ୟାନ୍ୟ ସବୁ କାରଣ ଥିଲେ ସମୟ ପୂର୍ବରୁ ପ୍ରସବ ହୋଇଥାଏ। ଏହା...

ଖୋଲିଲା ପୋର୍ଟାଲ: ରାସନ କାର୍ଡ ପାଇଁ ଆଜିଠୁ କରନ୍ତୁ ଆବେଦନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାସନ କାର୍ଡରୁ ବାଦ ପଡ଼ିଥିବା ହିତାଧିକାରୀଙ୍କ ପାଇଁ ଖୁସି ଖବର। ରାସନ କାର୍ଡ ଆବେଦନ ପାଇଁ ମାର୍ଚ୍ଚ ୧ ତାରିଖରୁ ଖୋଲିଲା ପୋର୍ଟାଲ। ନୂଆ ରାସନ କାର୍ଡରୁ ବାଦ ପଡ଼ିଥିବା ହିତାଧିକାରୀ...

ଭୁବନେଶ୍ଵରରେ ୟୁସିସିଆଇଏଲ୍ ପକ୍ଷରୁ ଆୟୋଜିତ ହେଲା ଫୁଡ୍ ଫେଷ୍ଟିଭାଲ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍କଳ ଚାମ୍ବର ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡ (ୟୁସିସିଆଇଏଲ୍) ପକ୍ଷରୁ ଆୟୋଜିତ ହୋଇଯାଇଛି ଫୁଡ୍ ଫେଷ୍ଟିଭାଲ। ୟୁସିସିଆଇଏଲ୍ ନାରୀଶକ୍ତି କମିଟି ଏବଂ ଲେଡିଜ୍ ଫୋରମର ମିଳିତ ପ୍ରୟାସରେ ଶୁକ୍ରବାର ଦିନ...