କେନ୍ଦ୍ରାପଡ଼ା: ଜାନୁଆରି ୧୮ରେ ଭିତରକନିକାରେ ପକ୍ଷୀ ଗଣନା

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦ୍ରାପଡ଼ା ଜିଲ୍ଲା ଭିତରକନିକା ଜାତୀୟ ଉଦ୍ୟାନରେ ଜାନୁଆରି ୧୮ ତାରିଖରେ ହେବ ପକ୍ଷୀ ଗଣନା। ଭିତରକନିକାର ରାଜନଗର, କନିକା, ଗହୀରମଥା, ମହାକାଳପଡ଼ା ଏବଂ କୁଜଙ୍ଗ ଭଳି ୫ଟି ରେଞ୍ଜରେ ଗଣନା କରାଯିବ।...

ଜାଣନ୍ତୁ, କ୍ୟାନ୍ସର ରୋଗୀଙ୍କ କେଶ କାହିଁକି ଝଡ଼େ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=QQxDJsfVcW8 କେମୋଥେରାପିର ସବୁଠାରୁ ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟା ହେଉଛି କେଶ ଝଡ଼ିବା। ହେଲେ ଏହି କେଶ ଝଡ଼ିବା ପ୍ରକ୍ରିୟାକୁ ସମସ୍ତେ ଗ୍ରହଣ କରିପାରନ୍ତି ନାହିଁ। ଏହା ତାଙ୍କ ବ୍ୟକ୍ତିତ୍ୱକୁ ପ୍ରଭାବିତ କରିଥାଏ। ତେଣୁ,...

ଅଧିକ ଷ୍ଟ୍ରେସ୍‌ରେ ରହୁଛନ୍ତି କି, ଜାଣନ୍ତୁ କ’ଣ କରିବେ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=Ss5yhZH4P7E ଜଣେ ବ୍ୟକ୍ତି ଜୀବନରେ କେବେ ନା କେବେ ଷ୍ଟ୍ରେସ୍‌ର ସମ୍ମୁଖୀନ ହୋଇଥାଆନ୍ତି। ମାନସିକ ଚାପ ହେଉଛି ଏକ ଭାବନା, ଯାହା କୌଣସି ଘଟଣା କିମ୍ବା ଚିନ୍ତାଧାରାରୁ ସୃଷ୍ଟି ହୋଇଥାଏ। ଏହା...
Lokaseva Bhawan

ଓଏଏସ୍ ଆଲୋକ କୁମାର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ନିଯୁକ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ ହେଲେ ଓଏଏସ୍ ଆଲୋକ କୁମାର ପ୍ରଧାନ। ଏନେଇ ବୁଧବାର ଦିନ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଏଏସ୍...

ଓଡ଼ିଶାରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି – ୨୦୨୦

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି-୨୦୨୦। ସ୍କୁଲ ସ୍ତରରେ ଏହାକୁ ଲାଗୁ କରାଯିବ। ଏନେଇ ବୁଧବାର ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଶିକ୍ଷା ବ୍ୟବସ୍ଥାକୁ...

ବାଲେଶ୍ଵର: ଫକୀରମୋହନ ବିଶ୍ୱବିଦ୍ୟାଳୟରେ ବ୍ୟାସକବି ଫକୀରମୋହନ ସେନାପତିଙ୍କ ୧୮୩ତମ ଜୟନ୍ତୀ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵରର ଫକୀରମୋହନ ବିଶ୍ୱବିଦ୍ୟାଳୟ ବ୍ୟାସକବି ଫକୀରମୋହନ ସେନାପତିଙ୍କ ୧୮୩ତମ ଜନ୍ମ ଜୟନ୍ତୀ ପାଳିତ ହୋଇଛି। ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏହି...

ରାୟଗଡ଼ା ଟ୍ରିପଲ ମର୍ଡର ମାମଲା: ୯ ହତ୍ୟାକାରୀଙ୍କ ଫାଶୀଦଣ୍ଡକୁ କୋହଳ କରି ଆଜୀବନ କାରାଦଣ୍ଡ ଦେଲେ ଓଡ଼ିଶା ହାଇକୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ହାଇକୋର୍ଟଙ୍କ ବଡ଼ ରାୟ। ଗତ ୨୦୧୬ ମସିହା ସେପ୍ଟେମ୍ବର ମାସରେ ରାୟଗଡ଼ା ଜିଲ୍ଲା ପୁଟାସିଂ ଥାନା କିତୁଂ ଗାଁରେ ଘଟିଥିବା ଟ୍ରିପଲ ମର୍ଡର ମାମଲାର ବିଚାର କରି ୯ ଜଣ...

ଅସହ୍ୟ ମୁଣ୍ଡବିନ୍ଧା ହେଉଛି କି, ଜାଣନ୍ତୁ କାହିଁକି?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=sTFi3QGYer0 ଆଜିକାଲି ମୁଣ୍ଡବିନ୍ଧା ଏକ ସାଧାରଣ ସମସ୍ୟା। ହେଲେ ସବୁ ମୁଣ୍ଡବିନ୍ଧା ମାଇଗ୍ରେନ୍‌ ବା ଅଧକପାଳି ହୋଇନଥାଏ। କାରଣ ମୁଣ୍ଡବିନ୍ଧାର ପ୍ରକାର ଭିନ୍ନ ଭିନ୍ନ ହୋଇଥାଏ। ତେବେ ମୁଣ୍ଡବିନ୍ଧା କାହିଁକି ହୁଏ, ମୁଣ୍ଡବିନ୍ଧା...

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୫ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ମାଘ କୃଷ୍ଣ ଦ୍ଵିତୀୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...

ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ (କୃଷ୍ଣ କୁମାର ମହାନ୍ତି): ଓଡ଼ିଶାର ପ୍ରାଚୀନ ସାରସ୍ଵତ ଅନୁଷ୍ଠାନ ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ବିଶିଷ୍ଟ ସାରସ୍ଵତ ସାଧକ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀ ପାଳନ କରାଯାଇଛି। ପ୍ରାରମ୍ଭରେ ବ୍ୟାସକବି...