ଓଡ଼ିଶାରେ ଶୀତ ଲହରୀ ଜାରି: ୧୦ ଡିଗ୍ରୀ ତଳେ ଅନେକ ସହର
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଏବେ ଜାରି ରହିଛି ମାତ୍ରାଧିକ ଶୀତ ଲହରୀ। ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାପମାତ୍ରା କମି ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ସୋମବାର ସକାଳେ ରାଜ୍ୟର ଅନେକ ସହରର ତାପମାତ୍ରା ୧୦...
ଲୋକଙ୍କ ଭିତରେ ପଠନ ଅଭ୍ୟାସ ବଢ଼ିଲେ ପାଠାଗାରର ସଠିକ ଉପଯୋଗ ହୋଇପାରିବ – ଉପମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
‘ଓସା’ ପକ୍ଷରୁ ଆୟୋଜିତ ହେଲା ଓଡ଼ିଶା ସର୍ବସାଧାରଣ ପାଠାଗାର ସମ୍ମିଳନୀ
ଓଡ଼ିଶାରେ ଗ୍ରାମୀଣ ସ୍ତରରେ ଆଧୁନିକ ସର୍ବସାଧାରଣ ପାଠାଗାର ସ୍ଥାପନ ନେଇ ମାନସମନ୍ଥନ
(ଭୁବନେଶ୍ୱର): ବର୍ତ୍ତମାନ ସମୟରେ ସାରା ପୃଥିବୀରେ ପାଠାଗାରର ପରିଭାଷା ବଦଳିଛି।...
ଯୁବାବସ୍ଥାରେ କାହିଁକି ହେଉଛି ଆଣ୍ଠୁ ଗଣ୍ଠି ବ୍ୟଥା?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=Kgrw1eUoibg&t=43s
ବୟସ ବଢ଼ିବା ସହ ଆଣ୍ଠୁଗଣ୍ଠି ବ୍ୟଥା ଦୈନନ୍ଦିନ ଜୀବନରେ ଏକ ସାଧାରଣ କଥା। କିନ୍ତୁ ବର୍ତ୍ତମାନ ଯୁବାବସ୍ଥାରୁ ହିଁ ଆଣ୍ଠୁଗଣ୍ଠି ବ୍ୟଥା ଏକ ଜଟିଳ ସମସ୍ୟା ପାଲଟିଲାଣି। ଖାଦ୍ୟପେୟରେ ଅନିୟମିତତା...
ଓଏସଏସସି ପକ୍ଷରୁ ସିଜିଏଲ୍ ପରୀକ୍ଷା ପାଇଁ ଆବେଦନ ଜାରି, ଡିସେମ୍ବର ୨୮ ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସଏସସି) ପକ୍ଷରୁ କମ୍ବାଇନ ଗ୍ରାଜୁଏଟ ଲେଭାଲ (ସିଜିଏଲ୍) ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପରୀକ୍ଷା ମାଧ୍ୟମରେ ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗରେ ଖାଲିଥିବା...
ବାହାରିନର ଜାତୀୟ ଦିବସ ଉତ୍ସବରେ ଓଡ଼ିଶା ପ୍ରଶଂସିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ବାହାରିନର ଜାତୀୟ ଦିବସ ସମାରୋହରେ ପାଳିତ ହୋଇଯାଇଛି। ଜାତୀୟ ଷ୍ଟାଡିୟମଠାରେ ଆୟୋଜିତ ଉତ୍ସବରେ ବାହାରିନ ଓଡ଼ିଆ ସମାଜର ପ୍ରତିନିଧିତ୍ୱକୁ ଉଚ୍ଚ ପ୍ରଶଂସା କରାଯାଇଛି।
ବାହାରିନ ଓଡ଼ିଆ ସମାଜର ପ୍ରତିଷ୍ଠାତା ଅଧ୍ୟକ୍ଷ ତଥା ବିଶ୍ଵ...
ସିଏଚଆରସି ବାଲେଶ୍ଵର ଶାଖା ପକ୍ଷରୁ ପାଳନ ହେଲା ବିଶ୍ଵ ମାନବାଧିକାର ଦିବସ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ସିଟିଜେନ୍ସ ହ୍ୟୁମାନ୍ ରାଇଟ୍ସ କ୍ଲିନିକ (ସିଏଚଆରସି) ବାଲେଶ୍ଵର ଶାଖା ପକ୍ଷରୁ 'ସଡ଼କ ସୁରକ୍ଷା ଜୀବନ ରକ୍ଷା' କାର୍ଯ୍ୟକ୍ରମ ଅବସରରେ ବିଶ୍ଵ ମାନବାଧିକାର ଦିବସ ପାଳନ କରାଯାଇଛି।
ଶାଖାର...
ଓଏଏସ ଅନନ୍ୟା ଗରାବଡ଼ୁଙ୍କ ସଂଘର୍ଷ କାହାଣୀ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=jCXy8jveY-U
ଓଡ଼ିଶା ସିଭିଲ ସର୍ଭିସେସ୍ ପରୀକ୍ଷାରେ ସଫଳତା ପାଇଛନ୍ତି ଅନନ୍ୟା ଗରାବଡ଼ୁ। ୨୦୨୨ ମସିହା ଓସିଏସ ପରୀକ୍ଷାରେ ୪୮ ନମ୍ବର ରାଙ୍କ୍ ହାସଲ କରିଛନ୍ତି ଅନନ୍ୟା। ପ୍ରଥମ ଚେଷ୍ଟାରେ ତାଙ୍କୁ ମିଳିଛି ଏହି...
ପୋଲାଭରମ ପ୍ରକଳ୍ପକୁ ବିରୋଧ: ଜାନୁଆରିରୁ ବଡ଼ ଆନ୍ଦୋଳନ ଆରମ୍ଭ କରିବ ବିଜେଡି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆନ୍ଧ୍ରପ୍ରଦେଶରେ ନିର୍ମାଣାଧୀନ ପୋଲାଭରମ ପ୍ରକଳ୍ପ ଲାଗି ମାଲକାନଗିରି ଜିଲ୍ଲାର ଏକାଧିକ ଗାଁ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି। ଏହାକୁ ବିରୋଧ କରି ବଡ଼ ଆନ୍ଦୋଳନ କରିବାକୁ ଯାଉଛି ବିଜେଡି। ୨୦୨୫ ଜାନୁଆରି...
ଜେଲରେ ରାତି କାଟିଲେ, ଚଟାଣରେ ଶୋଇଲେ ସାଉଥ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଗୋଟିଏ ରାତି ପାଇଁ ବଦଳି ଯାଇଥିଲା ସାଉଥ ସୁପରଷ୍ଟାର ଅଲ୍ଲୁ ଅର୍ଜ୍ଜୁନଙ୍କ ପରିଚୟ। ଚଞ୍ଚଲଗୁଡ଼ା ସେଣ୍ଟ୍ରାଲ ଜେଲର କଏଦୀ ନମ୍ବର ୭୬୯୭ ପାଲଟିଲେ ଅଭିନେତା ଅଲ୍ଲୁ ଅର୍ଜୁନ। ଜେଲ ଭିତରେ ଗୋଟିଏ...
ଡିସେମ୍ବର ୧୭ରୁ ରତ୍ନଭଣ୍ଡାର ମରାମତି କାମ: ସ୍ଥିର ହେଲା ଶ୍ରୀମନ୍ଦିରର ନୀତି ନିର୍ଘଣ୍ଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀମନ୍ଦିର ରତ୍ନଭଣ୍ଡାର କାମ ଡିସେମ୍ବର ୧୭ ତାରିଖରୁ ଆରମ୍ଭ ହେବ। ଏହା ପୂର୍ବରୁ ଶ୍ରୀମନ୍ଦିରର ନୀତି ନିର୍ଘଣ୍ଟ ସ୍ଥିର ହୋଇଛି।
ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ...





















