ଗିରଫ ହେଲେ କୋଟିପତି କିରାଣୀ ପ୍ରଦୀପ କୁମାର ଦାସ

ଓଡ଼ିଶାଲାଇଭ୍ ବ୍ୟୁରୋ ଗିରଫ ହେଲେ ବାଲେଶ୍ଵର ଜିଲ୍ଲା ଡିଇଓ କାର୍ଯ୍ୟାଳୟର କନିଷ୍ଠ କିରାଣୀ ପ୍ରଦୀପ କୁମାର ଦାସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ପ୍ରଦୀପ କୁମାର ଦାସଙ୍କୁ ଶନିବାର ଦିନ ଗିରଫ କରିଛି...

ଭୁବନେଶ୍ଵରରେ ବାର୍ଡ ଫ୍ଲୁ ଭୟ: ସଂକ୍ରମିତ ଅଞ୍ଚଳରୁ କୁକୁଡ଼ା ନଆଣିବାକୁ ବ୍ୟବସାୟୀଙ୍କୁ ନୋଟିସ୍

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜଧାନୀ ଭୁବନେଶ୍ଵରରେ ଦେଖା ଦେଲାଣି ବାର୍ଡ ଫ୍ଲୁ ଭୟ। ଭୁବନେଶ୍ଵର ଉପକଣ୍ଠରେ ବାର୍ଡ ଫ୍ଲୁ ବ୍ୟାପୁଥିବାରୁ ଭୁବନେଶ୍ଵର ବାସିନ୍ଦାଙ୍କୁ ସତର୍କ ରହିବା ଲାଗି ପରାମର୍ଶ ଦେଇଛି ଭୁବନେଶ୍ଵର ମହାନଗର ନିଗମ...

ଓଡ଼ିଶାରେ ଆରମ୍ଭ ହେଲା ‘ପିଏମ-ଉଷା’ ଯୋଜନା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଲାଗୁ ହୋଇଛି ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ-ଉଷା)। ଏନେଇ ଶନିବାର କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ଏବଂ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଛି।...

ଅବପାତର ରୂପ ନେଲା ଲଘୁଚାପ: ପ୍ରବଳ ବର୍ଷା ପାଇଁ ଆଜି ଦକ୍ଷିଣ ଓଡ଼ିଶାର ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଏବେ ଅବପାତର ରୂପ ନେଇଛି। ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି ରହିଛି। ଆସନ୍ତା ୨ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷାର ମାତ୍ରା...

ସେପ୍ଟେମ୍ବର ୧ରୁ ଓଡ଼ିଶାରେ ନୂଆ ଅବକାରୀ ନୀତି: ଚଳିତ ବର୍ଷ ଖୋଲିବନି ନୂଆ ମଦ ଦୋକାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ନୂଆ ଅବକାରୀ ନୀତି ଆଣିଛନ୍ତି ରାଜ୍ୟ ସରକାର। ସେପ୍ଟେମ୍ବର ୧ ତାରିଖରୁ ଏହା କାର୍ଯ୍ୟକାରୀ ହେବ। ନୂଆ ଅବକାରୀ ନୀତିରେ ରାଜ୍ୟରେ ବେଆଇନ ମଦ କାରବାରକୁ ରୋକିବା ପାଇଁ ଗୁରୁତ୍ଵ...

ଆଶାକର୍ମୀ ଓ ଅଙ୍ଗନବାଡ଼ି କର୍ମୀ ମଧ୍ୟ କରିପାରିବେ ‘ସୁଭଦ୍ରା’ ଯୋଜନା ପାଇଁ ଆବେଦନ

ଓଡ଼ିଶାଲାଇଭ୍ ବ୍ୟୁରୋ ‘ସୁଭଦ୍ରା’ ଯୋଜନା ଆବେଦନକୁ ନେଇ ପ୍ରତିଦିନ ଗୋଟିଏ ଗୋଟିଏ ଖବର ଆସିବାକୁ ଲାଗିଛି। ଏହି ଯୋଜନାକୁ ନେଇ ଆଉ ଏକ ଘୋଷଣା କରିଛନ୍ତି ରାଜ୍ୟ ସରକାର। ‘ସୁଭଦ୍ରା’ ଯୋଜନା ପାଇଁ ଆଶାକର୍ମୀ...

ଜାଣନ୍ତୁ, ଡାଇବେଟିସ୍ ରୋଗୀ କ’ଣ ଖାଇବେ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=No-aDfKtxG8 ପରିବର୍ତ୍ତନଶୀଳ ଜୀବନଶୈଳୀ ଏବଂ ଖାଦ୍ୟପେୟରେ ଅନିୟମିତତା ଯୋଗୁଁ ମଣିଷ ଶରୀରରେ ବିଭିନ୍ନ ରୋଗ ଦେଖାଦେଉଛି। ଏହା ମଧ୍ୟରେ ସବୁଠାରୁ ଆଗରେ ରହିଛି ଡାଏବେଟିସ୍। ଏବେ ଘରେ ଘରେ କାହାକୁ ନା...

‘‘ପର୍ଯ୍ୟଟନ ଓ ଐତିହ୍ୟର ସୁରକ୍ଷା, ସଂରକ୍ଷଣ ଓ ପ୍ରସାର କ୍ଷେତ୍ରରେ ଗଣମାଧ୍ୟମ ଅଧିକ ଦାୟିତ୍ୱବାନ ହେବା ଆବଶ୍ୟକ’’

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରରେ ଆଇଆଇଟିଟିଏମ୍ ଏବଂ ଇଣ୍ଟାକର ମିଳିତ ଆନୁକୂଲ୍ୟରେ ଐତିହ୍ୟ ଓ ପର୍ଯ୍ୟଟନ ଉପରେ ଦିନିକିଆ ମିଡିଆ ସଚେତନତା କର୍ମଶାଳା। ପର୍ଯ୍ୟଟନ ଓ ଐତିହ୍ୟ ରାଜ୍ୟର ଅମୂଲ୍ୟ ସମ୍ପତ୍ତି। ଏହାର ସୁରକ୍ଷା ଓ ସଂରକ୍ଷଣ...

ଭିଜିଲାନ୍ସ ଜାଲରେ ବାଲେଶ୍ଵର ଡିଇଓ କାର୍ଯ୍ୟାଳୟର କନିଷ୍ଠ କିରାଣୀ ପ୍ରଦୀପ କୁମାର ଦାସ

ଓଡ଼ିଶାଲାଇଭ୍ ବ୍ୟୁରୋ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବାଲେଶ୍ଵର ଜିଲ୍ଲା ଡିଇଓ କାର୍ଯ୍ୟାଳୟର କନିଷ୍ଠ କିରାଣୀ ପ୍ରଦୀପ କୁମାର ଦାସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ପ୍ରଦୀପ ଦାସଙ୍କ ଘର ସମେତ ୬ଟି ଠିକଣା...

ବଢ଼ୁଛି ଜଳସ୍ତର, ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଉପର ମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଦିନ ହୀରାକୁଦର ଆଉ ୪ଟି ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ମୋଟ ୬ଟି ଗେଟ୍ ଦେଇ...