ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୫ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର କାର୍ତ୍ତିକ କୃଷ୍ଣ ଚତୁର୍ଦ୍ଦଶୀରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...

ବିଜେଡି ଛାଡ଼ିଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡି ଛାଡ଼ିଲେ ଯାଜପୁର ଜିଲ୍ଲା ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ବୁଧବାର ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସଭାପତି ନବୀନ...

ବିଶ୍ୱ ଷ୍ଟ୍ରୋକ୍‌ ଦିବସ ଅବସରରେ ଚିନ୍ତା: ଆଜି ପରିବର୍ତ୍ତିତ ଜୀବନଶୈଳୀ ପାଲଟିଛି ବ୍ରେନ୍‌ ଷ୍ଟ୍ରୋକର ପ୍ରମୁଖ କାରଣ

ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ (ଭୁବନେଶ୍ୱର): ବ୍ରେନ୍‌ ଷ୍ଟ୍ରୋକ୍‌ ବା ମସ୍ତିଷ୍କାଘାତ ଆଜି ସାରା ବିଶ୍ୱରେ ଏକ ବଡ଼ ଜନସ୍ୱାସ୍ଥ୍ୟ ଆହ୍ୱାନ ହୋଇଛି। ବିଭିନ୍ନ ଅଣସଂକ୍ରାମକ ରୋଗ ମଧ୍ୟରେ ଷ୍ଟ୍ରୋକ୍‌ ସର୍ବାଧିକ ମୃତ୍ୟୁର କାରଣ ପାଲଟିଛି।...

ସବୁ ପ୍ରକାର ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ଓଡ଼ିଶା – ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରରେ ପାଳିତ ହୋଇଛି ରାଜ୍ୟସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି ଏବଂ ଜାତୀୟ ପ୍ରାକୃତିକ ବିପର୍ଯ୍ୟୟ ହ୍ରାସ ଦିବସ। ମଙ୍ଗଳବାର ରବୀନ୍ଦ୍ର ମଣ୍ଡପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ...

ଷ୍ଟ୍ରୋକ୍-ମୁକ୍ତ ଜୀବନ ପାଇଁ କ’ଣ କରିବେ?

ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=w8ktHJ3I_fQ ପରିବର୍ତ୍ତିତ ଜୀବନଶୈଳୀ, ଖାଦ୍ୟ ଅଭ୍ୟାସ ଏବଂ ଦୈନନ୍ଦିନ ବ୍ୟାୟାମର ଅଭାବ କାରଣରୁ ଷ୍ଟ୍ରୋକ୍‌ ସଂଖ୍ୟା ଆଜି ବଢ଼ିବାରେ ଲାଗିଛି। ସାରା ଦୁନିଆରେ ‘ଷ୍ଟ୍ରୋକ୍’ ଏକ ବଡ଼ ସ୍ୱାସ୍ଥ୍ୟଗତ ସମସ୍ୟା ଭାବେ...

ପର୍ଯ୍ୟଟକଙ୍କ ପାଇଁ ଆଜିଠାରୁ ପୁଣି ଖୋଲିଲା ଶିମିଳିପାଳ ଅଭୟାରଣ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଆଜି, ମଙ୍ଗଳବାରଠାରୁ ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ଶିମିଳିପାଳ ଅଭୟାରଣ୍ୟ। ଏ ନେଇ ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବ୍ୟାଘ୍ର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରକାଶ ଚାନ୍ଦ ଗୋଗିନେନି...

ବାଲେଶ୍ୱର: ‘ଫକୀରମୋହନ ସାହିତ୍ୟ ପରିଷଦ’ ପାଇଁ ନିର୍ବାଚିତ ହେଲେ ନୂଆ କର୍ମକର୍ତ୍ତା

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵରର ସର୍ବପ୍ରାଚୀନ ସାହିତ୍ୟ ଅନୁଷ୍ଠାନ 'ଫକୀରମୋହନ ସାହିତ୍ୟ ପରିଷଦ'ର କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଛି। ସୋମବାର ସ୍ଥାନୀୟ ଶାନ୍ତି କାନନ ପରିସରରେ ଅନୁଷ୍ଠିତ ଏହି ନିର୍ବାଚନରେ...

ବିଶ୍ଵ ଷ୍ଟ୍ରୋକ୍ ଦିବସ ଅବସରରେ ବିଶେଷ ଜନସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ – ‘ଷ୍ଟ୍ରୋକ୍ ମୁକ୍ତ ଜୀବନ’

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇଏଫଆଇ ଫାଉଣ୍ଡେସନ ପକ୍ଷରୁ ତଥା ଓଡ଼ିଶାଲାଇଭ୍‌ ଓ ସ୍ୱାସ୍ଥ୍ୟପ୍ଲସର ମିଳିତ ଆନୁକୂଲ୍ୟରେ ଅକ୍ଟୋବର ୨୯ରୁ ନଭେମ୍ବର ୭ ପର୍ଯ୍ୟନ୍ତ ବିଶେଷ ଜନସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ। ବର୍ତ୍ତମାନ ସମୟରେ ସାରା ଦୁନିଆରେ ‘ଷ୍ଟ୍ରୋକ୍’ ଏକ...

ଆଜି ‘ଧନତେରସ୍‌’: ସୁନା ଗହଣା ଦୋକାନରେ ଜମିବ ଭିଡ଼

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଧନ ତ୍ରୟୋଦଶୀରେ ପାଳିତ ହେଉଛି ‘ଧନତେରସ୍‌’। ଏହାକୁ ଧନ ଓ ସମ୍ପଦର ଉତ୍ସବ ବୋଲି କୁହାଯାଏ। ଏହି ଦିନ ଧନଦାତ୍ରୀ ଦେବୀ ମା’ ଲକ୍ଷ୍ମୀ ପୂଜା ପାଆନ୍ତି। ଆଜିର ଦିନରେ...

ମନେ ପଡ଼େ ମହାବାତ୍ୟା: ୨୫ ବର୍ଷ ତଳେ ଛାରଖାର ହୋଇଥିଲା ଅଧା ଓଡ଼ିଶା

ଓଡ଼ିଶାଲାଇଭ୍ ବ୍ୟୁରୋ ୧୯୯୯ ମସିହା ଅକ୍ଟୋବର ୨୯ ତାରିଖ। ଆଜିକୁ ଠିକ୍ ୨୫ ବର୍ଷ ତଳେ ଉପକୂଳ ଓଡ଼ିଶାରେ ତାଣ୍ଡବ ରଚିଥିଲା ମହାବାତ୍ୟା। ଆଉ ଏହି ମହାବାତ୍ୟା ଉଜାଡ଼ି ଦେଇଥିଲା ଅନେକ ସୁନାର ସଂସାର।...