କଳିଙ୍ଗ ଷ୍ଟାଡିୟମରେ ଏଫଆଇଏଚ୍ ପ୍ରୋ ଲିଗ୍: ମାଗଣାରେ ମ୍ୟାଚ ଦେଖିବେ ଦର୍ଶକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହେବାକୁ ଯାଉଛି ପୁରୁଷ ଏବଂ ମହିଳା ଏଫଆଇଏଚ୍ ପ୍ରୋ ଲିଗ୍ ମ୍ୟାଚ୍। ଏହି ଟୁର୍ଣ୍ଣାମେଣ୍ଟ ଫେବ୍ରୁଆରି ୧୫ରୁ ୨୫ ତାରିଖ ଯାଏଁ ଚାଲିବ। ଏଫଆଇଏଚ୍ ପ୍ରୋ...
ଆଜି ପବିତ୍ର ମାଘ ସପ୍ତମୀ: ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଭକ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପବିତ୍ର ମାଘ ସପ୍ତମୀ। ଏହି ଅବସରରେ ଚଳଚଞ୍ଚଳ ହୋଇଉଠିଛି ଅର୍କକ୍ଷେତ୍ର କୋଣାର୍କ। ଚନ୍ଦ୍ରଭାଗାରେ ବୁଡ଼ ପକାଇଛନ୍ତି ଲକ୍ଷାଧିକ ଭକ୍ତ। ମାଘ ସପ୍ତମୀରେ ବୁଡ଼ ପକାଇବା ପାଇଁ ସୋମବାର ସନ୍ଧ୍ୟାରୁ ଚନ୍ଦ୍ରଭାଗା...
ଆଜି ବିଶ୍ଵ କର୍କଟ ଦିବସ: ଆସ ମିଳିମିଶି କ୍ୟାନ୍ସର ସହ ଲଢ଼ିବା
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=MT-DYcCsxzY
କ୍ୟାନ୍ସର ବା କର୍କଟ ରୋଗ ସମ୍ପର୍କରେ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଫେବ୍ରୁଆରି ୪ ତାରିଖକୁ ବିଶ୍ଵ କର୍କଟ ଦିବସ ଭାବେ ପାଳନ କରାଯାଉଛି। କର୍କଟ ରୋଗ ହେଉଛି...
ଦେବନାରାୟଣ ପଣ୍ଡା ମୃତ୍ୟୁ ମାମଲା: ବଢ଼ିଲା ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରଓ୍ଵାଲଙ୍କ ଅଡ଼ୁଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ପିଏ ଦେବନାରାୟଣ ପଣ୍ଡା ମୃତ୍ୟୁ ମାମଲାରେ ମାଲକାନଗିରି ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରଓ୍ଵାଲଙ୍କ ଅଡ଼ୁଆ ବଢ଼ିଛି। ବାରମ୍ବାର ସମନ ପରେ ମଧ୍ୟ କୋର୍ଟରେ ହାଜର ନହେବାରୁ ମନୀଷ ଅଗ୍ରଓ୍ଵାଲଙ୍କ ବିରୋଧରେ...
ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ: ୫ ଓ ୬ ଫେବ୍ରୁଆରିରେ କାଉଣ୍ଟରରେ ମିଳିବ ଟିକେଟ୍
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକ ବାରବାଟୀ ଷ୍ଟାଡିୟମରେ ଫେବ୍ରୁଆରି ୯ ତାରିଖରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଦିନିକିଆ କ୍ରିକେଟ୍ ମ୍ୟାଚ ଅନୁଷ୍ଠିତ ହେବ। ଏଥିପାଇଁ ସୋମବାରଠାରୁ ଆରମ୍ଭ ହୋଇଛି ଅଫଲାଇନ ଟିକେଟ୍ ବିକ୍ରି। ଓଡ଼ିଶା...
ପିରିୟଡସ୍ ପୂର୍ବରୁ ପେଟ କାଟୁଛି କି, ଜାଣନ୍ତୁ କାହିଁକି?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=TeaGrPL3gs4
ଅଧିକାଂଶ ମହିଳାଙ୍କୁ ପିରିୟଡସ୍ ପୂର୍ବରୁ ପେଟ କାଟିବା, ଶାରୀରିକ ବ୍ୟଥା, ମୁଡ୍ ସୁଇଙ୍ଗ୍ ଭଳି ଲକ୍ଷଣ ଦେଖା ଦେଇଥାଏ। ଅନେକଙ୍କ ମଧ୍ୟରେ ଶାରୀରିକ ପରିବର୍ତ୍ତନ ମଧ୍ୟ ହୋଇପାରେ, ଯେପରିକି ସ୍ତନ...
ରେଳ ବଜେଟରେ ଓଡ଼ିଶା ପାଇଁ ୧୦ ହଜାର ୫୯୯ କୋଟି ଟଙ୍କା ବ୍ୟୟବରାଦ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆର୍ଥିକ ବର୍ଷ ୨୦୨୫-୨୬ରେ ଓଡ଼ିଶା ପାଇଁ ରେଳ ବଜେଟରେ ୧୦ ହଜାର ୫୯୯ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଏଥିରେ ରାଜ୍ୟରେ ବିଭିନ୍ନ ସହରରୁ ଅଧିକ ବନ୍ଦେ ଭାରତ ଓ ଅନ୍ୟ...
ବିଏମସି କମିଶନର କହିଲେ – ଖଣ୍ଡଗିରି ଯାତ୍ରାରେ ହେବନି ଅଶ୍ଳୀଳ ନୃତ୍ୟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଖଣ୍ଡଗିରି ଯାତ୍ରାରେ ଆଉ ଦେଖିବାକୁ ମିଳିବନି ଅଶ୍ଳୀଳ ନୃତ୍ୟ। ମର୍ଯ୍ୟାଦା ଭିତରେ ରହି ଯାତ୍ରା ପରିବେଷଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ଯାତ୍ରା କମିଟି ଏ ନେଇ ଅବଗତ ଅଛନ୍ତି। ଗାଇଡଲାଇନ...
ସୁଭଦ୍ରା ଅପଡେଟ୍: ଫେବ୍ରୁଆରି ୮ରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଓଡ଼ିଶାଲାଇଭ୍ ବ୍ୟୁରୋ
ସୁଭଦ୍ରା ଯୋଜନାକୁ ନେଇ ଆସିଲା ନୂଆ ଅପଡେଟ। ଫେବ୍ରୁଆରି ୮ ତାରିଖରେ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ପାଇବେ ହିତାଧିକାରୀ। ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ଚଳିତ...
ଓଡ଼ିଶାରେ ଉପରମୁହାଁ ପାରଦ: ଏକାଧିକ ସହରରେ ତାପମାତ୍ରା ୩୫ ଡିଗ୍ରୀ ପାର୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଏବେ ଶୀତ କମିବା ସହ ଧୀରେ ଧୀରେ ତାତି ବଢ଼ିବାରେ ଲାଗିଛି। ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଅତିକ୍ରମ କରିଛି। ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟରେ...





















