ଆଗାମୀକାଲିର ଶିଳ୍ପ ପାଇଁ ଦକ୍ଷ ଯୁବ ମାନବ ସମ୍ବଳ ପ୍ରସ୍ତୁତ କରୁଛି ଓଡ଼ିଶା – ଡକ୍ଟର ବିନୋଦ ଆର୍...

ଓଡ଼ିଶାଲାଇଭ୍ ବ୍ୟୁରୋ ଗୁଜରାଟର ଶ୍ରମ, କୌଶଳ ବିକାଶ ଓ ନିୟୋଜନ ବିଭାଗର ସଚିବଙ୍କ ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ (ଭୁବନେଶ୍ୱର): ଗୁଜରାଟ ସରକାରଙ୍କ ଶ୍ରମ, କୌଶଳ ବିକାଶ ଓ ନିୟୋଜନ ବିଭାଗର ସଚିବ ଡକ୍ଟର ବିନୋଦ...

ମନରେ ଆତ୍ମବିଶ୍ଵାସ ଥିଲେ ସଫଳତା ନିଶ୍ଚୟ ମିଳିବ – ପ୍ରଜ୍ଞା ପାରଙ୍ଗମା

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=IAapPN5Dnj0 ଓଡ଼ିଶା ସିଭିଲ୍ ସର୍ଭିସ (ଓସିଏସ) ପରୀକ୍ଷାରେ ସଫଳତା ହାସଲ କରିଛନ୍ତି ଭୁବନେଶ୍ଵରର ପ୍ରଜ୍ଞା ପାରଙ୍ଗମା। ଦ୍ଵିତୀୟ ଚେଷ୍ଟାରେ ତାଙ୍କୁ ଏହି ସଫଳତା ମିଳିଛି। ୨୦୨୨ ମସିହା ଓସିଏସ ପରୀକ୍ଷାରେ ୪ ନମ୍ବର...

ଭଦ୍ରକ: ଯୁବ କବି ଜ୍ଞାନୀ ଦେବାଶିଷ ମିଶ୍ରଙ୍କୁ ମିଳିଲା ‘କବି ବସନ୍ତ ମୁଦୁଲି କବିତା ପୁରସ୍କାର’

ଓଡ଼ିଶାଲାଇଭ୍ ବ୍ୟୁରୋ (କୃଷ୍ଣ କୁମାର ମହାନ୍ତି): ଭଦ୍ରକସ୍ଥିତ ସଂସ୍କୃତି ଭବନଠାରେ ରବିବାର ଦିନ କବି ବସନ୍ତ ମୁଦୁଲିଙ୍କ ୩୭ତମ ସ୍ମୃତି ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଯୁବ କବି ଜ୍ଞାନୀ ଦେବାଶିଷ ମିଶ୍ରଙ୍କୁ...

ନଭେମ୍ବର ୨୧ରୁ ଓଡ଼ିଶାରେ ଆରମ୍ଭ ହେବ ଧାନ କିଣା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ନଭେମ୍ବର ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା। ଚଳିତ ଖରିଫ୍‌ ଋତୁ ପାଇଁ ଧାନ କିଣିବେ ରାଜ୍ୟ ସରକାର। ବରଗଡ଼ ଜିଲ୍ଲାରୁ ଧାନ କିଣା ଆରମ୍ଭ ହେବ। ଏ...

ମୟୂରଭଞ୍ଜରେ ସବୁ ପର୍ଯ୍ୟଟନସ୍ଥଳର ବିକାଶ କରାଯିବ – ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ପ୍ରାକୃତିକ ସମ୍ପଦରେ ଭରପୁର ମୟୂରଭଞ୍ଜ ଜିଲ୍ଲାରେ ରହିଥିବା ସମସ୍ତ ପର୍ଯ୍ୟଟସ୍ଥଳଗୁଡ଼ିକର ବିକାଶ କରାଯିବ। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି ବୋଲି କହିଛନ୍ତି...

ବାତ୍ୟା ‘ଦାନା’ ଯୋଗୁଁ ଓଡ଼ିଶାରେ ପ୍ରାୟ ୬୦୦ କୋଟି ଟଙ୍କାର କ୍ଷୟକ୍ଷତି – ମନ୍ତ୍ରୀ ସୁରେଶ ପୂଜାରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ବାତ୍ୟା ‘ଦାନା’ ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଆସିଛି। ପ୍ରାଥମିକ ଆକଳନ ଅନୁସାରେ ବାତ୍ୟା ଯୋଗୁଁ ରାଜ୍ୟରେ ପ୍ରାୟ ୬୦୦ କୋଟି ଟଙ୍କାର କ୍ଷତି ହୋଇଛି। ଏଥିରେ ବାଲେଶ୍ୱର, ଭଦ୍ରକ ଏବଂ...

କିଏ ହେବେ ଓଡ଼ିଶା କଂଗ୍ରେସର ମଙ୍ଗୁଆଳ: ଆଜିଠୁ ଆରମ୍ଭ ହେଲା ଚୟନ ପ୍ରକ୍ରିୟା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଆରମ୍ଭ ହୋଇଛି ଓଡ଼ିଶା କଂଗ୍ରେସର ନୂଆ ସଭାପତିଙ୍କ ଚୟନ ପ୍ରକ୍ରିୟା। ପିସିସି ସଭାପତି ଚୟନ ପାଇଁ ଓଡ଼ିଶାରେ ପହଞ୍ଚିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ଛତିଶଗଡ଼ର ବିରୋଧୀ ଦଳ ନେତା...

ଆପଣ ଜାଣନ୍ତି କି, ମସ୍କୁଲାର ଡିଷ୍ଟ୍ରୋଫି କ’ଣ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=P4cjIC3Xk7o ମସ୍କୁଲାର ଡିଷ୍ଟ୍ରୋଫି ଏକ ଆନୁବଂଶିକ ରୋଗ, ଯାହା ମଣିଷ ଶରୀରର ମାଂସପେଶୀକୁ ପ୍ରଭାବିତ କରିଥାଏ। ଏହି ରୋଗ ହେଲେ ମାଂସପେଶୀ ଧୀରେ ଧୀରେ ଦୁର୍ବଳ ହେବାକୁ ଲାଗେ। ଏହା ଦ୍ୱାରା...

ଆଜି ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଦୁଇ ଦିନିଆ ଗସ୍ତରେ ସେ ବହୁ କେନ୍ଦ୍ରୀୟ ମନ୍ତ୍ରୀଙ୍କ ସହ ସାକ୍ଷାତ କରିବେ। ଏଥିରେ ଓଡ଼ିଶାର ଦାବି ତଥା ବିଭିନ୍ନ...

ଆଇଟିବିପିରେ ୫୨୬ଟି ‘ସବ ଇନ୍ସପେକ୍ଟର’ ଓ ‘କନଷ୍ଟେବଳ’ ପଦବୀରେ ନିଯୁକ୍ତି ସୁଯୋଗ: ନଭେମ୍ବର ୧୫ରୁ ଆବେଦନ ଆରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତ ସରକାରଙ୍କ ଗୃହ ମନ୍ତ୍ରାଳୟ ଅଧିନସ୍ଥ ଆଇଟିବିପିରେ ଅନେକ ‘ସବ ଇନ୍ସପେକ୍ଟର’ ଓ ‘କନଷ୍ଟେବଳ’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଆଇଟିବିପିର ଟେଲି କମ୍ୟୁନିକେସନ ବିଭାଗରେ ଖାଲିଥିବା ପ୍ରାୟ...