ଭୁବନେଶ୍ଵରର ସବୁ ସ୍ଥାନରେ ଉପଲବ୍ଧ ହେବ ଓ୍ଵାଇଫାଇ

ଓଡ଼ିଶାଲାଇଭ ବ୍ୟୁରୋ ଭୁବନେଶ୍ଵରର ପ୍ରମୁଖ ସଡ଼କ ଏବଂ ଜନଗହଳି ଜାଗାରେ ମାଗଣା ଓ୍ଵାଇଫାଇ ସେବା ଆରମ୍ଭ ହେବ ବୋଲି କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ସଚିବ ଦୁର୍ଗା ଶଙ୍କର ମିଶ୍ର କହିଛନ୍ତି। ଏନେଇ...

ଘଡ଼ଘଡ଼ି ସହ ବର୍ଷା ନେଇ ୬ଟି ଜିଲ୍ଲାକୁ ସତର୍କ ସୂଚନା

ଓଡ଼ିଶାଲାଇଭ୍‌ ବ୍ୟୁରୋ ରାଜ୍ୟ ବିଭିନ୍ନ ସ୍ଥାନରେ ସୋମବାର ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ କେନ୍ଦ୍ର ରାଜ୍ୟର ୬ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି। ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ,...

ନିଆରା ବାରିପଦା ରଥଯାତ୍ରା – ଏଠି ମହିଳା ଟାଣନ୍ତି ସୁଭଦ୍ରା ରଥ

ଓଡ଼ିଶାଲାଇଭ୍ ବ୍ୟୁରୋ ବାରିପଦାରେ ଅନୁଷ୍ଠିତ ରଥଯାତ୍ରା ୧୯୭୫ ମସିହାରେ ରଚିଥିଲା ଏକ ଇତିହାସ, ଯାହାକୁ ଆଜି ରାଜ୍ୟ ତଥା ରାଜ୍ୟ ବାହାରେ ଅନ୍ୟମାନେ ଅନୁସରଣ କରୁଛନ୍ତି। (ବାରିପଦାରୁ ରାଧାଶ୍ୟାମ ପ୍ରଧାନ): ପବିତ୍ର ଗୁଣ୍ଡିଚା ଯାତ୍ରା ଅବସରରେ...

ରବୀନ୍ଦ୍ର ମଣ୍ଡପରେ ଶ୍ରୀଜଗନ୍ନାଥ ଭକ୍ତି ସଙ୍ଗୀତ ସମାରୋହ ‘ଗୁହାରି’, ୮ରୁ ୧୦ ଜୁଲାଇ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=78TZApO2ae8 ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ପ୍ରତିବର୍ଷ ଆୟୋଜିତ ହେଉଛି ଏହି ଭକ୍ତିସଙ୍ଗୀତ କାର୍ଯ୍ୟକ୍ରମ ଗୁହାରିରେ ଶ୍ରୀଜଗନ୍ନାଥଙ୍କ ଭଜନ ଓ ଜଣାଣ ପରିବେଷଣ କରିବେ ଓଡ଼ିଶାର ଲୋକପ୍ରିୟ...
Rath Yatra 2019

ଡିଜିଟାଲ୍ ମିଡିଆରେ ରଥଯାତ୍ରା ଉପରେ କୁଇଜ୍

ଓଡ଼ିଶାଲାଇଭ୍ ବ୍ୟୁରୋ ପବିତ୍ର ରଥଯାତ୍ରା ସମୟରେ ଲୋକପ୍ରିୟ ଡିଜିଟାଲ୍ ମିଡିଆ ପ୍ଲାଟଫର୍ମ ଓଡ଼ିଶାଲାଇଭ୍ ପକ୍ଷରୁ ଏକ କୁଇଜ୍ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଓଡ଼ିଶାଲାଇଭ୍‌ର ଫେସ୍‌ବୁକ୍ ପେଜ୍‌ ମାଧ୍ୟମରେ ଏହି କୁଇଜର ପରିଚାଳନା କରାଯାଉଛି। ବହୁ...
ODISHALIVE_NEWS UPDATE_2PM

ଆଜିର ମୁଖ୍ୟ ଖବର @02 PM (୦୮ ଜୁଲାଇ, ୨୦୧୯)

ଓଡ଼ିଶାଲାଇଭ୍ ବ୍ୟୁରୋ ପଢ଼ନ୍ତୁ ଦିନ ତମାମର ପ୍ରମୁଖ ଖବର। ଆଜି ପବିତ୍ର ହେରାପଞ୍ଚମୀ, ନନ୍ଦିଘୋଷ ଚକ ଭାଙ୍ଗିବେ ମହାଲକ୍ଷ୍ମୀ ହେରାପଞ୍ଚମୀ ତିଥିରେ ମା’ ଲକ୍ଷ୍ମୀ ଗୁଣ୍ଡିଚା ମନ୍ଦିର ଯାଇଥାନ୍ତି। ଜଗନ୍ନାଥ ତାଙ୍କୁ ସାଥୀରେ ନ ନେଇ ଗୁଣ୍ଡିଚା...

ପୁରୀରେ ବୋମା ମାଡ଼, ୭ ଆହତ

ଓଡ଼ିଶାଲାଇଭ ବ୍ୟୁରୋ ରାଜନୈତିକ ଶତୃତାକୁ କେନ୍ଦ୍ର କରି ପୁରୀ କୃଷ୍ଣପ୍ରସାଦ ବ୍ଲକ କହ୍ନେଇପୁର ଗ୍ରାମରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୫ଟି ବୋମା ମାଡ଼ ମଧ୍ୟ ହୋଇଛି। ବୋମା ମାଡ଼ରେ ଉଭୟ ଗୋଷ୍ଠୀର...

ପାଟକୁରା ପାଇଁ ରଣନୀତି ପ୍ରସ୍ତୁତ କଲା ବିଜେଡି

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ପାଟକୁରା ବିଧାନସଭା ନିର୍ବାଚନ ପାଇଁ ବାଜିଛି ବିଗୁଲ୍। ଜୁଲାଇ ୨୦ରେ ହେବ ଭୋଟ। ନିର୍ବାଚନ କମିଶନ ଏନେଇ ବିଜ୍ଞପ୍ତି ପ୍ରକାଶ କରିବା ପରେ ପାଟକୁରାର ରାଜନୀତି ମଇଦାନ ସରଗରମ ହୋଇ...

ପୁଣି ଚର୍ଚ୍ଚାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମୋଦି ସରକାର ପାର୍ଟ-୨ରେ ମନ୍ତ୍ରୀ ହେବା ପୂର୍ବରୁ ସରଳ ଜୀବନ ଯାପନକୁ ନେଇ ଚର୍ଚ୍ଚାରେ ଥିବା ପ୍ରତାପ ଷଡ଼ଙ୍ଗୀ ଏବେ ବରିଷ୍ଠ ଅଧିକାରୀଙ୍କ ପାଦ ଧୋଇ ପୁଣି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। କେନ୍ଦ୍ର...

ଆଜି ପବିତ୍ର ହେରାପଞ୍ଚମୀ, ନନ୍ଦିଘୋଷ ଚକ ଭାଙ୍ଗିବେ ମହାଲକ୍ଷ୍ମୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବଡ଼ଭାଇ ଭଉଣୀଙ୍କ ସହ ଜନ୍ମବେଦୀକୁ ଯାତ୍ରା କରିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ। ଶ୍ରୀମନ୍ଦିର ରତ୍ନସିଂହାସନରୁ ଯାଇ ଆଡ଼ପମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ। ଏଥିପାଇଁ ଲକ୍ଷ୍ମୀ ରୋଷ ପ୍ରକଟ କରିଛନ୍ତି। ହେରାପଞ୍ଚମୀ ତିଥିରେ ମା’ ଲକ୍ଷ୍ମୀ...