ଓଡ଼ିଶାରେ ଚଳିତ ବର୍ଷ ୮୧୨ଟି ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ମରାମତି ହେବ – ମନ୍ତ୍ରୀ ସୁରେଶ ପୂଜାରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ଅନେକ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀର ମରାମତି ପାଇଁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଚଳିତ ବର୍ଷ ୮୧୨ଟି ବହୁମୁଖୀ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ମରାମତି ହେବ। ଏଥିପାଇଁ...

ବାରାକୋଡ଼ା ଜଙ୍ଗଲରୁ ୧୩ କୁଇଣ୍ଟାଲ ଗଞ୍ଜେଇ ଜବତ କଲା ବୌଦ୍ଧ ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ପୋଲିସକୁ ବଡ଼ ସଫଳତା। ରାଜ୍ୟ ବାହାରକୁ ଚାଲାଣ ପାଇଁ ବାରାକୋଡ଼ା ଜଙ୍ଗଲରେ ଗଛିତ ଥିବା ୧୩ କୁଇଣ୍ଟାଲ ୫୦ କେଜି ଗଞ୍ଜେଇ ଜବତ କରିବା ସହ...

ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା: ଆଜି ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗୁରୁବାର ସକାଳେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ଆହୁରି ୩ରୁ ୪ ଦିନ ରାଜ୍ୟରେ କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଗୁରୁବାର ରାଜ୍ୟର...

ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ଓଡ଼ିଶାର ୯ ଜିଲ୍ଲାକୁ ଚେତାବନୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜୁଳି ଘଡ଼ଘଡ଼ି ସହ ଓଡ଼ିଶାରେ ବର୍ଷିବ। ଗୁରୁବାରଠାରୁ ଚାରିଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪...

କିଟ୍ କ୍ୟାମ୍ପସରେ ନେପାଳ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ତେଜୁଛି ବିବାଦ

ଓଡ଼ିଶାଲାଇଭ୍ ବ୍ୟୁରୋ କିଟ୍ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ନେପାଳ ଛାତ୍ରୀଙ୍କ ଆତ୍ମହତ୍ୟାକୁ ନେଇ ଘନେଇବାକୁ ଲାଗିଛି ବିବାଦ। ଘଟଣା କେବଳ ଓଡ଼ିଶାରେ ସୀମିତି ନାହିଁ, ପାଲଟିଲାଣି ଅନ୍ତର୍ଜାତୀୟ ଖବର। ରବିବାର ବିଳମ୍ବିତ ରାତିରେ କିଟ୍ ହଷ୍ଟେଲରେ ବିଟେକ୍...

ଅତ୍ୟଧିକ କେଶ ଝଡ଼ୁଛି କି, ଜାଣନ୍ତୁ କେମିତି ରୋକିବେ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=dRG8iO3sqAc ବର୍ତ୍ତମାନ କେଶ ଝଡ଼ିବା ଏକ ପ୍ରମୁଖ ସମସ୍ୟା ଭାବେ ଦେଖାଦେଇଛି। କମ୍‌ ବୟସରୁ କେଶ ଝଡ଼ିବା ଫଳରେ ଅନେକ ଚିନ୍ତାଗ୍ରସ୍ତ ହୋଇପଡ଼ୁଛନ୍ତି। କେଶ ଝଡ଼ିବାର ଚିକିତ୍ସା କରିବା ପୂର୍ବରୁ ଏହାର...

ଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନ: ବିରୋଧୀଙ୍କ ହଟ୍ଟଗୋଳରେ ଗୃହ ମୁଲତବୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନର ଷଷ୍ଠ ଦିନରେ ଚାଲିପାରିଲାନି ଗୃହ କାର୍ଯ୍ୟ। ଆରମ୍ଭରୁ ହିଁ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଏନେଇ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ କରାଯାଇଛି।...

କଥାକାର ପବିତ୍ର ପାଣିଗ୍ରାହୀ ପାଇଲେ ‘ଜଗଦୀଶ କଥା ସମ୍ମାନ’

ଓଡ଼ିଶାଲାଇଭ୍ ବ୍ୟୁରୋ ଗାଳ୍ପିକା ସୁନନ୍ଦା ପ୍ରଧାନଙ୍କୁ ‘ଜଗଦୀଶ ଯୁବ ସମ୍ମାନ’ (କୃଷ୍ଣ କୁମାର ମହାନ୍ତି): ‘ଜଗଦୀଶ ମହାନ୍ତି ଟ୍ରଷ୍ଟ୍‍’ ତରଫରୁ ଭୁବନେଶ୍ଵରସ୍ଥ ବୁଦ୍ଧ ମନ୍ଦିର ପରିସରରେ ‘ଜଗଦୀଶ ଜୟନ୍ତୀ’ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କଥାକାର...

ଫେବ୍ରୁଆରି ୨୬ରେ ମହାଶିବରାତ୍ରି: ଲିଙ୍ଗରାଜ ମନ୍ଦିରରେ ମୁତୟନ ହେବେ ୪୦ ପ୍ଲାଟୁନ୍‌ ଫୋର୍ସ

ଓଡ଼ିଶାଲାଇଭ୍ ବ୍ୟୁରୋ ଫେବ୍ରୁଆରି ୨୬ ତାରିଖରେ ମହାଶିବରାତ୍ରି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ଚାଲିଛି ପ୍ରସ୍ତୁତି। ମହାଶିବରାତ୍ରି ପାଇଁ  ମନ୍ଦିରରେ ରାତି ୧୦ଟା ବେଳେ ମହାଦୀପ ଉଠିବ। ଏହି ସମୟରେ ଆଇନ...

ପ୍ରାକୃତିକ ରଙ୍ଗ ସହ ସୁରକ୍ଷିତ ହୋଲି ଖେଳିବା ପାଇଁ ସ୍କୁଲ ପିଲାଙ୍କୁ ଉନ୍ମୁକ୍ତ ଫାଉଣ୍ଡେସନ ପକ୍ଷରୁ ପ୍ରଶିକ୍ଷଣ

ଓଡ଼ିଶାଲାଇଭ୍ ବ୍ୟୁରୋ ରାସାୟନିକ ରଙ୍ଗ ନୁହେଁ ପ୍ରାକୃତିକ ରଙ୍ଗ ସହ ସୁରକ୍ଷିତ ହୋଲିବା, ସମସ୍ତଙ୍କ ମୁହଁରେ ହସ ଭରିବା। ଏହି ଲକ୍ଷ୍ୟ ନେଇ ଉନ୍ମୁକ୍ତ ଫାଉଣ୍ଡେସନ ପକ୍ଷରୁ ଏକ ନିଆରା ପଦକ୍ଷେପ ଗ୍ରହଣ କରାଯାଇଛି।...