କ୍ରିଟିକାଲ୍ ମିନେରାଲ୍ସ ଓ ବିଭିନ୍ନ ପ୍ରକଳ୍ପ କ୍ଷେତ୍ରରେ ସହଯୋଗ ପାଇଁ କାବିଲ୍ ଏବଂ ଅଏଲ୍ ଇଣ୍ଡିଆ ଲିମିଟେଡ ମଧ୍ୟରେ...
ଓଡ଼ିଶାଲାଇଭ୍ ବ୍ୟୁରୋ
ଖଣିଜ ବିଦେଶ ଇଣ୍ଡିଆ ଲିମିଟେଡ୍(କାବିଲ୍) ଓ ଅଏଲ୍ ଇଣ୍ଡିଆ ଲିମିଟେଡ ମଧ୍ୟରେ କ୍ରିଟିକାଲ୍ ମିନେରାଲ୍ସ ଓ ବିଭିନ୍ନ ପ୍ରକଳ୍ପ କ୍ଷେତ୍ରରେ ସହଯୋଗ ପାଇଁ ଏକ ବୁଝାମଣା ପତ୍ର ସ୍ଵାକ୍ଷର ହୋଇଛି। ବୁଧବାର...
ଆପଣ ବି କରିପାରିବେ ଚକ୍ଷୁଦାନ, ଜାଣନ୍ତୁ କେମିତି?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=IR5cwAimNDA
ଚକ୍ଷୁଦାନକୁ ପ୍ରୋତ୍ସାହିତ କରିବା ପାଇଁ ଦେଶରେ ପ୍ରତିବର୍ଷ ଅଗଷ୍ଟ ୨୫ରୁ ସେପ୍ଟେମ୍ବର ୮ ଯାଏଁ ଜାତୀୟଚକ୍ଷୁଦାନ ପକ୍ଷ ଭାବେ ପାଳନ କରାଯାଉଛି।
ଜଣେ ମୃତ ବ୍ୟକ୍ତିର ଚକ୍ଷୁଦାନ ଦ୍ୱାରା ଆଉ ଜଣେ ଦୃଷ୍ଟିହୀନ ବ୍ୟକ୍ତିର ଦୁନିଆ ଆଲୋକିତ ହୋଇପାରେ। ଚିକିତ୍ସା ବିଜ୍ଞାନର ସଫଳତା ଯୋଗୁଁ ଆଜି ଏହା ସମ୍ଭବ ହୋଇପାରିଛି।
ତେଣୁ ମୃତ୍ୟୁ ପରେ...
ସଉନାମରା: ହକି ପାଇଁ ସମର୍ପିତ ଗାଁ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=YnvpX042JZ8
ସୁନ୍ଦରଗଡ଼ ଜିଲ୍ଲା ବାଲିଶଙ୍କରା ବ୍ଲକର ସଉନାମରା ଗାଁ। ହକି ସହିତ ଏ ଗାଁର ନାଁ ଏମିତି ଯୋଡ଼ି ହୋଇଯାଇଛି ଯେ, ଏଠାକାର ପିଲାଠାରୁ ବୁଢ଼ା ସଭିଁଙ୍କ ହାତରେ ଦେଖିବାକୁ ମିଳେ ହକି...
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବନ୍ଧା ହେଲେ ସିଏଚଏସସିର ରେକର୍ଡ ସପ୍ଲାୟର ପୁରେନ୍ଦ୍ର ସେଠୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆୟୁ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ରେକର୍ଡ ସପ୍ଲାୟର ପୁରେନ୍ଦ୍ର ସେଠୀ। ଦୁଇଦିନ ଧରି ପୁରେନ୍ଦ୍ର ସେଠୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ...
ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟର ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ‘ପାୱର୍ ୱିଦିନ୍: ଦ ଲିଡରସିପ୍ ଲେଗାସି ଅଫ୍ ନରେନ୍ଦ୍ର ମୋଦୀ’ ପୁସ୍ତକ ଉନ୍ମୋଚିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟ ପକ୍ଷରୁ ଭୁବନେଶ୍ୱରରେ ଆୟୋଜିତ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ‘ପାୱର୍ ୱିଦିନ୍: ଦ ଲିଡରସିପ୍ ଲେଗାସି ଅଫ୍ ନରେନ୍ଦ୍ର ମୋଦୀ’ ପୁସ୍ତକ ଉନ୍ମୋଚିତ ହୋଇଛି। ବୁଧବାର ଏସଆରବି କନସଲଟେନ୍ସିର ମିଳିତ...
ନୃତ୍ୟ ମୋ ଜୀବନକୁ ପରିପୂର୍ଣ୍ଣ କରିଦେଇଛି – ପଦ୍ମଶ୍ରୀ ଡକ୍ଟର ଅରୁଣା ମହାନ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=ef1RSEXeqx4&t=507s
ଓଡ଼ିଶୀ ନୃତ୍ୟକୁ ଦେଶ ବିଦେଶରେ ପହଞ୍ଚାଇବାରେ ଯେଉଁ କେତେଜଣ ନୃତ୍ୟଶିଳ୍ପୀ ପ୍ରମୁଖ ଭୂମିକା ନେଇଛନ୍ତି, ସେମାନଙ୍କ ଭିତରୁ ଜଣେ ହେଲେ ଓଡ଼ିଶୀ ନୃତ୍ୟଶିଳ୍ପୀ ତଥା ଗୁରୁ ପଦ୍ମଶ୍ରୀ ଡକ୍ଟର ଅରୁଣା ମହାନ୍ତି।...
ପଶ୍ଚିମ ଓଡ଼ିଶାରେ ଦୁଇଟି ନୂଆ ରେଳ ଲାଇନ ପାଇଁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ନୂଆଁଖାଇ ପୂର୍ବରୁ ପଶ୍ଚିମ ଓଡ଼ିଶା ପାଇଁ ବଡ଼ ଘୋଷଣା। ପଶ୍ଚିମ ଓଡ଼ିଶାରେ ଦୁଇଟି ରେଳ ଲାଇନ ନିର୍ମାଣ ଲାଗି ବୁଧବାର ଦିନ କେନ୍ଦ୍ର କ୍ୟାବିନେଟରେ ମଞ୍ଜୁରୀ ମିଳିଛି। ବରଗଡ଼, ନୂଆପଡ଼ା ଏବଂ...
ଆସୁଛି ଆଉ ଏକ ଲଘୁଚାପ: ଓଡ଼ିଶାରେ ସେପ୍ଟେମ୍ବର ୧ ଯାଏଁ ପ୍ରବଳ ବର୍ଷିବ!
ଓଡ଼ିଶାଲାଇଭ୍ ବ୍ୟୁରୋ
ବଙ୍ଗୋପସାଗରରେ ଅଗଷ୍ଟ ୨୯ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି...
ଓଡ଼ିଶାରେ ଶୀଘ୍ର ଆରମ୍ଭ ହେବ ସିଏମ୍ କିଷାନ ଯୋଜନା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଖୁବଶୀଘ୍ର ଆରମ୍ଭ ହେବ ସିଏମ୍ କିଷାନ ଯୋଜନା। ଏଥିରେ ବର୍ଷକୁ ୨ଟି କିସ୍ତିରେ କୃଷକମାନଙ୍କୁ ୪ ହଜାର ଟଙ୍କା ଆର୍ଥିକ ସହାୟତା ମିଳିବ। ଏନେଇ ବୁଧବାର ବିଧାନସଭାରେ ସୂଚନା ଦେଇଛନ୍ତି...
ଦେବବ୍ରତ ସାହୁ ପୁରୀ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ନିଯୁକ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ବଦଳିଲେ ପୁରୀ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ। ଦେବବ୍ରତ ସାହୁଙ୍କୁ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ଦେବବ୍ରତ ସାହୁ ଏହା ପୂର୍ବରୁ ଗଞ୍ଜାମ ଜିଲ୍ଲାର ଅତିରିକ୍ତ...




















