ୟୁପିଏସସି ପକ୍ଷରୁ ‘ଏନଡିଏ’ ପରୀକ୍ଷା ପାଇଁ ଜାରି ରହିଛି ଆବେଦନ, ଡିସେମ୍ବର ୩୦ ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତ ସରକାରଙ୍କ ପ୍ରତିରକ୍ଷା ମନ୍ତ୍ରାଳୟ ଅଧିନସ୍ଥ ନାସନାଲ୍ ଡିଫେନ୍ସ ଏକାଡେମୀ (ଏନଡିଏ) ଓ ଭାରତୀୟ ନୌସେନା ଏକାଡେମୀ (ଆଇଏନଏ)ରେ ନାମଲେଖା ପାଇଁ ପାଇଁ ବିଜ୍ଞପ୍ତି ଜାରି ହୋଇଛି। ୨୦୨୫ ବର୍ଷ ପାଇଁ...
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ସୁବର୍ଣ୍ଣ ଜୟନ୍ତୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭଞ୍ଜବିହାର): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦଯାପିତ ହୋଇଯାଇଛି। ଉଦଯାପନୀ ଦିବସରେ ‘ଦୋ-ଛକିରେ ଗଣମାଧ୍ୟମ' ଏବଂ ‘ଡିଜିଟାଲ ଯୁଗରେ ଗଣମାଧ୍ୟମରେ ଆହ୍ୱାନ’ ସଂପର୍କିତ ଆଲୋଚନାଚକ୍ର ଅନୁଷ୍ଠିତ...
୧୦ ଲକ୍ଷ ଟଙ୍କା ଲାଞ୍ଚ କାରବାର ମାମଲା: ବଢ଼ିଲା ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଅଡ଼ୁଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ଘନେଇବାରେ ଲାଗିଛି ଟେଣ୍ଡର ଫିକ୍ସିଂ ଓ ୧୦ ଲକ୍ଷ ଟଙ୍କା ଲାଞ୍ଚ କାରବାର ମାମଲା। ଏଥିରେ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ନାଁ ଯୋଡ଼ି ହେବା ପରେ ତାଙ୍କ ପାଇଁ ଅଡ଼ୁଆ ବଢ଼ିଛି।...
ନେହେରୁ ଯୁବ ସଂଗଠନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ପାଳିତ ହେଲା ଜିଲ୍ଲାସ୍ତରୀୟ ଯୁବ ଉତ୍ସବ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ଯୁବପିଢ଼ିଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭାକୁ ପରିପ୍ରକାଶ କରିବା ସହ ସେମାନଙ୍କ ଦକ୍ଷତାକୁ ବୃଦ୍ଧି କରିବା ଉଦ୍ଦେଶ୍ୟରେ ବାଲେଶ୍ୱର ଜିଲ୍ଲାସ୍ତରୀୟ ଯୁବ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।
ଜିଲ୍ଲାପାଳ...
ଭୁବନେଶ୍ଵର: ରାଜ୍ୟସ୍ତରୀୟ ପୁସ୍ତକ ମେଳାରେ ‘ଟାଇମ୍ପାସ୍’ ସାହିତ୍ୟ ପର୍ବ, ଉନ୍ମୋଚିତ ହେଲା ୧୨ଟି ନୂଆ ବହି
ଓଡ଼ିଶାଲାଇଭ୍ ବ୍ୟୁରୋ
(କୃଷ୍ଣ କୁମାର ମହାନ୍ତି): ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ଷଷ୍ଠ ରାଜ୍ୟ ପୁସ୍ତକ ମେଳାରେ ରବିବାର ପ୍ରତିଷ୍ଠିତ ପ୍ରକାଶନ ସଂସ୍ଥା 'ଟାଇମ୍ପାସ୍' ପକ୍ଷରୁ ଆୟୋଜିତ ହୋଇଛି ଏକ ଅଭିନବ ସାହିତ୍ୟ ପର୍ବ।...
ଚାଲିଛି ଭେରିଫିକେସନ, ଏବେ ମିଳିବନି ସୁଭଦ୍ରା ଯୋଜନାର ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଓଡ଼ିଶାଲାଇଭ୍ ବ୍ୟୁରୋ
ଏବେ ମିଳିବନି ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା। ଯାଞ୍ଚ ପ୍ରକ୍ରିୟା ଚାଲିଥିବାରୁ ବର୍ତ୍ତମାନ ପାଇଁ ଚତୁର୍ଥ ପର୍ଯ୍ୟାୟ କିସ୍ତି ପ୍ରଦାନକୁ ସ୍ଥଗିତ ରଖାଯାଇଛି। ଯାଞ୍ଚ କାର୍ଯ୍ୟ ଶେଷ ହେବା...
ଜାନୁଆରି ୧୪ରୁ ଭିତରକନିକାରେ କୁମ୍ଭୀର ଗଣନା, ବନ୍ଦ ରହିବ ଜାତୀୟ ଉଦ୍ୟାନ
ଓଡ଼ିଶାଲାଇଭ୍ ବ୍ୟୁରୋ
କେନ୍ଦ୍ରାପଡ଼ା ଜିଲ୍ଲା ଭିତରକନିକା ଜାତୀୟ ଉଦ୍ୟାନରେ କରାଯିବ କୁମ୍ଭୀର ଗଣନା। ଏହା ୨୦୨୫ ଜାନୁଆରି ୧୪ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ସମୟରେ ଭିତରକନିକାକୁ ପର୍ଯ୍ୟଟକଙ୍କ ବନ୍ଦ ରଖାଯିବ।...
କୋଲେଷ୍ଟ୍ରୋଲ ବୃଦ୍ଧିକୁ ନେଇ ଚିନ୍ତିତ କି, ଜାଣନ୍ତୁ କେମିତି କରିବେ କଣ୍ଟ୍ରୋଲ?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=-0zDuScOwTI&t=67s
କେବଳ ଖାଦ୍ୟପେୟରେ ଅନିୟମିତତା ନୁହେଁ, ମେଦବହୁଳତା, ଡାଏବେଟିସ୍ ତଥା ଅନ୍ୟ ଦୂରାରୋଗ୍ୟ ଯୋଗୁଁ ମଧ୍ୟ ଶରୀରରେ ଖରାପ କୋଲେଷ୍ଟ୍ରୋଲ ବଢ଼ିଥାଏ। ଶରୀରରେ କୋଲେଷ୍ଟ୍ରୋଲ ବଢ଼ିଗଲେ ଏହା ହୃଦ୍ ରୋଗର କାରଣ...
ଆଜି ପବିତ୍ର ଧନୁ ସଂକ୍ରାନ୍ତି: ଶ୍ରୀମନ୍ଦିରରେ ଆରମ୍ଭ ହେଲା ପହିଲି ଭୋଗ ନୀତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପବିତ୍ର ଧନୁ ସଂକ୍ରାନ୍ତି। ଏହି ଅବସରରେ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ ନୀତି। ଏହା ମକର ସଂକ୍ରାନ୍ତି ଯାଏଁ ଚାଲିବ। ଧନୁ ସଂକ୍ରାନ୍ତିରେ ମହାପ୍ରଭୁଙ୍କ ପାଖରେ ଧନୁ ମୁଆଁ...
ଅନୁରକ୍ତି, ଭାବାବେଗ ଓ ଆକାଂକ୍ଷାର ଉପନ୍ୟାସ ‘ଇତର’
ଭାସ୍କର ପରିଚ୍ଛା
ଇତର
ଶୁଭ୍ରାଂଶୁ ପଣ୍ଡା
ପେନ ଇନ ବୁକ୍ଶ
ଭୁବନେଶ୍ଵର
ଏକବିଂଶ ଶତାବ୍ଦୀ ହେଉଛି ବିମର୍ଶର ଶତାବ୍ଦୀ ଯେଉଁଠି ସମସାମୟିକ ସାହିତ୍ୟରେ 'ବିମର୍ଶ' ର ଏକ ଗମ୍ଭୀର ଓ କ୍ରମବର୍ଦ୍ଧିତ ରୂପ ଦୃଶ୍ୟମାନ ହୁଏ। ମହିଳା ବିମର୍ଶ, ଦଳିତ...





















