ଡିସେମ୍ବର ୨୪ରୁ ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଘୋଷଣା ହେଲା ତାରିଖ। ଡିସେମ୍ବର ୨୪ ତାରିଖରୁ ଆରମ୍ଭ ହେବ ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ୨୦୨୬ ଜାନୁଆରି ୩ ତାରିଖ ପର୍ଯ୍ୟନ୍ତ ୧୧ ଦିନ ଧରି ଦୁଲୁକିବ ମୁକ୍ତାକାଶ ରଙ୍ଗମଞ୍ଚ। ଧନୁଯାତ୍ର ମହୋତ୍ସବ...

ଓଭାରି କ୍ୟାନ୍ସରକୁ କିପରି ରୋକି ହେବ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=DCTXHPp9NQY&t=55s ସାଧାରଣତଃ ମହିଳାମାନେ ଗର୍ଭାଶୟ, ଅଣ୍ଡାଶୟ ଏବଂ ସ୍ତନ କର୍କଟର ଅଧିକ ଶିକାର ହୋଇଥାଆନ୍ତି। ପ୍ରାୟତଃ ୫୦ ବର୍ଷରୁ ଅଧିକ ବୟସର ମହିଳାମାନଙ୍କଠାରେ ଓଭାରି ବା ଅଣ୍ଡାଶୟ କ୍ୟାନ୍ସର ହେବାର ଆଶଙ୍କା...

କେମିତି ରାଜନୀତିକୁ ଆସିଲେ ପ୍ରସନ୍ନ ଆଚାର୍ଯ୍ୟ?

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=hzGFl5HtQk0 ଓଡ଼ିଶା ରାଜନୀତିରେ ବରିଷ୍ଠ ନେତା ତଥା ୧୭ତମ ଓଡ଼ିଶା ବିଧାନସଭାର ବିରୋଧୀ ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ। ଛାତ୍ର ସଂଗଠନରୁ ଯୁବମୋର୍ଚ୍ଚା ଏବଂ ଏହାପରେ ବିଜୁବାବୁଙ୍କ ପ୍ରେରଣାରେ ସେ ପ୍ରତ୍ୟକ୍ଷ ରାଜନୀତିକୁ...

ସ୍ତନ କର୍କଟକୁ ଘରେ ରହି କେମିତି ଚିହ୍ନିବେ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=sk7iqYWG9yk ବ୍ରେଷ୍ଟ କ୍ୟାନ୍ସର ବା ସ୍ତନ କର୍କଟ ଏକ ପ୍ରକାର କ୍ୟାନ୍ସର, ଯାହା ସ୍ତନର କୋଷଗୁଡ଼ିକରୁ ଆରମ୍ଭ ହୁଏ। ଏହା ଉଭୟ ପୁରୁଷ ଓ ମହିଳାଙ୍କୁ ହୋଇପାରେ। କିନ୍ତୁ, ଏହାର ଲକ୍ଷଣକୁ...

ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ସୋମବାର ଏହି ବିଜ୍ଞପ୍ତି ପ୍ରକାଶ କରାଯାଇଛି। ନଭେମ୍ବର ୧୧ ତାରିଖରେ ପଡ଼ିବ ଭୋଟ। ଅକ୍ଟୋବର...

ଓଡ଼ିଶାର ୪ଟି ଜିଲ୍ଲାରେ ‘ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା’ର ଶୁଭାରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ ୬ ବର୍ଷ ପାଇଁ ପ୍ରତି ବର୍ଷ ଯୋଜନାରେ ଖର୍ଚ୍ଚ ହେବ ୨୪ ହଜାର କୋଟି ଟଙ୍କା କନ୍ଧମାଳ, ମାଲକାନଗିରି, ସୁନ୍ଦରଗଡ଼ ଓ ନୂଆପଡ଼ା ଜିଲ୍ଲା ଯୋଜନାରେ ସାମିଲ ସମ୍ୱଲପୁରରେ ଆକ୍ୱା ପାର୍କ ଏବଂ...

ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ: କାହାକୁ କେଉଁ ଦାୟିତ୍ଵ?

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ରାଜ୍ୟର ୩ଜଣ ବରିଷ୍ଠ ଆଇଏଏସ୍ ଅଧିକାରୀ କେନ୍ଦ୍ରୀୟ ଡେପୁଟେସନରେ ଯିବା ପରେ ଖଲିପଡ଼ିଥିବା ଏହି ପଦବୀରେ ନୂଆ ନିଯୁକ୍ତି ହୋଇଛି। ବିଦ୍ୟାଳୟ...

ମାନସିକ ରୋଗକୁ ନେଇ ରହିଥିବା ଭୁଲ ଧାରଣାକୁ କେମିତି ଦୂର କରିବେ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=Pu0fcoE46Ek ସୁସ୍ଥ ମଣିଷ କହିଲେ ଆମେ ଶାରୀରିକ ସୁସ୍ଥତା ଏବଂ ମାନସିକ ସୁସ୍ଥତାକୁ ବୁଝି ଥାଉ। ହେଲେ ଆମ ସମାଜରେ ମାନସିକ ସ୍ଵାସ୍ଥ୍ୟ ଏବଂ ମାନସିକ ରୋଗକୁ ନେଇ ସଚେତନତା ନାହିଁ।...

ମେକ୍ସିକୋରେ ଆୟୋଜିତ ବିଶ୍ଵ କବି ସମ୍ମିଳନୀରେ ଯୋଗଦେଲେ ଓଡ଼ିଆ କବୟିତ୍ରୀ ଡକ୍ଟର ସୁଶ୍ରୀ ସଙ୍ଗୀତା ମିଶ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଆମେରିକାର ମେକ୍ସିକୋ ସହରରେ ଆୟୋଜିତ ପାଞ୍ଚଦିନିଆ ବିଶ୍ଵ କବି ସମ୍ମିଳନୀରେ ଯୋଗ ଦେଇଛନ୍ତି ଓଡ଼ିଶାର ବିଶିଷ୍ଟ କବୟିତ୍ରୀ ଡକ୍ଟର ସୁଶ୍ରୀ ସଙ୍ଗୀତା ମିଶ୍ର। ୟୁନେସ୍କୋର ‘ଓ୍ଵାର୍ଲ୍ଡ ଏକାଡେମୀ ଅଫ୍ ଆର୍ଟସ୍ ଆଣ୍ଡ...

ନଭେମ୍ବର ୧୧ରେ ନୂଆପଡ଼ା ବିଧାନସଭା ଉପନିର୍ବାଚନ: ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

ଓଡ଼ିଶାଲାଇଭ୍ ବ୍ୟୁରୋ ନଭେମ୍ବର ୧୧ ତାରିଖରେ ନୂଆପଡ଼ା ବିଧାନସଭା ଉପନିର୍ବାଚନ। ଏହା ପୂର୍ବରୁ ପ୍ରକାଶ ପାଇଛି ଚୂଡ଼ାନ୍ତ ଭୋଟର ତାଲିକା। ନୂଆପଡ଼ା ଜିଲ୍ଲାପାଳ ତଥା ଜିଲ୍ଲା ମୁଖ୍ୟ ନିର୍ବାଚନ ଅଧିକାରୀ ସର୍ବଦଳୀୟ ପ୍ରତିନିଧି ମଣ୍ଡଳିଙ୍କ...