ରାଜ୍ୟସ୍ତରୀୟ ଚିତ୍ରକଳା ପ୍ରଦର୍ଶନୀ ‘ଐକ୍ୟମ୍’ରେ ସ୍ଥାନିତ ହେଲା ୨୪ ଚିତ୍ରଶିଳ୍ପୀଙ୍କ ନିଆରା କଳାକୃତି

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଓଡ଼ିଶାର ଚିତ୍ରଶିଳ୍ପୀମାନଙ୍କୁ ଉତ୍ସାହିତ କରିବା ଲାଗି ସମ୍ବଲପୁରସ୍ଥିତ ଓଡ଼ିଶା ଲଳିତ କଳା ଏକାଡେମୀ ଆଞ୍ଚଳିକ ଆର୍ଟ ଗ୍ୟାଲେରିରେ ରାଜ୍ୟସ୍ତରୀୟ ଚିତ୍ରକଳା ପ୍ରଦର୍ଶନ ‘ଐକ୍ୟମ୍’ ଆୟୋଜିତ ହୋଇଯାଇଛି।...

‘ଯାଆଁଳା ତୋଟା’ ଉପନ୍ୟାସ ଓଡ଼ିଆ ଅସ୍ମିତାର ବାର୍ତ୍ତାବହ – ସୂର୍ଯ୍ୟବଂଶୀ ସୂରଜ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବିଶିଷ୍ଟ ଔପନ୍ୟାସିକ କାଳନ୍ଦୀ ସାମଲଙ୍କ ରଚିତ ଉପନ୍ୟାସ ‘ଯାଆଁଳା ତୋଟା’ ଉପରେ ଏକ ଅଲୋଚନାଚକ୍ର ଭୁବନେଶ୍ୱରରେ ଆୟୋଜିତ ହୋଇଛି। ଏହି ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି...

ଆସନ୍ତାକାଲି ମହାଶିବରାତ୍ରୀ, ଶିବ ମନ୍ଦିରମାନଙ୍କରେ ଜୋରସୋର ଚାଲିଛି ପ୍ରସ୍ତୁତି

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି, ବୁଧବାର ଦିନ ମହାଶିବରାତ୍ରୀ। ଏଥିପାଇଁ ରାଜ୍ୟର ସମସ୍ତ ଶିବମନ୍ଦିରମାନଙ୍କରେ ଜୋରସୋର ଚାଲିଛି ପ୍ରସ୍ତୁତି। ଭୁବନେଶ୍ଵରସ୍ଥିତ ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ମହାଶିବରାତ୍ରୀ ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି। ଲିଙ୍ଗରାଜ ମନ୍ଦିର ପରିସରରେ ଭକ୍ତଙ୍କ...

ସୁସ୍ଥ ଶରୀର ପାଇଁ ରାତିରେ ଭଲ ନିଦ କେତେ ଜରୁରୀ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=uvJ8sSRapHo ଜୀବନଶୈଳୀରେ ପରିବର୍ତ୍ତନ, କାର୍ଯ୍ୟବ୍ୟସ୍ତତା, ମାନସିକ ଚାପ ଯୋଗୁଁ ଅଧିକାଂଶ ଲୋକଙ୍କୁ ସଠିକ ଭାବେ ନିଦ ହୋଇପାରୁ ନାହିଁ। ଫଳରେ ଦିନ ତମାମ ଥକ୍କାପଣ, କୌଣସି କାମରେ ମନ ନଲାଗିବା ତଥା...

ମହାଶିବରାତ୍ରୀ ପାଇଁ ଲିଙ୍ଗରାଜ ମନ୍ଦିର ଅଞ୍ଚଳରେ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି ମହାଶିବରାତ୍ରୀ। ଚଳଚଞ୍ଚଳ ହୋଇଛି ରାଜ୍ୟର ସବୁ ଶୈବ ପୀଠ। ଜଗରରେ ଭୁବନେଶ୍ୱର ସ୍ଥିତ ଲିଙ୍ଗରାଜ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ମନ୍ଦିର...

ଓଡ଼ିଶାରେ ପୁଣି ଖରା, ୨ରୁ ୩ ଡିଗ୍ରୀ ବଢ଼ିବ ହାରାହାରି ତାପମାତ୍ରା!

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ କିଛି ଦିନର ବର୍ଷା ପରେ ଏବେ ପୁଣି ବଢ଼ିବାକୁ ଯାଉଛି ତାତି। ଆସନ୍ତା ୪ ଦିନ ରାଜ୍ୟରେ ପାଗ ଶୁଖିଲା ରହିବାର ସମ୍ଭାବନା ରହିଛି। ଏହାପରେ ହାରାହାରି ତାପମାତ୍ରା ୨ରୁ...

ଭୁବନେଶ୍ଵରରେ ଆରମ୍ଭ ହେଲା ଓଡ଼ିଶା ଟ୍ରାଭେଲ ବଜାର-୨୦୨୫

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରରେ ଆରମ୍ଭ ହେଲା ଓଡ଼ିଶା ଟ୍ରାଭେଲ ବଜାର-୨୦୨୫। ସୋମବାର ସନ୍ଧ୍ୟାରେ ଓଡ଼ିଶା ଟ୍ରାଭେଲ ବଜାରକୁ ବିଧିବଦ୍ଧ ଭାବେ ଉଦଘାଟନ କରିଛନ୍ତି କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ। ଓଡ଼ିଶାର ପର୍ଯ୍ୟଟନ...

ମହାଶିବରାତ୍ରୀ: ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ

ଓଡ଼ିଶାଲାଇଭ୍ ବ୍ୟୁରୋ ଫେବ୍ରୁଆରି ୨୬ ତାରିଖ ବୁଧବାର ମହାଶିବରାତ୍ରୀ। ବୁଧବାର ରାତି ୧୦ଟାରେ ଭୁବନେଶ୍ଵରସ୍ଥିତ ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ। ମନ୍ଦିର ଦଧିନୌତି ଉପରେ ମହାଦୀପ ସ୍ଥାପନ କରାଯିବ ବୋଲି...

ବାଲେଶ୍ଵର: ବିଶିଷ୍ଟ କଥାକାର ବସନ୍ତ ଶତପଥୀଙ୍କ ଶ୍ରାଦ୍ଧ ଦିବସ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ଜିଲ୍ଲା ଫକୀରମୋହନ ସାହିତ୍ୟ ପରିଷଦ ଆନୁକୂଲ୍ୟରେ ବିଶିଷ୍ଟ କଥାକାର ବସନ୍ତ ଶତପଥୀଙ୍କ ୩୧ ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ପରିଷଦ ସଭାପତି ଡକ୍ଟର ସୁବାସ...

ନନ୍ଦନକାନନକୁ ଆସିଲା ନୂଆ ଅତିଥି: ଅଙ୍କିତା ଗର୍ଭରୁ ଜନ୍ମ ନେଲା ବାଘ ଶାବକ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଲା ନୂଆ ଅତିଥି। ବାଘୁଣୀ ଅଙ୍କିତା ଗର୍ଭରୁ ଜନ୍ମ ନେଲା ବାଘ ଶାବକ। ନନ୍ଦନକାନନରେ ଏବେ ବାଘ ସଂଖ୍ୟା ୨୮କୁ ବୃଦ୍ଧି ହୋଇଛି। ନନ୍ଦନକାନନ କର୍ତ୍ତୃପକ୍ଷଙ୍କ...