ଆଜି ବାରବାଟୀରେ ଅଭ୍ୟାସ କଲା ଟିମ୍ ଇଣ୍ଡିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି କଟକ ବାରବାଟୀ ଷ୍ଟାଡିୟମରେ ବହୁ ପ୍ରତୀକ୍ଷିତ ଭାରତ-ଇଂଲଣ୍ଡ ଦିନିକିଆ। ଏଥିପାଇଁ ଶନିବାର ସନ୍ଧ୍ୟାରେ ଅଭ୍ୟାସ କରିଛି ଟିମ୍ ଇଣ୍ଡିଆ। ଷ୍ଟାଡିୟମରେ ଖେଳାଳିଙ୍କ ଝଲକ ଟିକେ ପାଇବା ପାଇଁ ପ୍ରଶଂସକଙ୍କ ମଧ୍ୟରେ...

ବାରବାଟୀ ଦିନିକିଆ ପାଇଁ କଟକରେ ଟ୍ରାଫିକ୍ କଟକଣା, ଜାଣନ୍ତୁ କେଉଁଠି ରଖିବେ ଗାଡ଼ି

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍। ଏହି ସମୟରେ କଟକରେ ଆଇନ ଶୃଙ୍ଖଳା ଓ ଟ୍ରାଫିକ୍‌ ବ୍ୟବସ୍ଥା ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି। ଏଥିପାଇଁ କମିଶନରେଟ୍ ପୋଲିସ ପକ୍ଷରୁ...

କାହିଁକି ଝଡ଼ୁଛି କେଶ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=s9872vgRW8w ଆଜିକାଲି କେଶ ଜନିତ ସମସ୍ୟା ଅଧିକ ଦେଖିବାକୁ ମିଳୁଛି। କେଶ ଝଡ଼ିବା, ଅଳ୍ପ ବୟସରେ କେଶ ପାଚିବା, ଚନ୍ଦା ହୋଇଯିବା ଭଳି ସମସ୍ୟା ବହୁତ ସାଧାରଣ ହୋଇଯାଇଛି। ବର୍ତ୍ତମାନର ଖାଦ୍ୟଶୈଳୀ,...

କ୍ୟାବିନେଟ୍ ବୈଠକ: ୧୧ଟି ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଲୋକସେବା ଭବନରେ ହୋଇଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଥିଲେ। ଏଥିରେ ୧୧ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। କ୍ୟାବିନେଟ୍...

ଓଡ଼ିଶା ପୋଲିସରେ ୯୩୩ଟି ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି: ଫେବ୍ରୁଆରି ୧୦ ଶେଷ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଗୃହ ବିଭାଗ ପକ୍ଷରୁ ଅନେକ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏଥିରେ ଓଡ଼ିଶା ପୋଲିସ, ଅଗ୍ନିଶମ ବାହିନୀ ଓ ଜେଲ୍ ବିଭାଗରେ ଖାଲିଥିବା ୯୩୩ଟି ସବ ଇନ୍ସପେକ୍ଟର...

ବାରବାଟୀ ଦିନିକିଆ: ଭୁବନେଶ୍ୱରରେ ପହଞ୍ଚିଲେ ଭାରତ ଓ ଇଂଲଣ୍ଡ କ୍ରିକେଟ ଟିମ୍

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ ବାରବାଟୀ ଷ୍ଟାଡିୟମରେ ଦିନିକିଆ ପାଇଁ ଶୁକ୍ରବାର ଉଭୟ ଭାରତ ଓ ଇଂଲଣ୍ଡ ଟିମ୍ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଜୁ ପଟ୍ଟନାୟକ ବିମାନବନ୍ଦରରେ ସେମାନଙ୍କୁ ଭବ୍ୟ ସ୍ଵାଗତ କରାଯାଇଛି। ନିଜ ପ୍ରିୟ ଖେଳାଳିଙ୍କ...

ଆସିଲା ଓସିଏସ୍ ପ୍ରିଲିମ ରେଜଲ୍ଟ: ମେନ୍ ପରୀକ୍ଷା ଦେବେ ୪,୭୯୯ ପ୍ରାର୍ଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରକାଶ ପାଇଲା ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍) ପ୍ରିଲିମ ୨୦୨୩ ରେଜଲ୍ଟ। ଏହି ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି ମୋଟ ୪,୭୯୯ ଜଣ ପ୍ରାର୍ଥୀ। ଏମାନଙ୍କ ମଧ୍ୟରେ ରହିଛନ୍ତି ୧,୫୭୩ ମହିଳା। ଏ...

ମେଦବହୁଳତାକୁ ନେଇ ଚିନ୍ତିତ କି, ଜାଣନ୍ତୁ କେମିତି ନିୟନ୍ତ୍ରଣ ହେବ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=b3B3VuPSxZE ବର୍ତ୍ତମାନର ଜୀବନଶୈଳୀ, ଖାଦ୍ୟ ପେୟରେ ଅନିୟମିତତା ଏବଂ ଶାରୀରିକ ପରିଶ୍ରମର ଅଭାବ ଯୋଗୁଁ ମଣିଷ ଶରୀରରେ ବିଭିନ୍ନ ସମସ୍ୟା ଦେଖାଦେଉଛି। ଏହା ମଧ୍ୟରୁ ମେଦବହୁଳତା ବା ମୋଟାପଣ ଅନ୍ୟତମ। ମେଦବହୁଳତା ବିଭିନ୍ନ...

ଭୁବନେଶ୍ୱରରେ ରାଜ୍ୟ ସରକାରଙ୍କ ନିଯୁକ୍ତି ମେଳା: ୬,୩୯୦ ଜଣ ଯୁବକ ଯୁବତୀଙ୍କୁ ମିଳିଲା ନିଯୁକ୍ତି ପତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ୬,୩୯୦ ଜଣ ଯୁବକ ଯୁବତୀଙ୍କୁ ଏକକାଳୀନ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ରାଜ୍ୟ ସରକାର। ଏନେଇ ଶୁକ୍ରବାର ଭୁବନେଶ୍ୱରରେ ଏକ ବିଶେଷ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଥିଲା। ଏଠାରେ ମୁଖ୍ୟମନ୍ତ୍ରୀ...

ସୁଭଦ୍ରା ଅପଡେଟ୍: ଆସନ୍ତାକାଲି ୧୮ ଲକ୍ଷ ହିତାଧିକାରୀ ପାଇବେ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା

ଓଡ଼ିଶାଲାଇଭ୍ ବ୍ୟୁରୋ ସୁଭଦ୍ରା ଯୋଜନାକୁ ନେଇ ଆସିଲା ଆଉ ଏକ ନୂଆ ଅପଡେଟ୍। ଆସନ୍ତାକାଲି, ଶନିବାର ଦିନ ୧୮ ଲକ୍ଷରୁ ଊର୍ଦ୍ଧ୍ଵ ଦିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା। ଯାଜପୁର ଜିଲ୍ଲାଠାରେ...