ମୟୂରଭଞ୍ଜ: ଗଣେଶ ମୂର୍ତ୍ତି ଭସାଣି ବେଳେ ସୁବର୍ଣ୍ଣରେଖା କେନାଲରେ ଭାସିଗଲେ ୪ ଜଣ ଛାତ୍ର, ଦୁଇ ମୃତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଗଣେଶ ମୂର୍ତ୍ତି ଭସାଣି ବେଳେ କେନାଲରେ ବୁଡ଼ି ଦୁଇଜଣ ଛାତ୍ରଙ୍କର ମୃତ୍ୟୁ ହୋଇଛି। ଏହିଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବାରିପଦା ସଦର ଥାନା ଅନ୍ତର୍ଗତ...
ଜାଣନ୍ତୁ କେମିତି ରହିଲା ଓଡ଼ିଶା ବିଧାନସଭାରେ ବିଜେପି ସରକାରଙ୍କ ପ୍ରଥମ ଅଧିବେଶନ?
ମିନତି ମିଶ୍ର
ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଶେଷ ହୋଇଛି। ଚଳିତବର୍ଷ ରାଜ୍ୟରେ ନୂଆ ସରକାର ଗଠନ ହେବାପରେ ଜୁଲାଇ ୨୨ ତାରିଖରୁ ଆରମ୍ଭ ହୋଇଥିଲା ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ଦୁଇଟି ପର୍ଯ୍ୟାୟରେ...
ମୟୂରଭଞ୍ଜ: ବିଦ୍ୟୁତ ଆଘାତରେ ହାତୀର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବେତନଟୀ ରେଞ୍ଜ ଅଧୀନ ସଇତପୁର ପଞ୍ଚାୟତର ଜାମଶୂଳି ଗାଁ ନିକଟରେ ବିଦ୍ୟୁତ ଆଘାତ ଯୋଗୁଁ ଗୋଟିଏ ହାତୀର ମୃତ୍ୟୁ ହୋଇଛି। ଚାଷ ଜମି ନିକଟରେ...
ବଙ୍ଗୋପସାଗରରେ ଲଘୁଚାପ: ଆଗାମୀ ୨ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଓଡ଼ିଶାଲାଇଭ୍ ବ୍ୟୁରୋ
ବଙ୍ଗୋପସାଗରର ବାଂଲାଦେଶ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପଟି ଧୀରେ ଧୀରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଥିବାବେଳେ ଆଗକୁ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା...
ଜାଣନ୍ତୁ, କାହିଁକି ବଢ଼ୁଛି ଡାଏବେଟିସ୍?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=-GeZ2GHhgUI
ବର୍ତ୍ତମାନର ଜୀବନଶୈଳୀ, ଖାଦ୍ୟପେୟରେ ଅନିୟମିତତା ଏବେ ଅନେକ ରୋଗର କାରଣ ପାଲଟୁଛି। ଏହାରି ମଧ୍ୟରେ ସବୁଠାରୁ ଆଗରେ ରହିଛି ଡାଏବେଟିସ୍। ଘରେ ଘରେ କାହାକୁ ନା କାହାକୁ ଡାଏବେଟିସ୍ ହୋଇଥିବା...
ସେପ୍ଟେମ୍ବର ୧୮ରୁ ଯୁକ୍ତ ୨ ପରୀକ୍ଷା ପାଇଁ ଫର୍ମ ପୂରଣ
ଓଡ଼ିଶାଲାଇଭ୍ ବ୍ୟୁରୋ
୨୦୨୫ ମସିହାରେ ହେବାକୁ ଥିବା ଯୁକ୍ତ ୨ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ ହେବ। ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂକଳ ପରୀକ୍ଷା ଲାଗି ସେପ୍ଟେମ୍ବର ୧୮...
ଘିଅ ଢାଳିଲେ ଭର୍ତ୍ତୃହରି: ପୁଣି ଜଳିଲା ରେଭେନ୍ସା ନିଆଁ
ମିନତି ମିଶ୍ର
ଲିଭି ଆସୁଥିବା ନିଆଁ ପୁଣି ଜଳିବାକୁ ଆରମ୍ଭ କରିଛି। ପୁଣି ତେଜିଛି ରେଭେନ୍ସା ବିବାଦ। ଏ ନିଆଁରେ ଘିଅ ଢାଳିଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ। ନିଜ ସମ୍ପାଦକୀୟ ‘ଧ୍ୱନି ପ୍ରତିଧ୍ୱନି’...
ଅକ୍ଟୋବର ୨୭ରେ ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମିନାରି ପରୀକ୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ସିଭିଲ୍ ସର୍ଭିସ (ଓସିଏସ) ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଆସନ୍ତା ଅକ୍ଟୋବର ୨୭ ତାରିଖରେ ଓସିଏସ ପ୍ରିଲିମିନାରି ପରୀକ୍ଷା ହେବ। ଏନେଇ ଗୁରୁବାର ଓଡ଼ିଶା ଲୋକ ସେବା ଆୟୋଗ...
ନୂଆଦିଲ୍ଲୀରେ ‘ଗ୍ଲୋବାଲ ବାୟୋ ଇଣ୍ଡିଆ’ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଓଡ଼ିଶା ପାଭିଲିୟନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅନନ୍ୟ ଜୈବ ସମ୍ବଳ ଓ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଥିବା ବିପୁଳ ସମ୍ଭାବନାକୁ ପ୍ରଦର୍ଶନ କରୁଛି ଓଡ଼ିଶା।
ନୂଆଦିଲ୍ଲୀର ପ୍ରଗତି ମଇଦାନଠାରେ ଆରମ୍ଭ ହୋଇଛି ତିନିଦିନିଆ ‘ଗ୍ଲୋବାଲ ବାୟୋ-ଇଣ୍ଡିଆ ୨୦୨୪’। ଭାରତ ସରକାରଙ୍କ ବିଜ୍ଞାନ...
ଭୁବନେଶ୍ୱରରେ ୨୨ତମ ଜାତୀୟସ୍ତରୀୟ ହସ୍ତତନ୍ତ ମେଳା ଉଦଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରେ ଉଦଘାଟିତ ହୋଇଛି ୨୨ତମ ଜାତୀୟସ୍ତରୀୟ ହସ୍ତତନ୍ତ ମେଳା। ବୁଧବାର ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଏହାର ଉଦଘାଟନ କରିଥିଲେ। ଓଡ଼ିଶା...





















