ପ୍ରକାଶ ପାଇଲା ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ଫଳ: ଶ୍ଵେତାଶ୍ରୀ ମହାପାତ୍ର ଟପ୍ପର
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରକାଶ ପାଇଲା ଓଡ଼ିଶା ସିଭିଲ ସର୍ଭିସ (ଓସିଏସ) ପରୀକ୍ଷା ଫଳ। ୨୦୨୨ ମସିହା ଓସିଏସ ପରୀକ୍ଷାରେ ଟପ୍ପର ହୋଇଛନ୍ତି ଶ୍ଵେତାଶ୍ରୀ ମହାପାତ୍ର। ଶନିବାର ଦିନ ପ୍ରକାଶିତ ଓସିଏସ ଫଳାଫଳରେ ବାଜି ମାରିଛନ୍ତି...
ସାଇବର ଅପରାଧୀଙ୍କ ନୂଆ ଟେକ୍ନିକ୍ ‘ଡିଜିଟାଲ ଆରେଷ୍ଟ’
ମିନତି ମିଶ୍ର
ସାଇବର ଅପରାଧୀଙ୍କ ନୂଆ ଅସ୍ତ୍ର ପାଲଟିଛି ‘ଡିଜିଟାଲ ଆରେଷ୍ଟ’। ଏହା ମାଧ୍ୟମରେ ଲୋକଙ୍କୁ ଠକି ଲୁଟି ନେଉଛନ୍ତି କୋଟି କୋଟି ଟଙ୍କା। ଏହି ଭଳି ଘଟଣା ଦେଖିବାକୁ ମିଳିଛି ରାଜଧାନୀ ଭୁବନେଶ୍ଵରରେ।...
ମୁମ୍ବାଇ: ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ନିବେଶକଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍କର୍ଷ ଓଡ଼ିଶା-ମେକ ଇନ ଓଡ଼ିଶା କନକ୍ଲେଭ୍ ପାଇଁ ମୁମ୍ବାଇରେ ନିବେଶକ ସମ୍ମିଳନୀ କରିଛନ୍ତି ଓଡ଼ିଶା ସରକାର। ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଓଡ଼ିଶାରେ ବିଭିନ୍ନ...
ସାହିତ୍ୟରୁ ପ୍ରଶଂସା ମିଳିପାରେ କିନ୍ତୁ ରୋଜଗାର କରିହୁଏନି – ଡକ୍ଟର ସରୋଜିନୀ ସାହୁ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=swn7hZYmnj4
‘‘ଆଜି ଯୁବପିଢ଼ି ଲେଖାଲେଖି ପ୍ରତି ଆଗ୍ରହ ଦେଖାଉଛନ୍ତି। ସେମାନଙ୍କ ଗଳ୍ପ, ଉପନ୍ୟାସ ମନକୁ ଛୁଉଁଛି। କିନ୍ତୁ ଏହାକୁ ନେଇ ସେମାନେ କ୍ୟାରିୟର ସ୍ୱପ୍ନ ଯଦି ଦେଖୁଥିବେ, ତାହେଲେ ତାଙ୍କୁ ସମସ୍ୟା ହୋଇପାରେ।...
ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ର ନାଁ – ପଞ୍ଚାୟତିରାଜ ମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ର ନାଁ। ଏବେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ନାଁରେ ଏହି କାର୍ଯ୍ୟକ୍ରମ ଚାଲିବ। ଏନେଇ ଶନିବାର ସୂଚନା ଦେଇଛନ୍ତି ରାଜ୍ୟ ପଞ୍ଚାୟତିରାଜ ବିଭାଗର ମନ୍ତ୍ରୀ ରବି ନାରାୟଣ ନାୟକ।
“ରାଜ୍ୟ...
କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କ ପରଲୋକ
ଓଡ଼ିଶାଲାଇଭ୍ ବ୍ୟୁରୋ
କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କର ଶନିବାର ଦିନ ପରଲୋକ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ।...
ଅକ୍ଟୋବର ୨୪ରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି: ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅକ୍ଟୋବର ୨୪ ତାରିଖରେ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ଶ୍ରୀମନ୍ଦିରରେ ୩ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ...
ବ୍ରେନ୍ ଷ୍ଟ୍ରୋକ୍ ପରେ ଫିଜିଓଥେରାପି ଜରୁରୀ
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=NK9QQuMm4RM
ଯଦି କୌଣସି କାରଣରୁ ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ଠିକ୍ ଭାବେ ହୁଏ ନାହିଁ ଏବଂ ମସ୍ତିଷ୍କର କୋଷିକାଗୁଡ଼ିକ ଠିକ୍ ଭାବେ କାର୍ଯ୍ୟ କରେ ନାହିଁ, ତେବେ ଜଣେ ବ୍ୟକ୍ତି ବ୍ରେନ...
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା! ଆଜି ବର୍ଷା ପାଇଁ ରାଜ୍ୟର ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ବଙ୍ଗୋପସାଗରର ଉତ୍ତର ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଅତି ଭୀଷଣ ବାତ୍ୟାର ରୂପ ନେଇପାରେ। ଏହା ପ୍ରଭାବରେ ଅକ୍ଟୋବର ୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା...
ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜରଙ୍କୁ ଆକ୍ରମଣ ମାମଲା: ପନ୍ତିବଡୁ ସେବକ ନିଲମ୍ବିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀମନ୍ଦିରର ବରିଷ୍ଠ ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାରେ ସମ୍ପୃକ୍ତି ଥିବା ଅଭିଯୋଗରେ ପନ୍ତିବଡୁ ସେବକ ଚନ୍ଦନ ସାମନ୍ତରାୟଙ୍କୁ ନିଲମ୍ବିତ କରାଯାଇଛି। ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ...





















