ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ସ୍ଵତନ୍ତ୍ର ୱେବସାଇଟ ଲୋକାର୍ପିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠାରୁ ଆରମ୍ଭ ହେଉଛି ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚରେ ୧୧ ଦିନ ଧରି ଚାଲିବ ମହାରାଜା କଂସଙ୍କ ରାଜୁତି।
ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ସମ୍ପର୍କରେ ସମସ୍ତ ତଥ୍ୟ...
ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି ଓଡ଼ିଶା-୨୦୨୫’ ଉଦଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଉଦଘାଟିତ ହେଲା ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି ଓଡ଼ିଶା-୨୦୨୫’। ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ପଡ଼ିଆରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଉଦଘାଟନ କରିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ତଥା...
ପିଲାଙ୍କଠାରେ ଆସ୍ଥମା କାହିଁକି ହୁଏ?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=rprr-IOhlig&t=27s
ଆସ୍ଥମା ହେଉଛି ଦୀର୍ଘସ୍ଥାୟୀ ଶ୍ୱାସକ୍ରିୟା ଜନିତ ରୋଗ। ଆସ୍ଥମା ହେଲେ ପ୍ରଶ୍ୱାସ ନେବାରେ ସମସ୍ୟା ହେବା, କାଶ ହେବା, ଛାତିରେ କଷ୍ଟ ଅନୁଭବ ଭଳି ଲକ୍ଷଣ ଦେଖାଦିଏ।
କେବଳ ବୟସ୍କ ନୁହନ୍ତି...
ଶୀତରେ ଥରୁଛି ଓଡ଼ିଶା: ୧୦ ଡିଗ୍ରୀ ତଳେ ରାଜ୍ୟର ୮ ସହର
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଜାରି ରହିଛି ଶୀତ ଲହରୀ
ଶୁକ୍ରବାର ସକାଳେ ୧୦ ଡିଗ୍ରୀ ତଳେ ୮ ସହର
ଜି ଉଦୟଗିରିରେ ୪.୮ ଡିଗ୍ରୀ ସହ ସର୍ବନିମ୍ନ ତାପମାତ୍ରା
ଶୀତରେ ଥରୁଛି ଓଡ଼ିଶା। ରାଜ୍ୟର ଅଧିକାଂଶ ଅଞ୍ଚଳରେ ତାପମାତ୍ରା...
ଆଜିଠୁ ବରଗଡ଼ ଧନୁଯାତ୍ରା: ଦୁଲୁକିବ ବିଶ୍ଵର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠାରୁ ଆରମ୍ଭ ହେଉଛି ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ମଥୁରା ନଗରୀ ପାଲଟିଥିବା ବରଗଡ଼ରେ ୧୧ ଦିନ ଧରି ଚାଲିବ କଂସ ମହାରାଜାଙ୍କ ରାଜୁତି। ଦ୍ଵାପର ଯୁଗର ଖଳନାୟକ ବରଗଡ଼ ଧନୁଯାତ୍ରାରେ...
ପ୍ରବାସୀ ଭାରତୀୟ ଦିବସରେ ପୁଣି ଖାଲିସ୍ତାନୀ ଆତଙ୍କବାଦୀଙ୍କ ଟାର୍ଗେଟରେ ଭୁବନେଶ୍ଵର: ଆସିଲା ଧମକପୂର୍ଣ୍ଣ ଇମେଲ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଆୟୋଜିତ ହେବାକୁ ଯାଉଛି ପ୍ରବାସୀ ଭାରତୀୟ ଦିବସ। ଏହି ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଅନେକ ବିଦେଶୀ ରାଷ୍ଟ୍ରମୁଖ୍ୟ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।...
ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ଡକ୍ଟର ହରିବାବୁ କମ୍ଭମପତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଇଛନ୍ତି ଡକ୍ଟର ହରିବାବୁ କମ୍ଭମପତି। ଶୁକ୍ରବାର ଭୁବନେଶ୍ୱର ସ୍ଥିତ ରାଜଭବନରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂହ ତାଙ୍କୁ ପଦ ଓ...
ରାତି ପାହିଲେ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା: ୧୧ ଦିନ ଧରି ଚାଲିବ କଂସ ମହାରାଜାଙ୍କ ରାଜୁତି
ଓଡ଼ିଶାଲାଇଭ୍ ବ୍ୟୁରୋ
ରାତି ପାହିଲେ ଆରମ୍ଭ ହେବ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ। ବରଗଡ଼ରେ ୧୧ ଦିନ ଧରି ଚାଲିବ କଂସ ମହାରାଜାଙ୍କ ରାଜୁତି। ଦ୍ଵାପର ଯୁଗର ଖଳନାୟକ ବରଗଡ଼ ଧନୁଯାତ୍ରାରେ ପାଲଟିବେ...
ଡାଏବେଟିସ୍ ରୋଗୀଙ୍କ କିଡନି ପ୍ରଭାବିତ ହେଲେ କେମିତି ଜାଣିବେ?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=uyUIWj2KWpU
ବିଭିନ୍ନ ଦୂରାରୋଗ୍ୟର କାରଣ ହେଉଛି ଡାଏବେଟିସ୍, ଯେପରିକି ଡାଏବେଟିକ୍ ନେଫ୍ରୋପାଥି। ଅନିୟନ୍ତ୍ରିତ ଡାଏବେଟିସ୍ ଯୋଗୁଁ କିଡ୍ନି ପ୍ରଭାବିତ ହେବାର ଆଶଙ୍କା ଅଧିକ ରହିଥାଏ। ତେଣୁ ଡାଏବେଟିସ୍କୁ ନିୟନ୍ତ୍ରଣ କରିବା ଜରୁରୀ।
ତେବେ...
ଆଇଏଏସ ସ୍ତରରେ ଅଦଳବଦଳ, ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଆଇଏଏସ ସ୍ତରରେ ହୋଇଛି ବଡ଼ ଧରଣର ଅଦଳ ବଦଳ। ବଦଳିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଅରିନ୍ଦମ ଡାକୁଆ। ୫ ମାସ ତଳେ ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ...





















