ବିଶିଷ୍ଟ ସମାଜ ସଂସ୍କାରକ ଦେବେନ୍ଦ୍ର ସୁତାରଙ୍କୁ ମିଳିଲା ‘ଡାକ୍ତର ନରେନ୍ଦ୍ର ଦାଭୋଲକର ସ୍ମାରକୀ ଜାତୀୟ ପୁରସ୍କାର’

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବିଶିଷ୍ଟ ସମାଜ ସଂସ୍କାରକ ଦେବେନ୍ଦ୍ର ସୁତାରଙ୍କୁ ‘ଡାକ୍ତର ନରେନ୍ଦ୍ର ଦାଭୋଲକର ସ୍ମାରକୀ ଜାତୀୟ ପୁରସ୍କାର’ ପ୍ରଦାନ କରାଯାଇଛି। ସମାଜ ସଂସ୍କାର କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ଏହି ପୁରସ୍କାର...

ଗିରଫ ହେଲେ ବଣାଇ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ଵଦର୍ଶୀ ସାହୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଗିରଫ ହେଲେ ସୁନ୍ଦରଗଡ଼ ଜିଲ୍ଲା ବଣାଇ ଆଇଟିଡିଏର ପ୍ରକଳ୍ପ ଅଧିକାରୀ ବିଶ୍ଵଦର୍ଶୀ ସାହୁ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଶୁକ୍ରବାର ଦିନ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ। ଭୁବନେଶ୍ଵର, ପୁରୀ,...

ଭୁବନେଶ୍ଵର: କୁଷ୍ଠ ରୋଗୀଙ୍କ ପ୍ରତି ଭେଦଭାବ ଦୂର ପାଇଁ ‘ଗ୍ଲୋବାଲ ଅପିଲ୍ ୨୦୨୫’ କାର୍ଯ୍ୟକ୍ରମର ଶୁଭାରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ କୁଷ୍ଠ ରୋଗରେ ପୀଡ଼ିତ ବ୍ୟକ୍ତିମାନଙ୍କ ପ୍ରତି ଭେଦଭାବର ଅନ୍ତ ପାଇଁ ଭୁବନେଶ୍ୱରରୁ ଆରମ୍ଭ ହୋଇଛି ଗ୍ଲୋବାଲ ଅପିଲ୍ ୨୦୨୫ କାର୍ଯ୍ୟକ୍ରମ। ଜାନୁଆରି ୩୦ରେ ବିଶ୍ଵ କୁଷ୍ଠ ଦିବସ ଅବସରରେ ଏହାର ଶୁଭାରମ୍ଭ...

ଫେବ୍ରୁଆରି ୨ରୁ ଚାରିଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ

ଓଡ଼ିଶାଲାଇଭ୍ ବ୍ୟୁରୋ ବସନ୍ତ ପଞ୍ଚମୀ ଏବଂ ବନକଲାଗି ନୀତି ପାଇଁ ପୁରୀ ଶ୍ରୀମନ୍ଦିରରେ ହେବାକୁ ଥିବା ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଚାରିଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ। ଆସନ୍ତା ଫେବ୍ରୁଆରି ୨,...

ଓଡ଼ିଶାରେ ଆରମ୍ଭ ହେଲାଣି ତାତି: ଆହୁରି ୩ ଡିଗ୍ରୀ ବଢ଼ିବ ତାପମାତ୍ରା!

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରୁ ଏବେ ଶୀତ ଉଭାନ ହେବାସହ ଖରା ବଢ଼ିବାରେ ଲାଗିଛି। ଆସନ୍ତା ୫ ଦିନ ମଧ୍ୟରେ ରାଜ୍ୟରେ ହାରାହାରି ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି। ବିଶେଷ...

ଆଜ୍‌ମା ରୋଗକୁ କେମିତି ରୋକିବେ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=0XqzTA4bdO8 ଆଜ୍‌ମା ହେଉଛି ଏକ ଫୁସଫୁସ ଜନିତ ରୋଗ। ଏହି ରୋଗ ହେବା ଫଳରେ ଶ୍ୱାସକ୍ରିୟାରେ ବାଧା ସୃଷ୍ଟି ହୋଇଥାଏ। ରୋଗୀ ନିଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ଅନୁଭବ କରିଥାଏ। ତେବେ ଆଜ୍‌ମା...

ଫକୀର ମୋହନ ବିଶ୍ଵବିଦ୍ୟାଳୟରେ ଅନ୍ତର୍ଜାତୀୟ ସାଂସ୍କୃତିକ ମହୋତ୍ସବ ‘ଉନୁରୁମ୍’ର ଦ୍ଵିତୀୟ ଦିନ: ଜନଜାତି ପ୍ରସଙ୍ଗରେ କବିତା ପାଠ କଲେ...

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଫକୀର ମୋହନ ବିଶ୍ୱବିଦ୍ୟାଳୟରେ ଆୟୋଜିତ ହୋଇଯାଇଛି ଅନ୍ତର୍ଜାତୀୟ ସଂସ୍କୃତି ମହୋତ୍ସବ ‘ଉନୁରୁମ୍’। ମହୋତ୍ସବର ଦ୍ୱିତୀୟ ଦିନରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ସଭାପତିତ୍ଵରେ...

ଭିଜିଲାନ୍ସ ଜାଲରେ ବଣାଇ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ଵଦର୍ଶୀ ସାହୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ସୁନ୍ଦରଗଡ଼ ଜିଲ୍ଲା ବଣାଇ ଆଇଟିଡିଏର ପ୍ରକଳ୍ପ ଅଧିକାରୀ ବିଶ୍ଵଦର୍ଶୀ ସାହୁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ବିଶ୍ଵଦର୍ଶୀ ସାହୁଙ୍କର ୭ଟି ଠିକଣା ଉପରେ...

ବଢ଼ିଲା ରାସନ କାର୍ଡ ଇ-କେଓ୍ଵାଇସି ଅପଡେଟ ପାଇଁ ସମୟ ସୀମା

ଓଡ଼ିଶାଲାଇଭ୍ ବ୍ୟୁରୋ ବଢ଼ିଲା ରାସନ କାର୍ଡ ଇ-କେଓ୍ଵାଇସି ଅପଡେଟ ପାଇଁ ସମୟ ସୀମା। ଆସନ୍ତା ଫେବ୍ରୁଆରି ୧୫ ତାରିଖ ପର୍ଯ୍ୟନ୍ତ ଇ-କେଓ୍ଵାଇସି ଅପଡେଟ କରିପାରିବେ ହିତାଧିକାରୀ। ଏ ନେଇ ଗୁରୁବାର ଦିନ ସୂଚନା ଦେଇଛନ୍ତି...

ଗର୍ଭାବସ୍ଥାରେ କେମିତି ହେବା ଦରକାର ଡାଏଟ୍?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=_wGMShZD2K4 ଗର୍ଭାବସ୍ଥାରେ ଉଭୟ ମା’ ଓ ଶିଶୁର ସ୍ୱାସ୍ଥ୍ୟ ପାଇଁ ସଠିକ ଡାଏଟର ଆବଶ୍ୟକତା ରହିଛି। ମା’ ଯେଉଁ ପ୍ରକାର ଖାଦ୍ୟ ଖାଇଥାନ୍ତି ତା’ର ପ୍ରଭାବ ଗର୍ଭସ୍ଥ ଶିଶୁ ଉପରେ ପଡ଼ିଥାଏ। ତେବେ...