ଅଟୋକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୪ ମୃତ

ଓଡ଼ିଶାଲାଇଭ୍‌ ବ୍ୟୁରୋ ଜୟପୁର: ବୋରିଗୁମ୍ମା-ନବରଙ୍ଗପୁର ରାସ୍ତାର ମଝିଆ ଗ୍ରାମ ନିକଟରେ  ଯାତ୍ରୀବାହୀ ବସ୍‌ ଓ  ଅଟୋ ମଧ୍ୟରେ ଧକ୍କା ହେବାରୁ ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ୩ ଜଣ ଗୁରୁତର ଆହତ ହୋଇଛନ୍ତି।...

ଜୁନ୍‌ ୨୫ ଯାଏଁ ବଢ଼ିଲା ଖରାଛୁଟି – ୨୬ରେ ଖୋଲିବ ସ୍କୁଲ

ଓଡ଼ିଶାଲାଇଭ୍‌ ବ୍ୟୁରୋ ଆସନ୍ତାକାଲି ଖୋଲିବନି ସ୍କୁଲ। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଖରାଛୁଟି ବଢ଼ାଇଲେ ରାଜ୍ୟ ସରକାର। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆସନ୍ତା ୨୫ ତାରିଖ ଯାଏଁ ଖରାଛୁଟି ବଢ଼ାଯାଇଛି। ତେବେ...

ପୋଲିସର ଦବଙ୍ଗଗିରି – ହେଲମେଟ ଚେକ ଆଳରେ ଗାଡ଼ି ଚାଳକଙ୍କୁ ନିସ୍ତୁକ ମାଡ଼

ଓଡ଼ିଶାଲାଇଭ୍ ବ୍ୟୁରୋ ଜୟପୁର ଜାତୀୟ ରାଜପଥ ଟାଉନ ଥାନା ସମ୍ମୁଖରେ ପୋଲିସର ଗୁଣ୍ଡାଗିରି। ହେଲମେଟ ଚେକ ଆଳରେ ନିସ୍ତୁକ ମାଡ଼ ମାରିଲା ପୋଲିସ। ପୋଲିସର ଏହି ମାଡ଼ରେ ପାଖାପାଖି ୨୦ରୁ ଅଧିକ ଲୋକ ଆହତ...

ରାଜ୍ୟରେ ଭୀଷଣ ବଜ୍ରପାତ ଆଶଙ୍କା – ଆଲର୍ଟ ଜାରି କଲା ପାଣପାଗ ବିଭାଗ

ଓଡ଼ିଶାଲାଇଭ୍‌ ବ୍ୟୁରୋ କାଳବୈଶାଖି ପ୍ରଭାବରୁ ମଙ୍ଗଳବାର ରାଜ୍ୟରେ ଝଡ଼ବର୍ଷା ସାଙ୍ଗକୁ ଭୀଷଣ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ରାଜ୍ୟର ୧୬ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି। ସତର୍କ...

ବଢ଼ିବନି ଖରାଛୁଟି, ବୁଧବାରଠାରୁ ଖୋଲିବ ସ୍କୁଲ

ଓଡ଼ିଶାଲାଇଭ୍‌ ବ୍ୟୁରୋ ବଢ଼ିବନି ଖରାଛୁଟି, ବୁଧବାରଠାରୁ ରାଜ୍ୟରେ ସମସ୍ତ ସ୍କୁଲ ଖୋଲିବ। ଏନେଇ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। କିଛି ଦିନ ଧରି ରାଜ୍ୟରେ ତାପମାତ୍ରା ବଢ଼ିବାରେ...

ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ନବୀନ, ସର୍ବଦଳୀୟ ବୈଠକରେ ଯୋଗ ଦେବେ

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ପୁଣିଥରେ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ସେ ଦିଲ୍ଲୀ ଯିବେ। ପ୍ରଧାନମନ୍ତ୍ରୀ ଡାକିଥିବା ସର୍ବଦଳୀୟ ବୈଠକରେ ଯୋଗ ଦେବେ। ଆସନ୍ତାକାଲି ସଂସଦରେ ବିଭିନ୍ନ...

ଆସ୍କାରେ ନିଆଁ ଲାଗି ଜଳିଗଲା ୩୦ ବଖରା ଘର

ଓଡ଼ିଶାଲାଇଭ୍‌ ବ୍ୟୁରୋ ଗଞ୍ଜାମ ଜିଲ୍ଲାର ଆସ୍କାଠାରେ ଘଟିଛି ଏକ ଅଭାବନୀୟ ଘଟଣା। ମଙ୍ଗଳବାର ସକାଳେ ଧରାକୋଟ ବ୍ଲକ ଅନ୍ତର୍ଗତ ଶରଧାପୁର ଗାଁରେ ଘଟିଛି ଭୟାଭୟ ଅଗ୍ନିକାଣ୍ଡ। ନିଆଁ ଲାଗି ୧୦ ପରିବାରର ୩୦ ବଖରା...

ଏନଡିଏର ବାଚସ୍ପତି ପ୍ରାର୍ଥୀଙ୍କୁ ସମର୍ଥନ କରିବ ବିଜେଡି

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ୧୭ତମ ଲୋକସଭାର ବାଚସ୍ପତି ପ୍ରାର୍ଥୀ ହୋଇଛନ୍ତି ଓମ୍ ବିର୍ଲା। ତାଙ୍କୁ ପ୍ରାର୍ଥୀ କରିଛି ଏନଡିଏ। ତେବେ ବିଜେଡି ମଧ୍ୟ ଏନଡିଏ ପ୍ରାର୍ଥୀ ଓମ୍ ବିର୍ଲାଙ୍କୁ ସମର୍ଥନ କରିଛି। ଏନେଇ ବିଜେଡି...

ବୁଧବାର ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ। ବୁଧବାର ଓଡ଼ିଶା ଯୁଗ୍ମ ପ୍ରବେଶିକା ଅନଲାଇନ ଓ ଅଫଲାଇନ ପରୀକ୍ଷା ଫଳ ପ୍ରକାଶ ପାଇବ। ସଚିବାଳୟର ବିଭାଗୀୟ କାର୍ଯ୍ୟାଳୟରେ ଓଜେଇଇ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ଦକ୍ଷତା...

ଲୋକସଭାରେ ଶପଥ ନେଲେ ସାଂସଦ ଅନୁଭବ ମହାନ୍ତି

ଓଡ଼ିଶାଲାଇଭ ବ୍ୟୁରୋ ଆଜି ୧୭ତମ ଲୋକସଭା ଅଧିବେଶନର ଦ୍ୱିତୀୟ ଦିନ। ଦ୍ୱିତୀୟ ଦିନରେ ବି ଗୃହରେ ସାଂସଦଙ୍କ ଶପଥ ପାଠ ଉତ୍ସବ ଜାରି ରହିଛି। ଆଜି ବିଜେଡ଼ିର କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ଲୋକସଭା...