କିଟ୍ରେ ନେପାଳ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା: ତିନିଦିନିଆ ରିମାଣ୍ଡରେ ଗଲେ ଅଭିଯୁକ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରସ୍ଥିତ କିଟ୍ ବିଶ୍ୱ ବିଦ୍ୟାଳୟର ହଷ୍ଟେଲରେ ବି.ଟେକ୍ ତୃତୀୟ ବର୍ଷର ନେପାଳ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ଦିନକୁ ନେଇ ଦିନ ବିବାଦ ବଢ଼ି ଚାଲିଛି। ଏହି ଘଟଣାରେ ଗିରଫ ହୋଇ ଜେଲ...
ଲିଭର ରୋଗ କାହିଁକି ହୁଏ?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=a8dbdOyVEnM
ସୁସ୍ଥ ଲିଭର, ସୁସ୍ଥ ଶରୀର। ଲିଭରକୁ ସୁସ୍ଥ ରଖିବା ନିହାତି ଜରୁରୀ। କାରଣ ଲିଭର ଖରାପ ହେଲେ ଲିଭର ଟ୍ରାନ୍ସପ୍ଲାଣ୍ଟର ଆବଶ୍ୟକତା ମଧ୍ୟ ପଡ଼ିପାରେ।
ତେବେ ଲିଭର ଜନିତ ରୋଗ ହେବାର...
ଭୁବନେଶ୍ୱର ବିମାନବନ୍ଦରକୁ ମିଳିବ ନୂଆ ଟର୍ମିନାଲ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଆରମ୍ଭ ହେବ ତୃତୀୟ ଟର୍ମିନାଲ। ଆଗାମୀ ୨ରୁ ୩ ମାସ ମଧ୍ୟରେ ଟର୍ମିନାଲ ୩ର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ୩୦ ହଜାର ବର୍ଗ...
ଓଡ଼ିଶାରେ ଆଜିଠୁ ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଆଜି, ଶୁକ୍ରବାରଠାରୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ଚଳିତ ବର୍ଷ ରାଜ୍ୟରେ ମୋଟ ୫ ଲକ୍ଷ ୨୨ ହଜାର ୩୩୬ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି। ଫେବ୍ରୁଆରି ୨୧ ତାରିଖରୁ...
ରେଳବାଇର ଉତ୍ତରପୂର୍ବ ଜୋନରେ ୧୧୦୪ଟି ‘ଆପ୍ରେଣ୍ଟିସ୍’ ପଦବୀ ପାଇଁ ଆବେଦନ ଜାରି, ଫେବ୍ରୁଆରି ୨୩ ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ରେଳବାଇର ଉତ୍ତରପୂର୍ବାଞ୍ଚଳ (ଏନଇଆର) ଜୋନରେ ଅନେକ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଉତ୍ତରପୂର୍ବାଞ୍ଚଳ ଡିଭିଜନରେ ରେଲୱେ ଆପ୍ରେଣ୍ଟିସ ଅଧୀନରେ ଖାଲିଥିବା ୧,୧୦୪ଟି ପଦବୀ ପୂରଣ ହେବ।
ଏହି ପଦବୀ...
ବାଲେଶ୍ଵର: ଭାରତୀୟ ଜ୍ଞାନ ପ୍ରଣାଳୀର ନୂତନ ଦିଗନ୍ତ ପ୍ରସଙ୍ଗରେ ଫକୀର ମୋହନ ବିଶ୍ୱବିଦ୍ୟାଳୟରେ ଜାତୀୟ ସମ୍ମିଳନୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵରସ୍ଥିତ ଫକୀର ମୋହନ ବିଶ୍ଵବିଦ୍ୟାଳୟର ସ୍ନାତକୋତ୍ତର ସଂସ୍କୃତ ବିଭାଗ ଓ ମହାବିଦ୍ୟାଳୟ ଉନ୍ନୟନ ପରିଷଦର ମିଳିତ ସହଯୋଗରେ 'ଭାରତୀୟ ଜ୍ଞାନ ପ୍ରଣାଳୀର ନୂତନ ଦିଗନ୍ତ' ପ୍ରସଙ୍ଗରେ...
କିଟ୍ରେ ନେପାଳ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା : ଆଇନ ମନ୍ତ୍ରୀ କହିଲେ “ଦୋଷୀଙ୍କୁ ଛଡ଼ାଯିବ ନାହିଁ”
ଓଡ଼ିଶାଲାଇଭ୍ ବ୍ୟୁରୋ
ଦିନ ଯେତେ ଗଡ଼ୁଛି ବିବାଦ ସେତେ ବଢ଼ୁଛି। କିଟ୍ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ନେପାଳ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲା ଥମିବାର ନାଁ ନେଉନି। ବିଭିନ୍ନ ମହଲାରୁ ଆରମ୍ଭ ହୋଇଛି ବିରୋଧ ଓ ଆନ୍ଦୋଳନ।...
ସ୍ତନ କର୍କଟକୁ କେମିତି ଚିହ୍ନିବେ?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=9x83yHddHLU&t=1s
ବ୍ରେଷ୍ଟ କ୍ୟାନ୍ସର ବା ସ୍ତନ କର୍କଟ ଏକ ପ୍ରକାର କ୍ୟାନ୍ସର, ଯାହା ସ୍ତନର କୋଷଗୁଡ଼ିକରୁ ଆରମ୍ଭ ହୁଏ। ଏହା ପୁରୁଷ ଓ ମହିଳା ଉଭୟଙ୍କୁ ହୋଇପାରେ। ଏହାର ଲକ୍ଷଣକୁ ଆଗୁଆ...
ଆସନ୍ତାକାଲିଠାରୁ ଓଡ଼ିଶାରେ ମାଟ୍ରିକ ପରୀକ୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲିଠାରୁ ଓଡ଼ିଶାରେ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସବୁ ପ୍ରସ୍ତୁତି ସରିଛି। ଏହି ପରୀକ୍ଷା ମାର୍ଚ୍ଚ ୬ ତାରିଖ ଯାଏଁ ଚାଲିବ।
ସକାଳ ୯ଟାରୁ ପରୀକ୍ଷା...
ଭୁବନେଶ୍ୱରରେ ୨୩ତମ ଜାତୀୟସ୍ତରୀୟ ହସ୍ତତନ୍ତ ମେଳା ଉଦଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରରେ ଉଦଘାଟିତ ହୋଇଛି ୨୩ତମ ଜାତୀୟସ୍ତରୀୟ ହସ୍ତତନ୍ତ ମେଳା। ବୁଧବାର ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଏହାର ଉଦଘାଟନ କରିଥିଲେ। ଓଡ଼ିଶା...





















