ଭକ୍ତି ସଙ୍ଗୀତ ସମାରୋହ ‘ଗୁହାରି’ର ଦ୍ୱିତୀୟ ଦିନ – ଓଡ଼ିଶାଲାଇଭ୍‌ରେ ଦେଖନ୍ତୁ ସିଧାପ୍ରସାରଣ

ଓଡ଼ିଶାଲାଇଭ ବ୍ୟୁରୋ [youtube https://www.youtube.com/watch?v=-DT_6tNWH-U] ପବିତ୍ର ରଥଯାତ୍ରା ଅବସରରେ ଭୁବନେଶ୍ୱରସ୍ଥିତ ରବୀନ୍ଦ୍ର ମଣ୍ଡପରେ ସୋମବାରଠାରୁ ଆରମ୍ଭ ହୋଇଥିବା ଭକ୍ତି ସଙ୍ଗୀତ ସମାରୋହ ‘ଗୁହାରି’ ମଙ୍ଗଳବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ଦ୍ୱିତୀୟ ସନ୍ଧ୍ୟାରେ ଓଡ଼ିଶାର ବହୁ ପରିଚିତ...

୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ, ସତର୍କ ଜାରି

ଓଡ଼ିଶାଲାଇଭ୍‌ ବ୍ୟୁରୋ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଏବଂ ମୌସୁମୀ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାରେ ଲାଗିଛି। ମଙ୍ଗଳବାର ସନ୍ଧ୍ୟା ସୁଧା ରାଜ୍ୟର ୯ଟି ଜିଲ୍ଲାରେ...

ଶ୍ରୀକ୍ଷେତ୍ରରେ ସୁବାସିତ ଚନ୍ଦନ- ନିମାଇଁ ହରିଚନ୍ଦନ

ତ୍ରିଲୋଚନ ମିଶ୍ର ବିଶିଷ୍ଟ କଣ୍ଠଶିଳ୍ପୀ ପଦ୍ମଶ୍ରୀ ବାଣୀକଣ୍ଠ ନିମାଇଁ ଚରଣ ହରିଚନ୍ଦନଙ୍କ ଜୟନ୍ତୀ ଅବସରରେ ଲୋକପ୍ରିୟ ଡିଜିଟାଲ ମିଡିଆ ପ୍ଲାଟ୍‌ଫର୍ମ ‘ଓଡ଼ିଶାଲାଇଭ୍’ ପକ୍ଷରୁ ବିଶେଷ ଶ୍ରଦ୍ଧାଞ୍ଜଳି। ୧୯୮୩ ଜୁଲାଇ ୧୯ ତାରିଖ। ରାତି ପାହିଲେ ଶ୍ରୀଜଗନ୍ନାଥଙ୍କ...

ସ୍ଵତନ୍ତ୍ର ଓଜେଇଇ ପାଇଁ ୧୩କୁ ଆବେଦନ ଘୁଞ୍ଚିଲା

ଓଡ଼ିଶାଲାଇଭ୍ ବ୍ୟୁରୋ ସ୍ୱତନ୍ତ୍ର ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)ର ବି.ଟେକ୍, ଲାଟେରାଲ ଏଣ୍ଟ୍ରି ଟୁ ବି.ଟେକ୍, ଏମ୍‌ବିଏ, ଏମ୍‌ସିଏ, ଲାଟେରାଲ ଏଣ୍ଟ୍ରି ଏମ୍‌ସିଏରେ ନାମ ଲେଖାଇବା ପାଇଁ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି।...

ପୁରୀ: ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ, ହେଲପର ଗିରଫ

ଓଡ଼ିଶାଲାଇଭ ବ୍ୟୁରୋ ବସ୍ ଭିତରେ ନାବାଳିକାଙ୍କୁ ଦୁଷ୍କର୍ମ। ଏଭଳି ଲଜ୍ଜାଜନକ ଘଟଣା ଘଟିଛି ପୁରୀ ସହରରେ। ଏହି ଘଟଣାରେ ସଂପୃକ୍ତି ଥିବା ଅଭିଯୁକ୍ତ ବସ୍ ହେଲପରଙ୍କୁ ପୋଲିସ ଗିରଫ କରିଛି। ସୋମବାର ରାତିରେ ଏକ ଏସି...

ରାଜ୍ୟରେ ଜାରି ରହିବ କୋହଲା ପାଗ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଜାରି ରହିବ କୋହଲା ପାଗ। ସାରା ରାଜ୍ୟରେ ଏକ ସପ୍ତାହ ଧରି ସ୍ୱଳ୍ପ ବର୍ଷା ଲାଗି ରହିବ। ଆଜି କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। କିନ୍ତୁ...

ଆଜିର ମୁଖ୍ୟ ଖବର @11 AM (୦୯ ଜୁଲାଇ, ୨୦୧୯)

ଓଡ଼ିଶାଲାଇଭ୍ ବ୍ୟୁରୋ ପଢ଼ନ୍ତୁ ଦିନ ତମାମର ପ୍ରମୁଖ ଖବର। ନନ୍ଦିଘୋଷ ଚକ ଭାଙ୍ଗିଲେ ମହାଲକ୍ଷ୍ମୀ ବାହୁଡ଼ା ଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଆଜି ତିନି ରଥକୁ ଦକ୍ଷିଣମୋଡ଼ କରାଯାଇ ନାକଚଣା ଦ୍ୱାର ସମ୍ମୁଖକୁ ନିଆଯିବ। ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ...

ବାହୁଡ଼ା ପ୍ରସ୍ତୁତି, ଆଜି ତିନି ରଥର ହେବ ଦକ୍ଷିଣ ମୋଡ଼

ଓଡ଼ିଶାଲାଇଭ୍ ବ୍ୟୁରୋ ଆଉ ଦୁଇ ଦିନ ପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ, ବଳଭଦ୍ର ଏବଂ ମା’ ସୁଭଦ୍ରା ଶ୍ରୀଗୁଣ୍ଡିଚା ମନ୍ଦିରରୁ ସିଂହଦ୍ୱାର ଅଭିମୁଖେ ବାହୁଡ଼ିବେ। ଏଥିପାଇଁ ଆଜିଠାରୁ ସେବାୟତ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ...

ନନ୍ଦିଘୋଷ ଚକ ଭାଙ୍ଗିଲେ ମହାଲକ୍ଷ୍ମୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବାହୁଡ଼ା ଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଆଜି ତିନି ରଥକୁ ଦକ୍ଷିଣମୋଡ଼ କରାଯାଇ ନାକଚଣା ଦ୍ୱାର ସମ୍ମୁଖକୁ ନିଆଯିବ। ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ପରେ ପରମ୍ପରା ଅନୁସାରେ ପ୍ରଥମେ ମାଆ ସୁଭଦ୍ରାଙ୍କ ଦର୍ପଦଳନ...

ଓଲିଉଡ ପରଦାରେ ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଅନ୍‌ସ୍କ୍ରିନ୍ ରୋମାନ୍ସ

ଓଡ଼ିଶାଲାଇଭ୍ ଏଣ୍ଟରଟେନମେଣ୍ଟ ବ୍ୟୁରୋ ଓଡ଼ିଆ ସିନେପ୍ରେମୀ କେତେଜଣ ଲୋକପ୍ରିୟ ଯୋଡ଼ିଙ୍କୁ ଖୁବ୍ ପସନ୍ଦ କରନ୍ତି। ସେ ମଧ୍ୟରୁ ସୋବର ବୟ ସବ୍ୟସାଚୀ ଏବଂ ଓଲିଉଡ କୁଇନ୍ ଅର୍ଚ୍ଚିତାଙ୍କ ଯୋଡ଼ି। ଓଲିଉଡର ଲୋକପ୍ରିୟ ଏବଂ ହିଟ୍ ଯୋଡ଼ି...